Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ...

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ପୁଣି ବିବାଦରେ ମନୋଜ, କହିଲେ ହନୁମାନଜୀ ଭଗବାନ ନୁହନ୍ତି

ପୁଣି ବିବାଦରେ ମନୋଜ, କହିଲେ ହନୁମାନଜୀ ଭଗବାନ ନୁହନ୍ତି

2023-06-20 17:03:47
15710
Share:
Facebook
Twitter
E-Mail
WhatsApp
Telegram
ପୁଣି ବିବାଦରେ ମନୋଜ, କହିଲେ ହନୁମାନଜୀ ଭଗବାନ ନୁହନ୍ତି

ଫିଲ୍ମ 'ଆଦିପୁରୁଷ'କୁ ନେଇ ଖୁବ ଚର୍ଚ୍ଚା ହେଉଛି। ଏହି ଚଳଚ୍ଚିତ୍ରରେ 'ରାମାୟଣ'ର ଚରିତ୍ର ସବୁକୁ ଭୁଲ ଭାବେ ଉପସ୍ଥାପନ କରାଯାଇଥିବା ନେଇ ଏବଂ ଫିଲ୍ମର ସଂଳାପକୁ ନେଇ ବିବାଦ ଆରମ୍ଭ ହୋଇଛି। ଏହି ସମୟରେ ସମସ୍ତଙ୍କ ଟାର୍ଗେଟକୁ ଆସିଛନ୍ତି ଫିଲ୍ମର ଲେଖକ ମନୋଜ ମୁନ୍ତାଶିର।

ବିଭିନ୍ନ ଚରିତ୍ର ପାଇଁ ଲେଖିଥିବା ଡାଏଲଗକୁ ନେଇ ବିବାଦ ଚାଲିଥିବା ବେଳେ ମନୋଜଙ୍କ ଆଉ ଏକ ବୟାନ ସାମ୍ନାକୁ ଆସିଛି। ସେ ବଜରଙ୍ଗବାଲୀ ବା ଭଗବାନ ହନୁମାନଙ୍କୁ ଅପମାନିତ କରିଛନ୍ତି। ବଜରଙ୍ଗବାଲୀ ଭଗବାନ ନୁହନ୍ତି ବୋଲି ମନୋଜ କହିବା ପରେ ବିବାଦ ଦେଖାଦେଇଛି।

ଗୋଟିଏ ଗଣମାଧ୍ୟମକୁ ସାକ୍ଷାତକାର ଦେବା ବେଳେ ସେ ଆଦିପୁରୁଷରେ ଲେଖିଥିବା ଡାଏଲଗର ଓକିଲାତି କରିଥିଲେ। ଏହି ସମୟରେ ସେ ବଜରଙ୍ଗବାଲୀ ଭଗବାନ ନୁହନ୍ତି ବୋଲି କହିଛନ୍ତି। ସେ କହିଛନ୍ତି, “ବଜରଙ୍ଗବାଲୀ ଭଗବାନ ନୁହନ୍ତି। ସେ ଜଣେ ଭକ୍ତ। ଆମେ ତାଙ୍କୁ ଭଗବାନ ବନାଇଛୁ। କାରଣ ତାଙ୍କ ଭକ୍ତିରେ ସେମିତି କିଛି ଶକ୍ତି ଥିଲା। ସେ ଭଗବାନ ରାମଙ୍କ ପରମଭକ୍ତ ଥିଲେ।” ବାସ୍‌ ତାଙ୍କର ଏହି ବୟାନର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଅନ୍ୟପକ୍ଷରେ ବିବାଦ ମଧ୍ୟରେ ସୋମବାର ଫିଲ୍ମର ଆୟ କମିଥିବା ଦେଖିବାକୁ ମିଳିଛି। ପ୍ରଥମ ୩ଦିନରେ ଫିଲ୍ମଟି ୫୦କୋଟିରୁ ଅଧିକ ଟଙ୍କା ଆୟ କରିଥିବା ବେଳେ ଚତୁର୍ଥ ଦିନରେ ଅର୍ଥାତ୍ ସୋମବାର ଫିଲ୍ମଟି ମାତ୍ର ୮.୫କୋଟି ଟଙ୍କା ଆୟ କରିଛି।

Powered by Froala Editor

Tags manoj

Related articles Odisha News Lens 4.1

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15676
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15180
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14987
    May 16, 2026
  •  ରବୀନ୍ଦ୍ର ମଣ୍ଡପଠାରେ
    ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14874
    May 17, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14430
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15535
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13622
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14782
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14854
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13717
    May 17, 2026
  • ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14874
    May 17, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14987
    May 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17531
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15180
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14983
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15482
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16062
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16229
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15405
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15144
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15636
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13965
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14874
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13622
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15535
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In