Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ...

  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ...

  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ...

ରାଜ୍ୟ
Home ›› ରାଜ୍ୟ ››ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ:ନବୀନ

ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ:ନବୀନ

2023-06-14 07:45:36
15282
Share:
Facebook
Twitter
E-Mail
WhatsApp
Telegram
ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ:ନବୀନ

ପୁରୀ : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ଜରିଆରେ ଅଧ୍ୟକ୍ଷତା କରିଥିଲେ। ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।ମହାପ୍ରଭୂ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୂଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ । ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ । ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏ ବର୍ଷ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର ।ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ପୁରୀର ଜନସାଧାରଣ, ମହାପ୍ରଭୂଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ , ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ରୂପରେଖ ପୁସ୍ତକର ଉନ୍ମୋଚନ କରିଥିଲେ।ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ।ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14321
    Nov 12, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର
    ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15598
    Nov 12, 2026
  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ
    ଦେଶ-ଦେଶାନ୍ତର

    କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ

    15081
    Nov 12, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14401
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    15088
    Nov 11, 2026
  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13614
    Nov 12, 2026
  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର
    ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13413
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15446
    Nov 12, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...
    ବାଣିଜ୍ୟ

    ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...

    14734
    Nov 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14401
    Nov 12, 2026
  • ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    14101
    Nov 11, 2026
  • ବାଣିଜ୍ୟ

    ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ ...

    14734
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17271
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17973
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17920
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18341
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14206
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15553
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14347
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14417
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15028
    Nov 01, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14358
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15575
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14158
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14165
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14401
    Nov 12, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14321
    Nov 12, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15598
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In