Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ...

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦୨୫ ସୁଦ୍ଧା ‘ଟିବି’ ବିଲୋପ ପାଇଁ ଭାରତର ଲକ୍ଷ୍ୟ

୨୦୨୫ ସୁଦ୍ଧା ‘ଟିବି’ ବିଲୋପ ପାଇଁ ଭାରତର ଲକ୍ଷ୍ୟ

2023-06-18 10:41:12
14698
Share:
Facebook
Twitter
E-Mail
WhatsApp
Telegram
୨୦୨୫ ସୁଦ୍ଧା ‘ଟିବି’ ବିଲୋପ ପାଇଁ ଭାରତର ଲକ୍ଷ୍ୟ

ନୂଆଦିଲ୍ଲୀ:  ୨୦୨୫ ସୁଦ୍ଧା ‘ଟିବି’ ବିଲୋପ ପାଇଁ ଭାରତ ଲକ୍ଷ୍ୟ ଧାର୍ୟ୍ୟ କରିଛି। ଏହି ‘ଟିବି’ ବିରୋଧୀ ଆନ୍ଦୋଳର ଦାୟିତ୍ବରେ ଅଛନ୍ତି ‘ନି-କ୍ଷୟ ମିତ୍ର’। ଗ୍ରାମାଞ୍ଚଳରେ ହଜାର ହଜାର ଲୋକ ‘ଟିବି’ ରୋଗୀମାନଙ୍କର ଦାୟିତ୍ବ ନେଉଛନ୍ତି। ଏହା ହେଉଛି ଭାରତର ବାସ୍ତବ ସାମର୍ଥ୍ୟ ବୋଲି ଆଜି ୧୦୨ତମ ‘ମନ୍‌ କୀ ବାତ୍‌’ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

ସେ କହିଛନ୍ତି, ଦୀର୍ଘ ବର୍ଷ ଧରି ଭାରତ ବିକଶିତ କରିଥିବା ପ୍ରାକୃତିକ ବିପର୍ୟ୍ୟୟ ପରିଚାଳନା ଆଜି ଦୃଷ୍ଟାନ୍ତ ପାଲଟିଛି। ବାତ୍ୟା ‘ବିପର୍ୟ୍ୟୟ’ କଚ୍‌ ଜିଲ୍ଲାରେ ପ୍ରଳୟ କଲା, କିନ୍ତୁ କଚ୍‌ବାସୀ ଅଦମ୍ୟ ସାହସ ଓ ପ୍ରସ୍ତୁତି ସହ ତା’ର ମୁକାବିଲା କଲେ। ଶୁକ୍ରବାର ଦିନ ପ୍ରବାହିତ ବାତ୍ୟାକୁ ପ୍ରଧାନମନ୍ତ୍ରୀ ମ‌ୋଦୀ କଚ୍‌ରେ ଘଟିଥିବା ଭୂମିକମ୍ପ ସହିତ ତୁଳନା କରି କହିଛନ୍ତି, ଏକଦା ଦୁଇ ଦଶନ୍ଧି ପୂର୍ବେ କଚ୍‌ର ପୁନରୁଦ୍ଧାର ହୋଇପାରିବ ନାହିଁ ବୋଲି କୁହାଯାଉଥିଲା। କିନ୍ତୁ, ଆଜି ସେହି ଜିଲ୍ଲା ଦେଶର ଦ୍ରୁତ ବିକାଶଶୀଳ ଜିଲ୍ଲାଗୁଡ଼କ ମଧ୍ୟରେ ରହିଛି। ମୋର ଦୃଢ଼ ବିଶ୍ବାସ ବାତ୍ୟା ‘ବିପର୍ୟ୍ୟୟ’ ଜନିତ କ୍ଷୟକ୍ଷତିକୁ କଚ୍‌ବାସୀ ତୁରନ୍ତ ସୁଧାରିନେବେ। ଭାରତର ସାମୁହିକ ଶକ୍ତି ସବୁ ସମସ୍ୟାର ସମାଧାନ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ସବୁଠୁ ବଡ଼ ଲକ୍ଷ୍ୟ ହେଉ କି, କଠିନତମ ଆହ୍ବାନ ହେଉ, ଭାରତୀୟଙ୍କ ସାମୁହିକ ଶକ୍ତି , ସାମୁହିକ କ୍ଷମତା, ସମସ୍ତ ଆହ୍ବାନର ସମାଧାନ କରୁଛନ୍ତି।

କ୍ରୀଡ଼ା କ୍ଷେତ୍ରରେ ଭାରତର କୃତିତ୍ବ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଥମକରି ଭାରତ ବିଭିନ୍ନ କ୍ରୀଡ଼ାରେ କୃତ୍ବିତ୍ବ ହାସଲ କରୁଛି। ଆମ କ୍ରୀଡ଼ାବିତ୍‌ମାନଙ୍କ କଠୋର ଅଧ୍ୟବସାୟ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ‘ବସୁଧୈବ କୁଟୁମ୍ବକମ୍‌ ନିମନ୍ତେ ଯୋଗ’ ଚଳିତ ବର୍ଷର ‘ଆନ୍ତର୍ଜାତିକ ଯୋଗ ଦିବସ’ର ଥିମ୍‌ ବୋଲି ପ୍ରଧାନମନ୍ତ୍ରୀ ମ‌ୋଦୀ କହିଛନ୍ତି। ଦେଶରେ ଜାରି ହୋଇଥିବା ଜରୁରୀ ପରିସ୍ଥିତ କଥା ଉଠାଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ହେଉଛି ଗଣତନ୍ତ୍ରର ଜନନୀ। ଆମେ ଆମ ଗଣତାନ୍ତ୍ରିକ ଆଦର୍ଶକୁ ଓ ସମ୍ବିଧାନକୁ ଶ୍ରେଷ୍ଠ ବୋଲି ବିବେଚନା କରନ୍ତି। ତେଣୁ ଆମେ କଦାପି ଜୁନ୍‌ ୨୫ ତାରିଖକୁ ଭୁଲି ପାରିବା ନାହିଁ। ‌ଏହି ଦିନ ଦେଶରେ ଜରୁରୀ ପରସ୍ଥିତି ଜାରି କରାଯାଇଥିଲା।ଏହା ଥିଲା ଭାରତ ଇତିହାସର କଳଙ୍କିତ ସମୟ। କୋଟି କୋଟି ଜନତା ଏହାକୁ ପ୍ରବଳ ବିରୋଧ କରିଥିଲେ। ସେ ସମୟରେ ଗଣତନ୍ତ୍ରର ସମର୍ଥକମାନେ ଯେମିତି ନିର୍ୟାତିତ ହୋଇଥିଲେ ତାହା ମନେପଡ଼ିଲେ ଆଜି ବି କଷ୍ଟଲାଗେ ବୋଲି ସେ କହିଛନ୍ତି।ପରିଚାଳନା କ୍ଷେତ୍ରରେ ଆମେ ଛତ୍ରପତି ଶିବାଜୀଙ୍କୁ ଲକ୍ଷ୍ୟ କରିବା ଉଚିତ। ସାହସିକତା ସହିତ ତାଙ୍କ ଶାସନରୁ ବହୁତ କିଛି ଶିଖିବାକୁ ଅଛି। ତାଙ୍କର ପରିଚାଳନା ଦକ୍ଷତା, ବିଶେଷକରି ଜଳ ଓ ନୌସେନା ପରିଚାଳନା ଭାରତର ଗୌରବ ହୋଇ ରହିଛି।

ଜାପାନର ମିୟାୱାକି କୃଷି ପଦ୍ଧତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଉର୍ବର ମୃତ୍ତିକା ନ ଥିବା ଅଞ୍ଚଳକୁ ସବୁଜସୁନ୍ଦର କରିବା ଲାଗି ‘ମିୟାୱାକି’ ଅତି ଉତ୍ତମ ଉପାୟ। ଧୀରେ ଧୀରେ ଭାରତରେ ମଧ୍ୟ ଏହି ପଦ୍ଧତି ଦେଖାଗଲାଣି। କେରଳର ଶିକ୍ଷକ ରାଫି ରାମନାଥ ଏହି ପଦ୍ଧତିରେ ୧୧୫ ପ୍ରକାରର ଗଛବୃଚ୍ଛ ଥିବା ‘ବିଦ୍ୟାବନମ୍‌’ ନାମରେ କ୍ଷୁଦ୍ର ଅରଣ୍ୟ ସୃଷ୍ଟି କରୁଛନ୍ତି। ଅନେକ ଛାତ୍ରଛାତ୍ରୀ ଓ ଲୋକ‌େ ଏଡି ‘ମିୟାୱାକି’ ଅରଣ୍ୟକୁ ବୁଲି ଯାଉଛନ୍ତି। ଏହି ପଦ୍ଧତି ଅବଲମ୍ବନ କରିବା ଲାଗି ନଗରାଞ୍ଚଳବାସୀଙ୍କୁ ମୁଁ ଅନୁରୋଧ କରୁଛି। 

ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାସିକ ବେତାର କାର୍ୟ୍ୟକ୍ରମ ‘ମନ୍‌ କୀ ବାତ୍‌’ ସାଧାରଣତଃ ପ୍ରତି ମାସର ଶେଷ ରବିବାର ଦିନ ପ୍ରସାରିତ ‌ହୋଇଥାଏ। କିନ୍ତୁ, ଜୁନ୍‌ ୨୧ରୁ ୨୪ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଗସ୍ତରେ ଯାଉଥିବାରୁ ଏମାସର ‘ମନ୍‌ କୀ ବାତ୍‌’ ୩ୟ ରବିବାର ଦିନ ପ୍ରସାରଣ କରାଗଲା।

Powered by Froala Editor

Tags Modi

Related articles Odisha News Lens 4.1

  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14395
    Sep 21, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14590
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13711
    Sep 20, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14611
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13784
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13671
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13628
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14444
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13368
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15262
    Sep 21, 2026
  • ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13671
    Sep 21, 2026
  • ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13368
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17112
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17799
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17775
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18183
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14590
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14429
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14681
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16306
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14830
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15608
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15367
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14657
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14332
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14444
    Sep 21, 2026
  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14395
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15262
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In