Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 08, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ମ୍ୟୁଜିକ କମ୍ପୋଜରଙ୍କ ହାତ ଧରିଲେ ଅଶିଶ୍‌

ମ୍ୟୁଜିକ କମ୍ପୋଜରଙ୍କ ହାତ ଧରିଲେ ଅଶିଶ୍‌

2023-06-18 13:38:32
14903
Share:
Facebook
Twitter
E-Mail
WhatsApp
Telegram
ମ୍ୟୁଜିକ କମ୍ପୋଜରଙ୍କ ହାତ ଧରିଲେ ଅଶିଶ୍‌

'ରାତା ଲମ୍ବିୟାଁ, ଦିଲବର, ଆଖ ଲଡ ଜାଭେ' ଭଳି ଲୋକପ୍ର୍ରିୟ ଗୀତ ଗାଇଥିବା ଅଶିଶ କୌର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ।  ମ୍ୟୁଜିକ କମ୍ପୋଜର ଗୋଲ୍ଡୀ ସୋହେଲଙ୍କ ସହିତ ବିବାହ କରିଛନ୍ତି ଅଶିଶ । ଅଶିଶ ପ୍ରେମିକ ଗୋଲ୍ଡୀ ସୋହେଲଙ୍କ ସହିତ ଗୁରୁଦ୍ବାରାରେ ବିବାହ କରିଛନ୍ତି । ବିବାହ ଉତ୍ସବରେ କେବଳ ପରିବାର ଲୋକେ ଏବଂ କିଛି ଅନ୍ତରଙ୍ଗ ବନ୍ଧୁ ସାମିଲ ଥିଲେ । ବିବାହ ପରେ ଦୁହେଁ ଅମୃତସରର ସ୍ବର୍ଣ୍ଣ ମନ୍ଦିରକୁ ଯାଇଥିଲେ । ବିବାହ ବେଳର ଫଟୋ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଦୁହିଁଙ୍କ ବିବାହ ଦେଖି ଫ୍ୟାନ୍ସ ବହୁତ ଖୁସି ହୋଇଯାଇଛନ୍ତି ।

ବିବାହରେ ଅଶିଶ ପିଙ୍କ କଲର ଜରି ୱାର୍କର ସାଲୱାଲ ସୁଟ୍‌ ପିନ୍ଧିଥିଲେ । ସୁଟ୍‌ ସହିତ ଗୋଟା ୱାର୍କର ଦୁପଟା ମ୍ୟାଚ୍‌ କରିଥିଲେ । ଏହାସହିତ ହୀରାର ହାର ପିନ୍ଧିଥିଲେ । ସେହିପରି ଗୋଲ୍ଡୀ ବ୍ଲସ୍‌ ପିଙ୍କ କଲରର ଶେରୱାନୀ ପିନ୍ଧିଥିଲେ । ବ୍ଲସ୍‌ ପିଙ୍କ କଲର ଡ୍ରେସରେ ଦୁଇଜଣ ବହୁତ ସୁନ୍ଦର ଦେଖାଯାଉଥିଲେ ।

Powered by Froala Editor

Tags asish

Related articles Odisha News Lens 4.1

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    13964
    May 08, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ
    ବିଶେଷ

    ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14408
    May 08, 2025
  • ଲସ୍କର ଆତଙ୍କୀ ଅନ୍ତିମ ସଂସ୍କାରରେ ପାକିସ୍ତାନୀ ସେନାର ଯୋଗଦାନ
    ଦେଶ-ଦେଶାନ୍ତର

    ଲସ୍କର ଆତଙ୍କୀ ଅନ୍ତିମ ସଂସ୍କାରରେ ପାକିସ୍ତାନୀ ସେନାର ଯୋଗଦାନ

    14918
    May 08, 2025
  • ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେଲେ ପାକିସ୍ତାନ ସେନା ଅଧିକାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେଲେ ପାକିସ୍ତାନ ସେନା ଅଧିକାରୀ

    14931
    May 07, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14477
    May 08, 2025
  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...

    13619
    May 08, 2025
  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
    ଦେଶ-ଦେଶାନ୍ତର

    ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13466
    May 08, 2025
  • ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ଡୋନାଲ୍ଡ ଟ୍ରମ୍ପ

    13420
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15022
    May 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14408
    May 08, 2025
  • ଦେଶ-ଦେଶାନ୍ତର

    ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ

    14734
    May 08, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    13964
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15425
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14408
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14494
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14607
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15056
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15053
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15285
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲସ୍କର ଆତଙ୍କୀ ଅନ୍ତିମ ସଂସ୍କାରରେ ପାକିସ୍ତାନୀ ସେନାର ଯୋଗଦାନ

    14918
    May 08, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    13964
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15022
    May 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In