Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ ...

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ...

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ...

ଅପରାଧ
Home ›› ଅପରାଧ ››୨୦ଲକ୍ଷ ଟଙ୍କାର କଫସିରପ ଜବତ

୨୦ଲକ୍ଷ ଟଙ୍କାର କଫସିରପ ଜବତ

2021-05-29 07:58:22
16195
Share:
Facebook
Twitter
E-Mail
WhatsApp
Telegram
୨୦ଲକ୍ଷ ଟଙ୍କାର କଫସିରପ ଜବତ

ଦୀର୍ଘଦିନ ପରେ ଜିଲ୍ଲାରେ କଫସିରପ ଜବତ ହୋଇଛି । ପ୍ରାୟ ୨୦ ଲକ୍ଷ ଟଙ୍କାର କଫ ସିରପ ଚୋରା ଚାଲାଣ ବେଳେ ଗତକାଲି ବିଳମ୍ବିତ ରାତିରେ ପୁଲିସ ଚଢାଉ କରି ଜବତ କରିଛି । ବଲାଙ୍ଗିର ତୁରେକେଲା ଉପକଣ୍ଠସ୍ଥ ଏକ ଜଙ୍ଗଲ ନିକଟରୁ ପୁଲିସ ଏହା ଜବତ କରିଛି । ଟ୍ରକରେ କଫ ସିରପ ଚାଲାଣ ବେଳେ କଣ୍ଟାବାଞ୍ଜି ଏବଂ ତୁରେକେଲା ପୁଲିସ କୌଣସି ସୂତ୍ରରୁ ଖବର ପାଇ ତୁରେକେଲା ଉପକଣ୍ଠସ୍ଥ ଏକ ଜଙ୍ଗଲ ନିକଟରୁ ଚଢ।ଉ କରିଥିଲା । ସେଠାରେ ଥିବା କେ ଏ ୫୨ ବି ୧୧୫୫ ନମ୍ବର ଥିବା ଗାଡିକୁ ଯାଞ୍ଚ କରିଥିଲା । ଯାଞ୍ଚ ବେଳେ ୧୪ହଜାର ୪ଶହ ବୋତଲ କଫସିରଫ, କିଛି ନିଶା ଟ୍ୟାବଲେଟ ଜବତ କରିଥିଲା । ତେବେ କଫସିରପରେ ନିଶା ଟ୍ୟାବଲେଟ ମିଶାଇ ନିଶାମାତ୍ରାକୁ ଆହୁରି ବୃଦ୍ଧି କରାଯାଉଥିବା ପୁଲିସ ସନ୍ଦେହ କରୁଛି । 

ଦୀର୍ଘଦିନ ପରେ ଜିଲ୍ଲାରେ ଏତେ ମାତ୍ରାରେ କଫସିରପ ଜବତ ହେବା ପରେ ପୁଣି ନିଶା କାରବାର ସକ୍ରିୟ ହୋଇଥିବା ଅଭିଯୋଗ ହୋଇଛି ।  କଫସିରପ ଚାଲାଣ ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୧୩ହଜାର ୫ଶହ ଟଙ୍କା ଜବତ କରିଛି । 

Powered by Froala Editor

Tags cough syrup

Related articles Odisha News Lens 4.1

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15476
    Nov 05, 2026
  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...
    ଦେଶ-ଦେଶାନ୍ତର

    ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...

    15262
    Nov 04, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    14976
    Nov 06, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ  ଏହି ସ୍ୱତନ୍ତ୍ର ଖାଦ୍ୟ
    ବିଶେଷ

    ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13828
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13600
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ
    ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15066
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15082
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13842
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14523
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15082
    Nov 05, 2026
  • ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14523
    Nov 05, 2026
  • ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    14976
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17254
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17954
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17897
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18317
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13828
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14851
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15831
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15012
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16203
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13883
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13966
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15476
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14003
    Nov 05, 2026
  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ

    15262
    Nov 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In