Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

Home ›› ››ଡ୍ରାଇଭରମାନଙ୍କ ପାଇଁ ରଜ ଭେଟି ଦେଲେ ନବୀନ

ଡ୍ରାଇଭରମାନଙ୍କ ପାଇଁ ରଜ ଭେଟି ଦେଲେ ନବୀନ

2023-06-13 07:36:02
13601
Share:
Facebook
Twitter
E-Mail
WhatsApp
Telegram
ଡ୍ରାଇଭରମାନଙ୍କ ପାଇଁ ରଜ ଭେଟି ଦେଲେ ନବୀନ

ଭୁବନେଶ୍ବର : ରାଜ୍ୟର ଡ୍ରାଇଭରମାନଙ୍କ ପାଇଁ ରଜ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁ ଦାବି ନେଇ ଡ୍ରାଇଭରମାନେ ଆନ୍ଦୋଳନ କରୁଥିଲେ, ତାହାକୁ ସରକାର ପୂରଣ କରିଛନ୍ତି।ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା ୨୦୨୩ ଏବଂ କଲ୍ୟାଣ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି।  ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ମୋଟର ଯାନ ଡ୍ରାଇଭର, କର୍ମଚାରୀଙ୍କ ନିକଟତମ ଆତ୍ମୀୟ ପାଇବେ ୪ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ଯୋଜନାକୁ କାର୍ୟ୍ୟକାରୀ କରିବା ପାଇଁ ଗଠନ ହେବାକୁ ଥିବା କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ବୀକୃତି ପ୍ରଦାନ କରିଛନ୍ତି। ମୋଟର ଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି କଲ୍ୟାଣ ଯୋଜନା କାର୍ୟ୍ୟକାରୀ କରାଯାଉଛି। ଏହି ଯୋଜନା କାର୍ୟ୍ୟକାରୀ କରିବାପାଇଁ ରାଜ୍ୟ ସରକାରଙ୍କ ତରଫରୁ ବୋର୍ଡକୁ ପ୍ରାରମ୍ଭିକ ଭାବେ ଅନୁଦାନ ପ୍ରଦାନ କରାଯିବ। ପରବର୍ତ୍ତୀ ସମୟରେ, ବୋର୍ଡ, ପଞ୍ଜୀକରଣ ଶୁଳ୍କ ସଂଗ୍ରହ, ଯାନ ମାଲିକଙ୍କ ଅବଦାନ ଏବଂ ଅନ୍ୟାନ୍ୟ ଉତ୍ସରୁ ପାଣ୍ଠି ସଂଗ୍ରହ କରି ଏହି ଯୋଜନାକୁ ପରିଚାଳନା କରିବେ ।
ମୃତ୍ୟୁ କ୍ଷେତ୍ରରେ, ମୃତ ଡ୍ରାଇଭର/ କର୍ମଚାରୀଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା (୪,୦୦,୦୦୦/-) ପ୍ରଦାନ କରାଯିବ ।
ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ ।
 ସ୍ଥାୟୀ ଅକ୍ଷମତା ମାମଲାରେ ମୋଟର ପରିବହନ ଡ୍ରାଇଭର କିମ୍ବା କର୍ମଚାରୀଙ୍କୁ ୧ଲକ୍ଷ ପଚାଶ ହଜାର ଟଙ୍କା (୧,୫୦,୦୦୦/ -) ପ୍ରଦାନ କରାଯିବ ।
 ସାଧାରଣ ମୃତ୍ୟୁ ମାମଲାରେ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା (୨,୦୦,୦୦୦/-) ପ୍ରଦାନ କରାଯିବ ।
ଏହା ବ୍ୟତୀତ, ସେମାନଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁ ବାବୁ ପେନସନ୍ ଯୋଜନା ଆଦିରେ ସେମାନଙ୍କ ଯୋଗ୍ୟତା ଅନୁଯାୟୀ ଅନ୍ତର୍ଭୁକ୍ତ କରାଯିବ । ଏହି ଯୋଜନା କାର୍ୟ୍ୟକାରୀ ହେବାଦ୍ବାରା ୫ ଲକ୍ଷରୁ ଉର୍ଦ୍ଧ୍ୱ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ । ଏଥି ନିମନ୍ତେ ଗଠିତ ହେବାକୁ ଥିବା କଲ୍ୟାଣ ବୋର୍ଡରେ ସରକାରୀ ସଦସ୍ୟଙ୍କ ସହିତ ମୋଟର ପରିବହନ ଡ୍ରାଇଭର, କର୍ମଚାରୀ ମାନଙ୍କର ପ୍ରତିନିଧି ମଧ୍ୟ ସଦସ୍ୟ ରହିବେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15020
    May 14, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14013
    May 14, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14511
    May 15, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13729
    May 14, 2026
  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15604
    May 14, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15350
    May 15, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14554
    May 15, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15110
    May 15, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15069
    May 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15069
    May 14, 2026
  • ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15350
    May 15, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15604
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17476
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17527
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17913
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16361
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14511
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15020
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16005
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16174
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14616
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15401
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15140
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15632
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13958
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15020
    May 14, 2026
  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15604
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15069
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In