Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ...

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର ...

  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ ...

  • କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ...

  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ...

  • ଟ୍ରମ୍ପ ଓ ନେତାନ୍ୟାହୁଙ୍କ ନାମରେ ମଇଁଷି, ...

  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ...

  • ଶପଥ ନେଲେ କେରଳମ୍‌ର ନୂଆ ମୁଖ୍ୟମନ୍ତ୍ରୀ ...

  • ପ୍ରେମିକାକୁ ଦେଖା କରିବାକୁ ଯାଇଥିଲେ ...

  • ପାଟନା ଇଣ୍ଟରସିଟିରେ ଭୟଙ୍କର ନିଆଁ

ରାଜ୍ୟ
Home ›› ରାଜ୍ୟ ››ଶିଶୁପୁତ୍ରକୁ ଧରି ଟ୍ରେନ ଆଗକୁ ଡେଇଁଲା ମାଆ

ଶିଶୁପୁତ୍ରକୁ ଧରି ଟ୍ରେନ ଆଗକୁ ଡେଇଁଲା ମାଆ

2021-05-29 09:00:48
14604
Share:
Facebook
Twitter
E-Mail
WhatsApp
Telegram
ଶିଶୁପୁତ୍ରକୁ ଧରି ଟ୍ରେନ ଆଗକୁ ଡେଇଁଲା ମାଆ

ଜଳେଶ୍ୱର:  ନିଜ ଜନ୍ମକଲା ଛୁଆକୁ ଧରି ଜଣେ ମାଆ ଆତ୍ମହତ୍ୟା କରିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି ।  ଶିଶୁପୁତ୍ର ସହ ଟ୍ରେନ ଆଗକୁ ଡେଇଁ ଜଣେ ମାଆ ଆତ୍ମହତ୍ୟା କରିଥିବା ଜଣାଯାଇଛି ।  ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳଷ୍ଟେସନ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି । ଏନେଇ ଖବରପାଇବା ପରେ ଜିଆରପି ୩ ବର୍ଷର ଶିଶୁପୁତ୍ର ଓ ମାଆର ମୃତଦେହ ଉଦ୍ଧାର କରି ତନାଘନା ଆରମ୍ଭ କରିଛି ।  ତେବେ ଆତ୍ମହତ୍ୟାର କାରଣ ସମ୍ପର୍କରେ କିଛି ଜଣାପଡ଼ିନଥିବାବେଳେ ମୃତକ ନିକଟସ୍ଥ ଦୁଧହଂସା ଗ୍ରାମର ବୋଲି ଜଣାଯାଇଛି ।

Powered by Froala Editor

Tags Suicide

Related articles Odisha News Lens 4.1

  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !
    ଦେଶ-ଦେଶାନ୍ତର

    ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !

    14765
    May 18, 2026
  • ପ୍ରେମିକାକୁ ଦେଖା କରିବାକୁ ଯାଇଥିଲେ ପ୍ରେମିକ, ଘଟିଲା ଏମିତି...
    ଦେଶ-ଦେଶାନ୍ତର

    ପ୍ରେମିକାକୁ ଦେଖା କରିବାକୁ ଯାଇଥିଲେ ପ୍ରେମିକ, ଘଟିଲା ଏମିତି...

    15426
    May 18, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?
    ବିଶେଷ

    ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13939
    May 18, 2026
  •  ଟ୍ରମ୍ପ ଓ ନେତାନ୍ୟାହୁଙ୍କ ନାମରେ ମଇଁଷି, ସେଲଫି ନେବାକୁ ଲୋକଙ୍କ ଭିଡ
    ଦେଶ-ଦେଶାନ୍ତର

    ଟ୍ରମ୍ପ ଓ ନେତାନ୍ୟାହୁଙ୍କ ନାମରେ ମଇଁଷି, ସେଲଫି ନେବାକୁ ଲୋକଙ୍କ ଭିଡ

    14175
    May 18, 2026
  • କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ଟନ୍‌ ରନ୍ଧନ ଗ୍ୟାସ୍‌ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ଟନ୍‌ ରନ୍ଧନ ଗ୍ୟାସ୍‌ ଏଲପିଜି ଟ୍ୟାଙ୍କର

    15545
    May 18, 2026
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ, ଜଣେ ଗିରଫ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ, ଜଣେ ଗିରଫ

    15230
    May 18, 2026
  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ
    ରାଜନୀତି

    ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14149
    May 18, 2026
  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ଜିଲ୍ଲାରେ ବର୍ଷା
    ଦେଶ-ଦେଶାନ୍ତର

    ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ଜିଲ୍ଲାରେ ବର୍ଷା

    14007
    May 18, 2026
  • ଶପଥ ନେଲେ କେରଳମ୍‌ର ନୂଆ ମୁଖ୍ୟମନ୍ତ୍ରୀ ଭି.ଡି ସତୀଶନ୍
    ଦେଶ-ଦେଶାନ୍ତର

    ଶପଥ ନେଲେ କେରଳମ୍‌ର ନୂଆ ମୁଖ୍ୟମନ୍ତ୍ରୀ ଭି.ଡି ସତୀଶନ୍

    14560
    May 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14149
    May 18, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପ ଓ ନେତାନ୍ୟାହୁଙ୍କ ନାମରେ ମଇଁଷି, ସେଲଫି ନେବାକୁ ଲୋକଙ୍କ ଭିଡ

    14175
    May 18, 2026
  • ଦେଶ-ଦେଶାନ୍ତର

    ପାଟନା ଇଣ୍ଟରସିଟିରେ ଭୟଙ୍କର ନିଆଁ

    14188
    May 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17531
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13939
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15386
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15021
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15520
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16085
    May 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15406
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15146
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15638
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13968
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14149
    May 18, 2026
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ, ଜଣେ ଗିରଫ

    15230
    May 18, 2026
  • ଶପଥ ନେଲେ କେରଳମ୍‌ର ନୂଆ ମୁଖ୍ୟମନ୍ତ୍ରୀ ଭି.ଡି ସତୀଶନ୍

    14560
    May 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In