Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ପବିତ୍ର ରଥଯାତ୍ରା: ଅପେକ୍ଷାରେ ତିନି ରଥ, ଅଗଣିତ ଭକ୍ତ

ପବିତ୍ର ରଥଯାତ୍ରା: ଅପେକ୍ଷାରେ ତିନି ରଥ, ଅଗଣିତ ଭକ୍ତ

2023-06-20 05:10:34
13941
Share:
Facebook
Twitter
E-Mail
WhatsApp
Telegram
ପବିତ୍ର ରଥଯାତ୍ରା: ଅପେକ୍ଷାରେ ତିନି ରଥ, ଅଗଣିତ ଭକ୍ତ

ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ସିଂହଦ୍ୱାର ଆଗରେ ଅପେକ୍ଷା କରିଛନ୍ତି ତିନି ରଥ। ଅପେକ୍ଷା କରିଛନ୍ତି ଅଗଣିତ ଭକ୍ତ। କେତେବେଳେ ଭାଇଭଉଣୀଙ୍କୁ ସାଥୀରେ ନେଇ ବିରାଜିବେ କାଳିଆଠାକୁର। କାରଣ ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇବେ ଶ୍ରୀଜିଉ। ତିନି ରଥରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବେ ତିନି ଠାକୁର। ରଥଯାତ୍ରା ନୀତି ନିର୍ଘଣ୍ଟ ଅନୁସାରେ- ଆଜି ସକାଳ ୬ଟାରେ ମଙ୍ଗଳ ଆଳତି ହୋଇଥିବ। ୭ଟା ୧୦ରେ ସୂର୍ଯ୍ୟ ପୂଜା ହେବା ପରେ ସାଢ଼େ ୭ଟାରେ ଦ୍ୱାରପାଳ ପୂଜା ହେବ। ୮ଟାରୁ ୯ଟା ଭିତରେ ଗୋପାଳ ବଲ୍ଳଭ ବା ଖେଚୁଡ଼ି ଭୋଗ ଲାଗି ହେବ। ସକାଳ ୯ଟାରେ ରଥ ପ୍ରତିଷ୍ଠା ଓ ସାଢ଼େ ୯ଟାରୁ ଆରମ୍ଭ ହେବ ପହଣ୍ଡି। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଛେରାପହଁରା ନୀତି ସଂପନ୍ନ ହେବ। ଠିକ୍ ୪ଟାରେ ରଥ ଟଣା ପାଇଁ ସମୟ ସ୍ଥିର ହୋଇଛି।

ରଥଯାତ୍ରା ନିମନ୍ତେ ପୁରୀରେ ହୋଇଛି ବ୍ୟାପକ ବନ୍ଦୋବସ୍ତ। ୧୮୦ ପ୍ଲାଟୁନ୍ ଫୋର୍ସ ସହିତ ଭାରତୀୟ ତଟରକ୍ଷୀ ବାହିନୀର ହେଲିକପ୍ଟର ଓ ଜାହାଜ ମୁତୟନ ହୋଇଛି। ସିସିଟିଭି ଓ ଡ୍ରୋନ ଦ୍ୱାରା ପୂରା ସହର ଉପରେ ରଖାଯାଇଛି ନଜର। ଅନ୍ୟପକ୍ଷରେ ୧୫ ଦିନର ଅଣସର ପରେ ଗତକାଲି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ହଜାର ହଜାର ଭକ୍ତ। ବିଭିନ୍ନ ପ୍ରାନ୍ତରୁ ଆସି ମହାବାହୁଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ ଭକ୍ତ। ସକାଳେ ବିଭିନ୍ନ ନୀତିକାନ୍ତି ପରେ ତାଟି ଫିଟିଥିଲା। ଏହାପରେ ଅବକାଶ, ଦଶ ଅବତାର ଦିଅଁ ବାହୁଡ଼ା ବିଜେ ହୋଇ ସକାଳ ୭ଟା ୨୦ରୁ ପାରିମାଣିକ ଦର୍ଶନ ଓ ପରେ ପରେ ସକାଳ ୮ଟା ୦୫ରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ। ନବଯୌବନ ବେଶରେ ଚକା ଆଖିକୁ ଦେଖି ଭାବବିହ୍ୱଳ ହୋଇ ପଡ଼ିଥିଲେ ଭକ୍ତ, ଶ୍ରଦ୍ଧାଳୁ ଏବଂ ସେବାୟତ।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13729
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14446
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15255
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15516
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13935
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13804
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14419
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13629
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13540
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14419
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13629
    Sep 28, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13729
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17133
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17821
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18203
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13572
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15675
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15239
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14614
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14852
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13979
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15942
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15623
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15255
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13540
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13729
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In