Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ...

  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ...

  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ...

  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ...

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

Home ›› ››ବଢ଼ିଲା ଖରିଫ ଏମ୍‌ଏସ୍‌ପି : ଧାନରେ କ୍ୱିଣ୍ଟାଲ ପିଛା ମିଳିବ ୨୧୮୩ ଟଙ୍କା

ବଢ଼ିଲା ଖରିଫ ଏମ୍‌ଏସ୍‌ପି : ଧାନରେ କ୍ୱିଣ୍ଟାଲ ପିଛା ମିଳିବ ୨୧୮୩ ଟଙ୍କା

2023-06-07 17:16:28
14366
Share:
Facebook
Twitter
E-Mail
WhatsApp
Telegram
ବଢ଼ିଲା ଖରିଫ ଏମ୍‌ଏସ୍‌ପି : ଧାନରେ କ୍ୱିଣ୍ଟାଲ ପିଛା ମିଳିବ ୨୧୮୩ ଟଙ୍କା

କେନ୍ଦ୍ର ସରକାର ଧାନ, ହରଡ଼, ହରଡ଼ ସମେତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ବୃଦ୍ଧି କରିଛନ୍ତି ।  ୨୦୨୩-୨୪ ଆର୍ଥିକ ବର୍ଷରେ ଖରିଫ ଫସଲର ଏମଏସପି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ସରକାର । ଧାନ ଦର ୧୪୩ ଟଙ୍କା ବୃଦ୍ଧି କରିଛନ୍ତି । ଧାନ ଦର ୧୪୩ ଟଙ୍କା ବୃଦ୍ଧି ପରେ ଏ ଗ୍ରେଡ୍ ଧାନ କ୍ୱିଣ୍ଟାଲ୍ ପିଛା ଚାଷୀ ୨୨୦୩ ଟଙ୍କା ପାଇବେ । ସେହିଭଳି ଅନ୍ୟ ଧାନ ବିକ୍ରି କଲେ କ୍ୱିଣ୍ଟାଲ ପିଛା ଚାଷୀଙ୍କୁ ମିଳିବ ୨୧୮୩ ଟଙ୍କା ।

ସେହିଭଳି କେନ୍ଦ୍ର ସରକାର ମାଣ୍ଡିଆର ସର୍ବନିମ୍ନ ସହାୟକ ମୂଲ୍ୟ ୨୬୮ ଟଙ୍କା ବୃଦ୍ଧି କରିଛନ୍ତି । ଫଳରେ ଚାଷୀ ଗୋଟିଏ କ୍ୱିଣ୍ଟାଲ୍ ମାଣ୍ଡିଆ ବିକ୍ରି କଲେ ୩ ହଜାର ୮୪୬ ଟଙ୍କ ପାଇବେ । ହରଡ଼ର ଏମଏସପି ୪୦୦ ଟଙ୍କା ବଢ଼ିଥିବା ବେଳେ ମୁଗର ଏମଏସପି ୮୦୩ ଟଙ୍କା, ବାଦାମର ଏମଏସପି ୫୨୭ ଟଙ୍କା, ବିରିର ଏମଏସପି ୩୫୦ ଟଙ୍କା ବୃ୍ଦ୍ଧି କରିଛନ୍ତି । ଏମଏସପି ବୃଦ୍ଧି ପରେ ଚାଷୀ ହରଡ଼ କ୍ୱିଣ୍ଟାଲ୍ ପିଛା ୭ ହଜାର ଟଙ୍କା, ମୁଗ ୮ ହଜାର ୫୫୮ ଟଙ୍କା, ବିରି ୬ ହଜାର ୯୫୦ ଟଙ୍କା, ବାଦାମ ୬ ହଜାର ୩୭୭ ଟଙ୍କାରେ ବିକ୍ରି କରିବେ ।

ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷକାରେ ବସିଥିବା କେନ୍ଦ୍ର କ୍ୟାବିନେଟର ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ନିଷ୍ପତ୍ତି ପରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ଗଣମାଧ୍ୟମକୁ କହିଛନ୍ତି ଯେ କୃଷକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। 

Powered by Froala Editor

Tags msp

Related articles Odisha News Lens 4.1

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15670
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14187
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13628
    Apr 21, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା
    ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14327
    Apr 22, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15448
    Apr 21, 2026
  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା
    ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15322
    Apr 22, 2026
  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ

    14305
    Apr 22, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14727
    Apr 21, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15458
    Apr 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ

    14305
    Apr 22, 2026
  • ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15670
    Apr 21, 2026
  • ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15458
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17842
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14449
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13871
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16185
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15880
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16237
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15081
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14187
    Apr 21, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15448
    Apr 21, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14327
    Apr 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In