Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

Home ›› ›› ରଥଯାତ୍ରା:- ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ

ରଥଯାତ୍ରା:- ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ

2023-06-09 05:05:56
14639
Share:
Facebook
Twitter
E-Mail
WhatsApp
Telegram
 ରଥଯାତ୍ରା:-  ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ

ପୁରୀ: ଆଗାମୀ ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରାରେ ପୁରୀ ସହରକୁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ଜଗିବେ। ଏଥିସହ ପୁଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ। ଏଥିପାଇଁ ପୁରୀ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି।ଚଳିତବର୍ଷ ରଥଯାତ୍ରାରେ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁମାନଙ୍କର ଆଗମନକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ ବ୍ୟବସ୍ଥାକୁ ପରିଚାଳନା ନେଇ ଆଜି ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ତଥା ଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ଏସ୍‌ଆଇଡବ୍ଲ୍ୟୁ ଡିଆଇଜି ଅଖିଳେଶ୍ବର ସିଂହ, ଭୁବନେଶ୍ବର ଅତିରିକ୍ତ କମିଶନର ଉମାଶଙ୍କର ଦାଶ, ପୁରୀ ଏସ୍‌ପି ଡା.‌ କନୱର. ବିଶାଳ ସିଂହ, ହେଡ୍‌କ୍ବାଟର ଏସ୍‌ପି ରାହୁଲ ଜେନ୍‌ ପ୍ରମୁଖ ଯୋଗ ଦେଇଥିଲେ। ଏହି ବୈଠକରେ ରଥଯାତ୍ରା ଟ୍ରାଫିକ୍‌ ବ୍ୟବସ୍ଥାର ନୋଡାଲ ଅଫିସର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାୱାର ପଏଣ୍ଟ ମାଧ୍ୟମରେ ଟ୍ରାଫିକ୍‌ ବ୍ୟବସ୍ଥା ସମ୍ପର୍କରେ ଯୋଜନା ଉପସ୍ଥାପନ କରିଥିଲେ। ଚଳିତବର୍ଷ ମୋଟ ୩୦ଟି ପାର୍କିଂ ସ୍ଥଳୀ ବ୍ୟବସ୍ଥା କରାଯାଇଛି। ସେହିପରି ଟ୍ରାଫିକ୍‌ ବ୍ୟବସ୍ଥା ପରିଚାଳନା ପାଇଁ ପୁରୀକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି। ଗୋଟିଏ ପୁରୀ ସହରାଞ୍ଚଳ ଏବଂ ଦ୍ବିତୀୟଟି ସହରାଞ୍ଚଳ ବାହାର ଅର୍ଥାତ ସାତପଡ଼ାରୁ ମଙ୍ଗଳାଘାଟ ଛକ, ଉତ୍ତରା ଛକରୁ ମାଳତୀପାଟପୁର ବସ୍‌ଷ୍ଟାଣ୍ଡ ଓ କୋଣାର୍କରୁ ଗ୍ରିଡ୍‌‌ ଷ୍ଟେସନ ଛକ ଅନ୍ତର୍ଭୁକ୍ତ।

ସେହିପରି ସହରାଞ୍ଚଳର ବଡ଼ଦାଣ୍ଡର ଉଭୟପାର୍ଶ୍ବକୁ ଦୁଇ ଭାଗରେ ବିଭକ୍ତ କରି ୧୨ଟି ଜୋନ୍‌, ୩୦ଟି ସେକ୍ଟରରେ ବିଭକ୍ତ କରାଯାଇଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାକୁ ପରିଚାଳନା କରିବାକୁ ୧୨ଟି ଆଉଟ୍‌ପୋଷ୍ଟ କରାଯାଇଛି। ସମସ୍ତ ଜୋନ୍‌ଗୁଡ଼ିକ ଦାୟିତ୍ବରେ ଡିଏସ୍‌ପି ଓ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ରହିବେ। ସେହିପରି ସେକ୍ଟରଗୁଡ଼ିକ ଦାୟିତ୍ବରେ ଇନ୍‌ସ୍ପେକ୍ଟର ବା ସୁବେଦାରମାନେ ରହିବେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୁରୀ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମିହିର ପଣ୍ଡା, ପ୍ରଫୁଲ୍ଲ ବଡ଼ଜେନା, ଆସିଷ୍ଟାଣ୍ଟ୍‌ କମାଣ୍ଡାଣ୍ଟ୍‌ ଜିତେନ୍ଦ୍ର ଦେହୁରୀ, ଟ୍ରାଫିକ୍‌ ଡିଏସ୍‌ପି ନିରଞ୍ଜନ ସବର, ଡିଏସ୍‌ପି ଜିବିଏସ୍‌ ନନ୍ଦ, ରିଜର୍ଭ ଇନ୍‌ସ୍ପେକ୍ଟର ଚନ୍ଦ୍ରଶେଖର ଦାଶ, ଟ୍ରାଫିକ୍‌ ଇନ୍‌ସ୍ପେକ୍ଟର ସଂଗୀତା ଦାଶ, ପ୍ରତିମା ସାହୁ, ଡିଆଇବି ଇନ୍‌ସ୍ପେକ୍ଟର ଗାୟତ୍ରୀ ମିଶ୍ର ଓ କୁମ୍ଭାରପଡ଼ା ଥାନା ଆଇଆଇସି ଦିଲୀପ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14766
    May 09, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14398
    May 08, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15597
    May 09, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14391
    May 08, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14348
    May 09, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15459
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14013
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16089
    May 07, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15110
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14391
    May 08, 2026
  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15110
    May 08, 2026
  • ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15459
    May 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17514
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15597
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14412
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15421
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15168
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13969
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16089
    May 07, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15597
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14013
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In