Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ...

  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ...

  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ...

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ...

  • ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ ...

  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ...

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ...

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ...

  • ବିମାନ ଲ୍ୟାଣ୍ଡିଂ ବେଳେ ...

  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗାଇଡଲାଇନ ନଆସିବା ପର୍ଯ୍ୟନ୍ତ ଦିଲ୍ଲୀ ରାସ୍ତାରେ ଗଡ଼ିବନି ବାଇକ ଟ୍ୟାକ୍ସି

ଗାଇଡଲାଇନ ନଆସିବା ପର୍ଯ୍ୟନ୍ତ ଦିଲ୍ଲୀ ରାସ୍ତାରେ ଗଡ଼ିବନି ବାଇକ ଟ୍ୟାକ୍ସି

2023-06-12 18:19:26
14704
Share:
Facebook
Twitter
E-Mail
WhatsApp
Telegram
ଗାଇଡଲାଇନ ନଆସିବା ପର୍ଯ୍ୟନ୍ତ ଦିଲ୍ଲୀ ରାସ୍ତାରେ ଗଡ଼ିବନି ବାଇକ ଟ୍ୟାକ୍ସି

ରାଜଧାନୀ ଦିଲ୍ଲୀର ରାସ୍ତାରେ ଗଡ଼ିବନି ବାଇକ ଟ୍ୟାକ୍ସି। ରାପିଡୋ, ଓଲା ଓ ଉବେର ଭଳି ସଂସ୍ଥା ରାଜଧାନୀରେ ବାଇକ ଟ୍ୟାକ୍ସି ସେବା ଯୋଗାଉ ଥିଲେ। ଏହାକୁ ଦିଲ୍ଲୀ ହାଇକୋର୍ଟ ମଧ୍ୟ ଅନୁମତି ଦେଇଥିଲେ। ତେବେ ଏହି ରାୟ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇ ଦେଇଛନ୍ତି। ବାଇକ ଟାକ୍ସି ସମ୍ପର୍କରେ ଦିଲ୍ଲୀ ସରକାରଙ୍କ ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଦୁଇ ଚକିଆ ଟ୍ୟାକ୍ସି ଅର୍ଥାତ୍ ବାଇକ୍ ଟ୍ୟାକ୍ସି କୁ ନିଷିଦ୍ଧ କରାଯାଇଛି ।

ଲାଇସେନ୍ସ ପାଇଁ ଉପଯୁକ୍ତ ନୀତି ନ ଆସିବା ଯାଏ ବାଇକ ଟ୍ୟାକ୍ସି ସେବା ଦିଲ୍ଲୀରେ ମିଳିବ ନାହିଁ। ଶୁଣାଣି ବେଳେ ଦିଲ୍ଲୀ ସରକାର ସୁପ୍ରିମକୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ଜୁନ ୩୦ ସୁଦ୍ଧା ବାଇକ ଟ୍ୟାକ୍ସି ସେବା ପାଇଁ ନୂଆ ଗାଇଡଲାଇନ ଆସିବ। ସେହିପରି ଲାଇସେନ୍ସ ପ୍ରଦାନ ପାଇଁ ନିୟମ ପ୍ରଣୟନ କରାଯିବ ବୋଲି ଦିଲ୍ଲୀ ସରକାର କହିଛନ୍ତି। 

Powered by Froala Editor

Tags delhi

Related articles Odisha News Lens 4.1

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ
    ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14424
    Sep 08, 2026
  • ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ
    ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    14126
    Sep 07, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ
    ବାଣିଜ୍ୟ

    କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14165
    Sep 08, 2026
  •   ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...

    14486
    Sep 07, 2026
  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ
    ଦେଶ-ଦେଶାନ୍ତର

    ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ

    14697
    Sep 08, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...
    ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...

    13911
    Sep 08, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13716
    Sep 07, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ
    ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14267
    Sep 07, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15550
    Sep 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14424
    Sep 08, 2026
  • ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    14126
    Sep 07, 2026
  • ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15550
    Sep 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17083
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17748
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17750
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18154
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14492
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13804
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14611
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14916
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14867
    Aug 27, 2026

ବାଣିଜ୍ୟ

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

ଭୁବନେଶ୍ୱର: କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ୭ ସେପ୍ଟେମ୍ବର ୨୦୨୬ରେ ଐତିହାସିକ ସହର ଭୁବନେଶ୍ୱରଠାରେ ଉଦ୍‌ଯାପିତ ହୋଇଯାଇଛି । ଏଥିସହିତ ବ୍ୟାପକ ବିମର୍ଷ, ନବୋନ୍ମେଷୀ ଚିନ୍ତାଧାରା ଏବଂ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14991
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14075
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14599
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14424
    Sep 08, 2026
  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ

    14697
    Sep 08, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ଅଧିକାରୀ

    13911
    Sep 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In