Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ...

ରାଜ୍ୟ
Home ›› ରାଜ୍ୟ ››ସାମାନ୍ୟ ପବନରେ ଭାଙ୍ଗିଗଲା ହକି ଖେଳାଳିଙ୍କ ଷ୍ଟାଚ୍ୟୁ

ସାମାନ୍ୟ ପବନରେ ଭାଙ୍ଗିଗଲା ହକି ଖେଳାଳିଙ୍କ ଷ୍ଟାଚ୍ୟୁ

2023-06-11 19:55:09
14577
Share:
Facebook
Twitter
E-Mail
WhatsApp
Telegram
ସାମାନ୍ୟ ପବନରେ ଭାଙ୍ଗିଗଲା ହକି ଖେଳାଳିଙ୍କ ଷ୍ଟାଚ୍ୟୁ

ପୁରୁଷ ହକି ବିଶ୍ୱକପ୍ ପାଇଁ ମାତ୍ର ୫ ମାସ ତଳେ ନିର୍ମାଣ ହୋଇଥିଲା ୪୦ ଫୁଟ ଉଚ୍ଚର ହକି ଖେଳାଳିଙ୍କ ଷ୍ଟାଚ୍ୟୁ। ତେବେ ହଠାତ ତାହା ଆଜି ଭାଙ୍ଗି ତଳେ ପଡ଼ି ଯାଇଥିଲା। ସାମାନ୍ୟ ବର୍ଷା ଓ ପବନ ପରେ ଏହି ଘଟଣା ଘଟିଥିଲା। 

ଏହି ହକିର ପ୍ରତୀକ ‘ଷ୍ଟାଚ୍ୟୁ’ଟି ଷ୍ଟାଡିୟମ ଯିବା ରାସ୍ତାରେ ତଥା ରାଉରକେଲା ବିମାନବନ୍ଦର ମୁଖ୍ୟ ଦ୍ବାର ନିକଟରେ ରଖା ଯାଇଥିଲା। ଏହାର ଉଚ୍ଚତା ପାଖାପାଖି ୪୦ ଫୁଟ ହେବ। ରାଉରକେଲା ସ୍ମାର୍ଟ ସିଟି ପକ୍ଷରୁ ପ୍ରାୟ ଅଧା ଏକର ଜମିରେ ଷ୍ଟାଚ୍ୟୁ ସହ ପାର୍କ ନିର୍ମାଣ କରାଯାଇଛି। ଏହା ପ୍ରାୟ ୮୧ ଲକ୍ଷ ବିନିଯୋଗରେ ନିର୍ମିତ। ଏଥିମଧ୍ୟରୁ ଷ୍ଟାଚ୍ୟୁ ନିର୍ମାଣ ପାଇଁ ୩୦ ଲକ୍ଷ ୬୮ ହଜାର ଟଙ୍କା ବ୍ୟୟ କରାଯାଇଥିବାବେଳେ ଆଲୋକସଜ୍ଜା, ରେଲିଂ ବ୍ୟବସ୍ଥା, ପାର୍କ ତିଆରି ଆଦି ପାଇଁ ପ୍ରାୟ ୫୦ ଲକ୍ଷ ବ୍ୟୟ ହୋଇଛି।

ଷ୍ଟାଚ୍ୟୁଟି ଖସିପଡ଼ିବା ସମୟରେ ସେଠାରେ କେହି ନଥିଲେ। ତେଣୁ କେହି ହତାହତ ହୋଇନାହାନ୍ତି। ଭୁବନେଶ୍ବରର ପ୍ରତିଷ୍ଠିତ ମୂର୍ତ୍ତି ନିର୍ମାଣକାରୀ ସଂସ୍ଥା ‘ଇମାଜେରୀ’ ଏହି ମୂର୍ତ୍ତି ନିର୍ମାଣ କରିଛି। ଗତ ବର୍ଷ ସେପ୍ଟେମ୍ବର ୯ ତାରିଖରୁ ଏହି ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯାଇଥିଲା। ମାତ୍ର ତିନି ମାସ ଭିତରେ ଷ୍ଟାଚ୍ୟୁର ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ତେବେ ଷ୍ଟାଚ୍ୟୁଟି କେମିତି ଭାଙ୍ଗିଲା, ତାକୁ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି। କୁହାଯାଉଛି, ନିମ୍ନମାନର କାର୍ଯ୍ୟ ଯୋଗୁ ଷ୍ଟାଚ୍ୟୁଟି ଭାଙ୍ଗି ଯାଇଛି।


Powered by Froala Editor

Tags statue

Related articles Odisha News Lens 4.1

  • ଛାଡ଼ପତ୍ର ଚର୍ଚ୍ଚାରେ ଏହି ଦୁଇ ଯୋଡି, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ଛାଡ଼ପତ୍ର ଚର୍ଚ୍ଚାରେ ଏହି ଦୁଇ ଯୋଡି, ଜାଣନ୍ତୁ କିଏ ?

    14090
    Jul 04, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15695
    Jul 03, 2025
  •  କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...
    ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...

    13851
    Jul 03, 2025
  • ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    13905
    Jul 04, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ
    ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14135
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....
    ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14317
    Jul 02, 2025
  • ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14484
    Jul 04, 2025
  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି
    ବାଣିଜ୍ୟ

    ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15231
    Jul 04, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14308
    Jul 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    13905
    Jul 04, 2025
  • ବାଣିଜ୍ୟ

    ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15231
    Jul 04, 2025
  • ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14484
    Jul 04, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16605
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17036
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15524
    Apr 03, 2021

ବିଶେଷ

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14135
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15695
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14317
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    14066
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15586
    Jun 30, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16227
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14042
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15567
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15546
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14484
    Jul 04, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14308
    Jul 03, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14135
    Jul 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In