Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

Home ›› ››ବର୍ଷା ସହ ଘଡ଼ଘଡ଼ି, ୭ ଜିଲ୍ଲାକୁ ସତର୍କତା ଜାରି

ବର୍ଷା ସହ ଘଡ଼ଘଡ଼ି, ୭ ଜିଲ୍ଲାକୁ ସତର୍କତା ଜାରି

2023-06-13 07:33:59
13959
Share:
Facebook
Twitter
E-Mail
WhatsApp
Telegram
ବର୍ଷା ସହ ଘଡ଼ଘଡ଼ି, ୭ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ଆଜି ସକାଳୁ ସକାଳୁ ପାଣିପାଗରେ ଅଚାନକ ପରିବର୍ତ୍ତ ହୋଇଛି। ଭୁବନେଶ୍ୱର, କଟକ ସମେତ କିଛି ଜିଲ୍ଲାରେ ବର୍ଷା ହୋଇଛି। ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ SRCଙ୍କ କାର୍ୟ୍ୟାଳୟ ପକ୍ଷରୁ ସତର୍କତା ଜାରି କରାଯାଇଛି। ୭ ଜିଲ୍ଲାବାସୀ ୩ ଘଣ୍ଟା ପାଇଁ ସତର୍କ ରହିବାକୁ  କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ ଓ ଗଜପତି।

ସୂଚନାରଯୋଗ୍ୟ,  ଗତ କିଛିଦିନ ହେବ ରାଜ୍ୟରେ ଗୁଳିଗୁଳି ସାଙ୍ଗକୁ ପ୍ରଚଣ୍ଡ ରୁଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଭୋର ୫ ସୁଦ୍ଧା ତାପମାତ୍ରା ୩୦ ଡିଗ୍ରୀ ପାର କରିଯାଉଛି। କୌଣସି କାମରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗତକାଲି ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ଥିଲା। ସମ୍ବଲପୁର ୪୭.୪ ଡିଗ୍ରୀ ରେକର୍ଡ କରାରଯାଇଥିଲା। ଗତକାଲି ଅଧିକାଂଶ ଜିଲ୍ଲାରେ ତାପମାତ୍ରା  ୪୦ ଡିଗ୍ରୀ ଉପରେ ରହିଥିଲା।

Powered by Froala Editor

Tags Lightening

Related articles Odisha News Lens 4.1

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14562
    May 15, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ
    ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14623
    May 14, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15358
    May 15, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15077
    May 14, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15028
    May 14, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15118
    May 15, 2026
  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15612
    May 14, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14021
    May 14, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14519
    May 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14519
    May 15, 2026
  • ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15358
    May 15, 2026
  • ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13737
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17476
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17527
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17913
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16361
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14519
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15028
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16006
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16175
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14617
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15401
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15140
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15632
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13958
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14021
    May 14, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14623
    May 14, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15028
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In