Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ବିଶେଷ
Home ›› ବିଶେଷ ››ମୋବାଇଲର ବହୁଳ ବ୍ୟବହାର, ଉପୁଜିପାରେ ଅନେକ ଶାରୀରିକ ଓ ମାନସିକ ସମସ୍ୟା

ମୋବାଇଲର ବହୁଳ ବ୍ୟବହାର, ଉପୁଜିପାରେ ଅନେକ ଶାରୀରିକ ଓ ମାନସିକ ସମସ୍ୟା

2023-06-21 03:11:19
16098
Share:
Facebook
Twitter
E-Mail
WhatsApp
Telegram
ମୋବାଇଲର ବହୁଳ ବ୍ୟବହାର, ଉପୁଜିପାରେ ଅନେକ ଶାରୀରିକ ଓ ମାନସିକ ସମସ୍ୟା

ମୋବାଇଲ ଆଜିକାଲି ଲୋକଙ୍କର ଏକ ଅବିଚ୍ଛେଦ୍ୟ ଅଂଶବିଶେଷ ଭାବେ ଉଭା ହୋଇଛି । କାହା ସହିତ କଥା ହେବାକୁ ହେଲେ କି ଅଫିସର ମେଲ୍ ଚେକ୍ କରିବାକୁ ହେଲେ କିମ୍ୱା ଅନଲାଇନ୍ ଅର୍ଡର କରିବାକୁ ହେଲେ ଏ ସମସ୍ତ କାର୍ୟ୍ୟ ପାଇଁ ଆମେ ମୋବାଇଲ ଫୋନର ସାହାଯ୍ୟ ଲୋଡ଼ୁ । ଫୋନର ବ୍ୟବହାର କରି ନୂଆ ନୂଆ ଟେକ୍ନୋଲୋଜିର ଅପଡେଟ୍ ରୁହନ୍ତି ଏହା କିନ୍ତୁ, ଏହା ସ୍ୱାସ୍ଥ୍ୟ ଉପରେ ମଧ୍ୟ ଖୁବ୍ ନକାରତ୍ମକ ପ୍ରଭାବ ପକାଇଥାଏ । ଏଥିପାଇଁ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦିଏ । ପୂର୍ବରୁ ଏଭଳି ଅନେକ ରିପୋର୍ଟ ଆପଣ ଦେଖିଥିବେ ଯେଉଁଥିରେ ମୋବାଇଲ ବହୁଳ ବ୍ୟବହାର ଫଳରେ ଅନେକ ଶାରୀରିକ ଓ ମାନସିକ ସମସ୍ୟା ଉପୁଜିଥିବାର କୁହାଯାଇଛି ।

ମୋବାଇଲର ବ୍ୟବହାର ଫଳରେ ଶରୀରରେ ପଡ଼ୁଥିବା ପ୍ରଭାବ ଉପରେ ଡାକ୍ତରଙ୍କ କହିବାନୁସାରେ, ଯେଉଁ ଲୋକ ୩୦ ମିନିଟରୁ ଅଧିକ ମୋବାଇଲ ବ୍ୟବହାର କରୁଛନ୍ତି, ସେମାନଙ୍କୁ ଉଚ୍ଚ ରକ୍ତଚାପର ଆଶଙ୍କା ଅଧିକ ରହିଛି । ମୋବାଇଲ ଫୋନରୁ ନିର୍ଗତ ହେଉଥିବା ରେଡିଓ ଫ୍ରିକୁଏନ୍ସି ଉଚ୍ଚ ରକ୍ତଚାପର ସବୁଠୁ ବଡ଼ କାରଣ । ଡାକ୍ତରଙ୍କ ମତରେ ମୁମ୍ୱାଇରେ ବାସ କରୁଥିବା ଲୋକଙ୍କ ମଧ୍ୟରେ ଏଭଳି ସମସ୍ୟା ଅଧିକାଂଶ ଦେଖାଯାଉଛି । ଖାଦ୍ୟ, ବସ୍ତ୍ର, ବାସଗୃହ ଭଳି ମୌଳିକ ଆବଶ୍ୟକତାରେ ବର୍ତ୍ତମାନ ମୋବଇଲ ମଧ୍ୟ ଏକ ପ୍ରକାରେ ସାମିଲ । ତେବେ ଆସନ୍ତୁ ଜାଣିବା ମୋବାଇଲ ଫୋନର ବ୍ୟବହାରରେ କେଉଁ ପ୍ରକାର ସମସ୍ୟାର ସମ୍ମୁଖୀନ କରିବାକୁ ପଡ଼େ-

ଆଖି ସମସ୍ୟା ଦେଖାଦିଏ:-

ଶରୀର ମଧ୍ୟରୁ ଆଖି ସମ୍ୱେଦନଶୀଳ ଅଙ୍ଗ ମଧ୍ୟରୁ ଗୋଟିଏ । ଲଗାତାର ମୋବାଇଲ ଦେଖିବା ଫଳରେ ଆଖି ଉପରେ ଏହାର କୁପ୍ରଭାବ ପଡ଼ିଥାଏ । ମୋବାଇଲର ନୀଳ ରଙ୍ଗର ସ୍କ୍ରିନ୍ ଆପଣଙ୍କ ଆଖିକୁ ଖୁବ୍ କ୍ଷତି ପହଞ୍ଚାଇପାରେ ।

ହାତରେ ଯନ୍ତ୍ରଣା ଦେଖାଦିଏ:-

କୌଣସି ଜିନିଷର ଆବଶ୍ୟକତାଠାରୁ ଅଧିକ ବ୍ୟବହାର ଖୁବ୍ କ୍ଷତିକାରକ ହୋଇପାରେ । ଯେତେବେଳେ କଥା ଇଲେକଟ୍ରୋନିକ୍ସ ବସ୍ତୁ ଉପରେ ଆସେ ସେତେବେଳେ ସାବଧାନତାର ସହ ଏଗୁଡ଼ିକର ବ୍ୟବହାର କରିବା ଉଚିତ୍ । ଫୋନର ବହୁଳ ବ୍ୟବହାରରେ ହାତ ଝିମଝିମ୍ ହେବା ସହ ହାତରେ ଯନ୍ତ୍ରଣା ଦେଖାଦିଏ ।

ନିଦ୍ରହିନତା:-

ନିଦ ଆମର ଜୀବନଶୈଳୀ ପାଇଁ ଆବଶ୍ୟକ ଏବଂ ଭଲ ନିଦ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ଜରୁରୀ । ବିଳମ୍ୱିତ ରାତି ଯାଏ ମୋବାଇଲ ବ୍ୟବହାର କରୁଥିଲେ ଶୋଇବା ସମୟରେ ହ୍ରାସ ହୋଇଥାଏ । ଫଳରେ ଆପଣଙ୍କୁ ଦିନରେ ଅଳସୁଆ ଲାଗିବା କୌଣସି କାମ କରିବାକୁ ଭଲ ଲାଗିନଥାଏ । ମୋବାଇଲ ବ୍ୟବହାର କେବେ କେବେ ନିଦ ନ ଆସିବାର କାରଣ ସାଜେ । ଏଥିପାଇଁ ଚିନ୍ତା ମଧ୍ୟ ବଢ଼ିଥାଏ ।

Powered by Froala Editor

Tags Mobile

Related articles Odisha News Lens 4.1

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14134
    Jun 15, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14774
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15301
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13388
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14404
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14564
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14698
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14520
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14517
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13388
    Jun 16, 2026
  • ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15301
    Jun 16, 2026
  • ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14517
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17989
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14564
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14271
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15036
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13638
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15521
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14855
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14134
    Jun 15, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15039
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14564
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In