Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ...

  • ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ

  • ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ...

  • ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ

  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

ମନୋରଞ୍ଜନ
Home ›› ମନୋରଞ୍ଜନ ››ଦର୍ଶକଙ୍କ ମନ ଛୁଇଁ ପାରିଲାନି ୫୦୦ କୋଟି ବଜେଟର ‘ଆଦିପୁରୁଷ’, ଜାଣିଛନ୍ତି କି ରାମାୟଣର ବଜେଟ୍ କେତେ ଥିଲା?

ଦର୍ଶକଙ୍କ ମନ ଛୁଇଁ ପାରିଲାନି ୫୦୦ କୋଟି ବଜେଟର ‘ଆଦିପୁରୁଷ’, ଜାଣିଛନ୍ତି କି ରାମାୟଣର ବଜେଟ୍ କେତେ ଥିଲା?

2023-06-19 17:57:42
16098
Share:
Facebook
Twitter
E-Mail
WhatsApp
Telegram
ଦର୍ଶକଙ୍କ ମନ ଛୁଇଁ ପାରିଲାନି ୫୦୦ କୋଟି ବଜେଟର ‘ଆଦିପୁରୁଷ’, ଜାଣିଛନ୍ତି କି ରାମାୟଣର ବଜେଟ୍ କେତେ ଥିଲା?

୫୦୦ କୋଟି ବଜେଟର ଫିଲ୍ମ ‘ଆଦିପୁରୁଷ’ ରିଲିଜ ହେବାର ପ୍ରଥମ ଦିନରେ ୧୦୦ କୋଟିରୁ ଅଧିକ ଆୟ କରିଥିଲା । ପ୍ରଭାସଙ୍କ ଫ୍ୟାନମାନେ ବେଶୀ ସଂଖ୍ୟାରେ ଫିଲ୍ମ ପାଇଁ ଟିକେଟ ବୁକ୍ କରିଥିଲେ । ହେଲେ ଧୀରେ ଧୀରେ ଏହି ଫିଲ୍ମକୁ ନେଇ ଅସନ୍ତୋଷ ବଢୁଛି । ,ହାର ସଂଳାପ ଓ ଭିଏଫଏକ୍ସ କୁ ଲୋକେ ତୀବ୍ର ବିରୋଦ କରୁଛନ୍ତି । ଏପରିକି ସମସ୍ତେ ୯୦ ଦଶକରେ ରାମାନନ୍ଦ ସାଗରଙ୍କ ଦ୍ୱାରା ହୋଇଥିବା ରାମାୟଣ ସହ ତୁଳନା କରୁଛନ୍ତି । ସେବେକାର ରାମାୟଣ ଓ ଆଦିପୁରୁଷ ଭିତରେ ଆକାଶ ପାତାଳ ତଫାତ୍ ଅଛି ବୋଲି କହୁଛନ୍ତି ।

ହେଲେ ଆପଣ ଜାଣିଛନ୍ତି କି, ୫୦୦ କୋଟି ଟଙ୍କାରେ ଫିଲ୍ମ ଆଦିପୁରୁଷ ନିର୍ମାଣ ହୋଇଥିବାବେଳେ, ରାୟାୟଣ ସିରିଏଲ୍ କେତେ ଟଙ୍କାରେ ନିର୍ମାଣ କରାଯାଇଥିଲା?

ରିପୋର୍ଟ ମୁତାବକ, ସେତେବେଳେ ଏହି ରାମାୟଣ ସିରିଏଲର ଗୋଟିଏ ଏପିସୋଡ୍ ନିର୍ମାଣ କରିବାକୁ ମୋଟ ୯ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିଲା । ଏହି ସିରିଏଲ ପ୍ରସାରିତ ହେବା ପରେ ଏହା ଗୋଟିଏ ଏପିସୋଡ୍ ପିଛା ୪୦ ଲକ୍ଷ ଟଙ୍କା ରୋଜଗାର କରିଥିଲା । ରାମାୟଣ ସିରିଏଲରେ ସେତେବେଳେ ମୋଟ ୭ କୋଟି ଟଙ୍କା ଖର୍ଚ୍ଚା କରାଯାଇଥିଲା । ଜବାବରେ ଏହା ମୋଟ ୨୩ କୋଟି ଟଙ୍କା ରୋଜଗାର କରିଥିଲା । 

ସୂଚନାଯୋଗ୍ୟ ଯେ, ୧୯୮୭ ମସିହାରେ ଏହି ରାମାୟଣ ସିରିଏଲ୍ ପ୍ରସ୍ତୁତ କରାଯାଇଥିଲା । ଯାହାକି ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ ହେଉଥିଲା । ରାମାୟଣର ପ୍ରତିଟି ଏପିସୋଡ୍ ୩୫ ମିନିଟ୍ ବିଶିଷ୍ଟ ହେଇଥିବାବେଳେ, ଏହାର ମୋଟ ୭୮ଟି ଏପିସୋଡ୍ ପ୍ରସ୍ତୁତ କରାଯାଇଥିଲା ।

ଟିଭି ଦୁନିଆରେ ଅନେକ ସିରିଏଲ୍ ପ୍ରସାରଣ ହେଇଛି, ହେଲେ ରାମାନନ୍ଦ ସାଗରଙ୍କ ରାମାୟଣର ମୁକାବିଲା ଆଜି ପର୍ଯ୍ୟନ୍ତ କେହି ବି କରିପାରିନାହାଁନ୍ତି । ଏହି ରାମାୟଣରେ ଅରୁଣ ଗୋଭିଲ ରାମ ଚରିତ୍ରରେ ନଜର ଆସିଥିବାବେଳେ, ସମସ୍ତେ ତାଙ୍କୁ ଆଜି ବି ଜୀବନ୍ତ ଭଗବାନ ଭାବେ ପୂଜା କରନ୍ତି । 

Powered by Froala Editor

Tags ramayan

Related articles Odisha News Lens 4.1

  • ଅସ୍କାର-୨୦୨୬:
    ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14928
    Mar 17, 2026
  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ
    ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14959
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13360
    Mar 17, 2026
  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15181
    Mar 17, 2026
  • ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ
    ଦେଶ-ଦେଶାନ୍ତର

    ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ

    14257
    Mar 18, 2026
  • ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ
    ଦେଶ-ଦେଶାନ୍ତର

    ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ

    13381
    Mar 18, 2026
  •  ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ
    ବିଶେଷ

    ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    14987
    Mar 18, 2026
  • ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ
    ଦେଶ-ଦେଶାନ୍ତର

    ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

    13976
    Mar 18, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15200
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13360
    Mar 17, 2026
  • ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14928
    Mar 17, 2026
  • ଦେଶ-ଦେଶାନ୍ତର

    ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ

    13381
    Mar 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17376
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17439
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17788
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16256
    Apr 03, 2021

ବିଶେଷ

  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    14987
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14050
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13981
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14252
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    14004
    Mar 12, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15685
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15146
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14996
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14507
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14740
    Mar 17, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    14987
    Mar 18, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15200
    Mar 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In