Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

ବିଶେଷ
Home ›› ବିଶେଷ ››ଏମିତି ଟିପ୍ସ ଆପଣଙ୍କ ସ୍କିନକୁ ସର୍ବଦା ରଖିବ ୟଙ୍ଗ୍‌

ଏମିତି ଟିପ୍ସ ଆପଣଙ୍କ ସ୍କିନକୁ ସର୍ବଦା ରଖିବ ୟଙ୍ଗ୍‌

2023-06-09 04:08:32
15349
Share:
Facebook
Twitter
E-Mail
WhatsApp
Telegram
ଏମିତି ଟିପ୍ସ ଆପଣଙ୍କ ସ୍କିନକୁ ସର୍ବଦା ରଖିବ ୟଙ୍ଗ୍‌

ଜୀବନ ଏବେ ଏପରି ବ୍ୟସ୍ତବହୁଳ ହୋଇଯାଇଛି ଯେ ନିଜ ପାଇଁ ସମୟ ଟିକେ କାଢ଼ିବା କଷ୍ଟକର ହୋଇ ପଡୁଛି । ଏହି ବ୍ୟସ୍ତ ବହୁଳ ଜୀବନରେ ଆମେ ଆମ ଶରୀର ପ୍ରତି ଯତ୍ନ ନେଇ ପାରୁନେ । ଯେଉଁଥିପାଇଁ ଶରୀରରେ ବହୁ ପ୍ରକାର ଅସୁବିଧା ଦେଖାଦେଉଛି । ବିଶେଷକରି ଯେବେ ଆମେ ୩୦ କିମ୍ବା ୪୦ ବର୍ଷରେ ପହଞ୍ଚୁଛୁ ଏହାର ଛାପ ଆମ ଶରୀରରେ ପଡ଼ୁଛି । ୩୦ ବର୍ଷ ପାର ହେଲେ ଆମ ସ୍କିନର ନାଚୁରାଲ ଗ୍ଲୋ କମିଯାଇଥାଏ । ଏହି ବୟସ ଛାପରୁ ବର୍ତ୍ତିବାକୁ ହେଲେ ଆଜି ଆମେ ଆପଣଙ୍କୁ ଏମିତି କିଛି ଟିପ୍ସ ଦେବୁ ଯାହା ଆପଣଙ୍କ ସ୍କିନକୁ ସର୍ବଦା ୟଙ୍ଗ୍‌ ରଖିବ । ଆସନ୍ତୁ ଜାଣିବା ଏହି ସ୍କିନ କେୟାର ରୁଟିନ ।

୧. ସକାଳୁ ଉଠିବା ମାତ୍ରେ କରନ୍ତୁ ସ୍କିନର କେୟାର : ସ୍କିନ କେୟାର ରୁଟିନ ସକାଳୁ ହିଁ ଆରମ୍ଭ କରନ୍ତୁ । ରାତିରେ ଆମ ସ୍କିନ ଉପରେ ସିବମ୍‌ ଜମି ଯାଇଥାଏ । ଯାହାଦ୍ୱାରା ତ୍ୱଚ୍ଚା ଅଏଲୀ ଲାଗିଥାଏ । ତେଣୁ ଜରୁରୀ ଏହି ଯେ ସକାଳେ ଉଠିବା ମାତ୍ରେ ତ୍ୱଚ୍ଚାକୁ କ୍ଲିନଜରରେ ଧୁଅନ୍ତୁ । ତା’ପରେ ଟୋନର ଲଗାନ୍ତୁ ।

୨. ହେଲ୍‌ଦି ତ୍ୱଚ୍ଚା ପାଇଁ କରନ୍ତୁ ସୀରମର ବ୍ୟବହାର : ୩୦ ବର୍ଷ ପାର ହେଲେ ସୀରମ ବ୍ୟବହାର କରିବା ଆରମ୍ଭ କରିଦିଅନ୍ତୁ । କାରଣ ଏହି ବୟସ ପରେ ସ୍କିନର ନାଚୁରାଲ ଗ୍ଲୋ କମିଯାଇଥାଏ । ତେଣୁ ଆଣ୍ଟି ଅକ୍ସିଡାଣ୍ଟରେ ଭରପୁର ସୀରମ ବାଛନ୍ତୁ । ଆପଣ ଭିଟାମିନ ସି ଯୁକ୍ତ ସୀରମ ବାଛି ପାରିବେ । ତେବେ ଏହାର ବ୍ୟବହାର ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ଜରୁର ନିଅନ୍ତୁ ।

୩. ମଶ୍ଚରାଇଜର ଜରୁରୀ : କ୍ଲେଞ୍ଜର ବା ପେଶ୍‌ଓ୍ଵାସରେ ଧୋଇବା ଦ୍ୱାରା ସ୍କିନ ରୁଖା ହୋଇଯାଇଥାଏ । ତେଣୁ ମଶ୍ଚରାଇଜର ଜରୁର ଲଗାଇବା ଉଚିତ୍‌ । ମଶ୍ଚରାଇଜର କିଣିବା ପୂର୍ବରୁ ଜରୁର ଦୃଷ୍ଟି ଦିଅନ୍ତୁ, ଏହା ଯେପରି ଆପଣଙ୍କ ସ୍କିନକୁ ସୁଟ କରେ ।

୪. ସନ୍‌ସ୍କ୍ରିନ ଲଗାଇବାକୁ ଭୂଲନ୍ତୁ ନାହିଁ : ଆପଣ ଘରୁ ବାହାରକୁ ଯାଆନ୍ତୁ କି ନ ଯାଆନ୍ତୁ ସନ୍‌ସ୍କ୍ରିନ ଲଗାଇବାକୁ ଭୁଲନ୍ତୁ ନାହିଁ । ଏହା ଆପଣଙ୍କ ତ୍ୱଚ୍ଚାକୁ ହାନିକାରକ କିରଣରୁ ରକ୍ଷା କରିବ । ସନସ୍କ୍ରିନର ଏସପିଏଫ୍‌ ଅତି କମରେ ୩୦ କିମ୍ବା ଏହାଠାରୁ ଅଧିକ ହେବା ଦରକାର । ଘରୁ ଯଦି ବାହାରକୁ ବାହାରୁଛନ୍ତି ତ ପ୍ରତି ଦୁଇ ଘଣ୍ଟାରେ ସନସ୍କ୍ରିନ ଲୋସନ ଲଗାନ୍ତୁ ।

୫. ହେଲଦି ଲାଇଫ ଷ୍ଟାଇଲ : ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଲାଇଫ ଷ୍ଟାଇଲକୁ ହେଲଦି ବନାଇବା ଉଚିତ୍‌ । ଅର୍ଥାତ ପ୍ରତିଦିନ ବ୍ୟାୟାମ, ଭଲ ଖାଦ୍ୟ, ଭଲ ଭାବେ ଶୋଇବା ଜରୁରୀ ଅଟେ । କାରଣ ଏହାର ସିଧା ପ୍ରଭାବ ତ୍ୱଚ୍ଚା ଉପରେ ପଡ଼ିଥାଏ ।

Powered by Froala Editor

Tags Skin care

Related articles Odisha News Lens 4.1

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15490
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15186
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14418
    Feb 24, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13512
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15371
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15043
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15234
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13545
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14753
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15490
    Feb 23, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15371
    Feb 24, 2026
  • ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15186
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15490
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16105
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14504
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15272
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15988
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15371
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15234
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14418
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In