Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତକୁ ଏହି ସହାୟତା ମାଗିଲା ୟୁକ୍ରେନ

ଭାରତକୁ ଏହି ସହାୟତା ମାଗିଲା ୟୁକ୍ରେନ

2023-06-15 10:00:19
15014
Share:
Facebook
Twitter
E-Mail
WhatsApp
Telegram
ଭାରତକୁ ଏହି ସହାୟତା ମାଗିଲା ୟୁକ୍ରେନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକମାତ୍ର ବ୍ୟକ୍ତି ଯିଏ କି ୟୁକ୍ରେନ ଓ ଋଷ ମଧ୍ୟରେ ଲାଗି ରହିଥିବା ଯୁଦ୍ଧର ଅନ୍ତ ଘଟାଇ ପାରିବେ । ପିଏମ୍‌ ମୋଦି ହିଁ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିପାରିବେ । ଏଭଳି କହି ପୁଣି ଭାରତକୁ ସହାୟତା ମାଗିଛି ଯୁଦ୍ଧରେ ବିଶେଷ ପ୍ରଭାବିତ ହୋଇଥିବା ୟୁକ୍ରେନ । ଗତ ମାସରେ ଜାପାନରେ ଅନୁଷ୍ଠିତ ଜି-୭ ବୈଠକରେ ପିଏମ୍‌ ମୋଦିଙ୍କୁ ଭେଟି ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେଂସ୍କି । ଏହା ପରେ ୟୁକ୍ରେନର ଆଶାର କିରଣ ଅଧିକ ବଢିଯାଇଛି ।

ଏହି କ୍ରମରେ ବୁଧବାର ପୁଣି ଫୋନ ଯୋଗେ କଥା ହୋଇଛନ୍ତି ୟୁକ୍ରେନ ଓ ଭାରତର ଦୁଇ ଅଧିକାରୀ । ଜେଲେଂସ୍କିଙ୍କ ଘନିଷ୍ଠ ସହଯୋଗୀ ଏଣ୍ଡ୍ରି ୟରମକ୍, ଭାରତର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଭଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଶାନ୍ତି ବାର୍ତ୍ତାରେ ମଧ୍ୟସ୍ତତା କରିବାକୁ ଭାରତକୁ ଅପିଲ କରିଛି ୟୁକ୍ରେନ୍ ।

ଅଜିତ ଡୋଭାଲ ଓ ଏଣ୍ଡ୍ରି ୟରମକ୍‌ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ନେଇ ଚର୍ଚ୍ଚା ହୋଇଥିବା ବେଳେ ଜୁଲାଇ ମାସରେ ହେବାକୁ ଥିବା ବିଶ୍ବ ଶାନ୍ତି ଶିଖର ସମ୍ମୀଳନୀକୁ ନେଇ ଆଲୋଚନା ହୋଇଛି । ୟୁକ୍ରେନ ଚାହୁଁଛି କି, ପିଏମ୍‌ ମୋଦି ମଧ୍ୟ ଏହି ବୈଠକରେ ଉପସ୍ଥିତ ରୁହନ୍ତୁ । ରାଷ୍ଟ୍ରପତି ଭୋଲଦିମିର ଜେଲେଂସ୍କି ଶାନ୍ତି ଯୋଜନା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମର୍ଥନ ମାଗିଛନ୍ତି । ମୋଦିଙ୍କ ହସ୍ତକ୍ଷେପ ପରେ ୟୁକ୍ରେନ ଓ ଋଷ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ମେ’ରେ ଗୋଆରେ ହୋଇଥିବା ଜି-୨୦ ବୈଠକରେ ମଧ୍ୟ ଅନେକ ଦେଶର ବିଦେଶ ମନ୍ତ୍ରୀ ଭାଗ ନେଇଥିଲେ । ସେତେବେଳେ ମଧ୍ୟ ଶାନ୍ତି ପ୍ରତିଷ୍ଠା ପାଇଁ ଆଲୋଚନା ହୋଇଥିଲା । ଗତ ବର୍ଷ ମଧ୍ୟ ପିଏମ୍‌ ମୋଦି ଓ ଜେଲେଂସ୍କି ମଧ୍ୟରେ ଫୋନ ଯୋଗେ ଆଲୋଚନା ହୋଇଥିଲା । ସେତେବେଳେ ଭାରତ କହିଥିଲା କି, କୂଟନୀତି ଓ ଆଲୋଚନା ମାଧ୍ୟମରେ ବିବାଦର ଅନ୍ତ ଘଟିପାରିବ ।

Powered by Froala Editor

Tags Ukraine

Related articles Odisha News Lens 4.1

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15592
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15218
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14476
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15668
    Oct 10, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13996
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13797
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13792
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13439
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13334
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13631
    Oct 11, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13792
    Oct 11, 2026
  • ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13334
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14499
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14605
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15612
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14285
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16022
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15795
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15024
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15592
    Oct 11, 2026
  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14476
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13334
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In