Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

ରାଜ୍ୟ
Home ›› ରାଜ୍ୟ ››23ରୁ ଯାଞ୍ଚ ହେବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍

23ରୁ ଯାଞ୍ଚ ହେବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍

2023-06-08 17:18:20
15499
Share:
Facebook
Twitter
E-Mail
WhatsApp
Telegram
23ରୁ ଯାଞ୍ଚ ହେବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍

ଆସନ୍ତା 23ରୁ କଡାକଡି ହେବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଯାଞ୍ଚ । ହାଇ ସିକ୍ୟୁରିଟି ନମ୍ବର ନଥିଲେ ଗଣିବେ ଫାଇନ୍‌ । 5000 / - କିମ୍ବା 10, 000 /  ହଜାର ଯାଏଁ ଫାଇନ୍ ଆଦାୟ ହେବ । ଏଥିପାଇଁ ସ୍ବତନ୍ତ୍ର ଅଭିଯାନ ଚଳାଇବେ ରାଜ୍ୟ ପରିବହନ ବିଭାଗ । ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍ ଏବଂ ଏନଫୋର୍ସମେଣ୍ଟ ଲାଲମୋହନ ସେଠୀ (ସଡକ ସୁରକ୍ଷା) ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ 07.06.23 ସୁଦ୍ଧା ମୋଟ 40,93,608 ଗାଡି ମାଲିକ ସ୍ଲଟ୍ ବୁକ୍ କରିଛନ୍ତି, ସେଥିମଧ୍ୟରୁ 35,87,577 ଗାଡିରେ HSRP ଲଗାଯାଇଛି।

M.V ଆକ୍ଟ, 1988, ଧାରା 192 ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ ଜାରି କରାଯିବ ଏବଂ 5000 / - କିମ୍ବା 10, 000 / - ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ। 

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାର ଅବଧି ଫେବ୍ରୁଆରୀରୁ ସରିଛି ।  ଏହା ଦେଖାଯାଉଛି ଯେ କିଛି ଗାଡି HSRP ରେଜିଷ୍ଟ୍ରେସନ୍ ପ୍ଲେଟ୍ ନଲଗାଇ ରାସ୍ତାରେ ଗାଡି ଚଳାଉଛନ୍ତି। ଜୁନ୍‌ 23ରୁ ପୁଣି ନମ୍ବର ପ୍ଲେଟ୍‌ ଯାଞ୍ଚ ହେବ । ସ୍ପେଶାଲ ଡ୍ରାଇଭ୍‌ କରି ଯାଞ୍ଚ ହେବ ଗାଡି । ହାଇ ସିକ୍ୟୁରିଟି ନମ୍ବର ନଥିଲେ ଲାଗୁ ହେବ ଫାଇନ୍‌ । 

Powered by Froala Editor

Tags number plate

Related articles Odisha News Lens 4.1

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    14140
    May 07, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15441
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14747
    May 09, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15579
    May 09, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16071
    May 07, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14329
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13995
    May 08, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14373
    May 08, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15092
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14373
    May 08, 2026
  • ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15441
    May 09, 2026
  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13995
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17514
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15579
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14393
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15419
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15166
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13967
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16071
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    14140
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13995
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In