Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ...

  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ...

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ...

  • ସରେଣ୍ଡର କଲେ ଖାନ୍‌ ସାର

  • ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ବାହାନଗା ରେଳ ଦୁର୍ଘଟଣା: ରେଳ ବୋର୍ଡ ପକ୍ଷରୁ ବଡ଼ ପଦକ୍ଷେପ, ୪ ବରିଷ୍ଠ ଅଧିକାରୀଙ୍କୁ ବଦଳି

ବାହାନଗା ରେଳ ଦୁର୍ଘଟଣା: ରେଳ ବୋର୍ଡ ପକ୍ଷରୁ ବଡ଼ ପଦକ୍ଷେପ, ୪ ବରିଷ୍ଠ ଅଧିକାରୀଙ୍କୁ ବଦଳି

2023-06-23 05:19:50
15557
Share:
Facebook
Twitter
E-Mail
WhatsApp
Telegram
ବାହାନଗା ରେଳ ଦୁର୍ଘଟଣା: ରେଳ ବୋର୍ଡ ପକ୍ଷରୁ ବଡ଼ ପଦକ୍ଷେପ, ୪ ବରିଷ୍ଠ ଅଧିକାରୀଙ୍କୁ ବଦଳି

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାର ୨୧ଦିନ ପରେ ଗୁରୁବାର ରେଳ ବୋର୍ଡ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି । ଦକ୍ଷିଣପୂର୍ବ ରେଳପଥର ବିଭିନ୍ନ ପଦବିରେ କାର୍ୟ୍ୟରତ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ବଦଳି କରାଯାଇଛି । ସେମାନଙ୍କ ମଧ୍ୟରୁ ଖଡ଼ଗପୁର ରେଳ ଡିଭିଜନର ଡିଭିଜନାଲ୍‌ ରେଳ ପ୍ରବନ୍ଧକ(ଡିଆରଏମ୍‌)ଥିବା ମହମ୍ମଦ ସୁଜାତ ହାସମିଙ୍କୁ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ଆଜମେରର ରେଳ ନିଯୁକ୍ତି ବୋର୍ଡରେ ଅଧ୍ୟକ୍ଷ ଥିବା କେ.ଆର୍‌ ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଛି ।

ସେହିପରି ଦକ୍ଷିଣପୂର୍ବ ରେଳପଥର ପ୍ରମୁଖ ମୁଖ୍ୟ ସିଗ୍‌ନାଲ୍‌ ଓ ଟେଲି କମ୍ୟୁନିକେସନ୍‌ ଇଞ୍ଜିନିୟର୍‌ ଥିବା ପି.ଏମ୍‌ ସିକଦାରଙ୍କୁ ଉତ୍ତର କେନ୍ଦ୍ରୀୟ ରେଳପଥ (ଏନ୍‌ସିଆର)କୁ ବଦଳି କରାଯାଇଛି । ତାଙ୍କୁ ଅଫିସର୍‌ ଅନ୍‌ ସ୍ପେଶାଲ୍‌ ଡ୍ୟୁଟି ବା ଓଏସ୍‌ଡି ଭାବେ ବଦଳି କରାଯାଇଛି । ଅନୁରୂପ ଭାବେ ଦକ୍ଷିଣପୂର୍ବ ରେଳପଥର ପ୍ରମୁଖ ମୁଖ୍ୟ ନିରାପତ୍ତା ଅଧିକାରୀ (ପ୍ରିନ୍ସିପାଲ୍‌ ଚିଫ୍‌ ସେଫ୍ଟି ଅଫିସର୍‌) ଚନ୍ଦନ ଅଧିକାରୀଙ୍କୁ ଉତ୍ତର ପୂର୍ବ ସୀମାରେଳ(ଏନଏଫଆର୍‌)କୁ ବଦଳି କରାଯାଇଛି । ଦକ୍ଷିଣପୂର୍ବ ରେଳପଥରେ ପ୍ରମୁଖ ମୁଖ୍ୟ ବାଣିଜ୍ୟ ପ୍ରବନ୍ଧକ (ପିସିସିଏମ୍‌) ଥିବା ଏମ୍‌ଡି ୱଏସ୍‌ଙ୍କୁ ବି ଉତ୍ତର ପୂର୍ବ ସୀମାରେଳକୁ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ସାତ୍ୟକି ନାଥଙ୍କୁ ପିସିସିଏମ (ସିଏଚଓଡି) ଭାବେ ନିଯୁକ୍ତି ଦିଆଯାଇଛି ।ଅପରପକ୍ଷେ ବାହାନଗା ରେଳ ଦୁର୍ଘଟଣା ପରେ ଦକ୍ଷିଣପୂର୍ବ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ (ଏଜିଏମ) ଅତୁଲ୍ୟ ସିହ୍ନାଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ଦୁର୍ଘଟଣାର ସିବିଆଇ ତଦନ୍ତ ଜାରି ରହିଛି ।

Powered by Froala Editor

Tags bahanaga train accident

Related articles Odisha News Lens 4.1

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ
    ରାଜନୀତି

    ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15262
    Jun 06, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13535
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15054
    Jun 05, 2026
  • RBIର  ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ
    ଦେଶ-ଦେଶାନ୍ତର

    RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    14958
    Jun 06, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14841
    Jun 05, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13760
    Jun 05, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15435
    Jun 05, 2026
  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ
    ଖେଳ ଖବର

    ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ

    14517
    Jun 06, 2026
  • ସରେଣ୍ଡର କଲେ ଖାନ୍‌ ସାର
    ଦେଶ-ଦେଶାନ୍ତର

    ସରେଣ୍ଡର କଲେ ଖାନ୍‌ ସାର

    15153
    Jun 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15435
    Jun 05, 2026
  • ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13760
    Jun 05, 2026
  • ଦେଶ-ଦେଶାନ୍ତର

    ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

    14341
    Jun 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16908
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17525
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17574
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17964
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13577
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14850
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14717
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15258
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15326
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15450
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15194
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15680
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14019
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14841
    Jun 05, 2026
  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    14958
    Jun 06, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15054
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In