ବାରିପଦା ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ
ବାରିପଦା : ଭିଜିଲାନ୍ସ ଜାଲରେ କିରାଣୀ। ମୟୂରଭଞ୍ଜ ଜିଲ୍ଲା ବାରିପଦା ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟର କିରାଣି ରାମଚନ୍ଦ୍ର ସେନଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି। ଭିଜିଲାନ୍ସର ୮ ଟି ଦଳ ପୈତୃକ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି।
Powered by Froala Editor