Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ବାଣିଜ୍ୟ
Home ›› ବାଣିଜ୍ୟ ››ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

2021-05-29 10:17:02
17188
Share:
Facebook
Twitter
E-Mail
WhatsApp
Telegram
ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ପକ୍ଷରୁ ବାତ୍ୟା ୟାସ୍ ଦ୍ୱାରା ପ୍ରଭାବିତ ଓଡ଼ିଶାର ସମସ୍ତ ଜିଲ୍ଲାର ମୋବାଇଲ୍ ନେଟ୍‌ୱର୍କକୁ ସଫଳତାର ସହ ପୁନରୁଦ୍ଧାର କରାଯାଇଛି । ବାତ୍ୟା ଆଗମନର ପୂର୍ବରୁ ଜିଓ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ବାତ୍ୟା ସମୟରେ କିମ୍ବା ପରେ ଜିଓ ନେଟ୍‌ୱର୍କରେ ସର୍ବନିମ୍ନ ପ୍ରଭାବ ଦେଖାଦେଇଛି । ଓଡିଶାବାସୀଙ୍କ ସର୍ବାଧିକ ପସନ୍ଦର ସେବା ପ୍ରଦାନକାରୀ ଭାବେ ଗ୍ରହକଙ୍କ ଭରସାକୁ ଅତୁଟ ରଖି ଜିଓ ପକ୍ଷରୁ ବାତ୍ୟା ପାଇଁ ସ୍ୱତନ୍ତ୍ର ୱାର-ରୁମ୍ ସ୍ଥାପନ କରାଯିବା ସହିତ ସଂପୃକ୍ତ ଜିଲ୍ଲାଗୁଡିକରେ ଆବଶ୍ୟକ ଉପକରଣ, ସ୍ପେୟାର ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ସହିତ ମୂତୟନ କରାଯାଇଥିବା ତ୍ୱରିତ କାର୍ଯ୍ୟାନ୍ୱୟନ ଟିମ୍‌ର ଅଭିଜ୍ଞ ବୈଷୟିକ ମାନବସମ୍ବଳ ଯୁଦ୍ଧକାଳୀନ ଭିତିରେ କାର୍ଯ୍ୟ କରି ୨୪ ଘଂଟା ଭିତରେ ସମସ୍ତ ପ୍ରଭାବିତ ନେଟ୍‌ୱର୍କ ସାଇଟ୍‌ର ପୁନରୁଦ୍ଧାରକୁ ନିଶ୍ଚିତ କରିଛନ୍ତି । ଫଳରେ ଲୋକମାନଙ୍କ ସମେତ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ପାଇଁ ନିରନ୍ତର ଭାବରେ ଯୋଗଯୋଗରେ ରହିପାରିବା ସହିତ ଏବଂ ଉଦ୍ଧାର ଓ ରିଲିଫ୍ ଅଭିଯାନକୁ ତ୍ୱରାନ୍ୱିତ କରାଇବାରେ ଏହା ସହାୟକ ହୋଇଥିଲା ।

ଜିଓ ଟିମ୍ ତରଫରୁ ବ୍ୟାପକ ନିରୀକ୍ଷଣ ଓ କ୍ଷେତ୍ର ସ୍ଥଳରେ ପ୍ରାକ୍ ପ୍ରସ୍ତୁତି ଯୋଗୁଁ ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଜିଓଫାଇବର୍ ନେଟ୍‌ୱର୍କ ଉପରେ କୌଣସି ପ୍ରଭାବ ପଡ଼ିନାହିଁ । ଏହା ଦ୍ୱାରା ବାତ୍ୟା ସମୟରେ ଓ ପରବର୍ତୀ କାଳରେ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ସମସ୍ତ ଗ୍ରାହକମାନଙ୍କ ତଥା ସଂପ୍ରତି ମହାମାରୀ ଯୋଗୁଁ ୱାର୍କ ଫ୍ରମ୍ ହୋମ୍ ଢାଂଚାରେ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ପେସାଦାରମାନଙ୍କ ପାଇଁ ନିରବଚ୍ଛିନ୍ନ ଜିଓଫାଇବର୍ ସେବା ନିଶ୍ଚିତ ହୋଇପାରିଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରିଲାଏନ୍ସ ଫାଉଣ୍ଡେସନ ତରଫରୁ ତଳୁଆ ଅଂଚଳରେ ବାସ କରୁଥିବା ଲୋକମାନଙ୍କୁ ସମ୍ଭାବ୍ୟ ବିପଦପୂର୍ଣ୍ଣ ଅଂଚଳରୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରିବା ନେଇ ସହାୟତା ପ୍ରଦାନ କରାଯିବା ସହିତ ଭଦ୍ରକ, ବାଲେଶ୍ୱର ଓ ଅନ୍ୟ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର୍ରରେ ମାସ୍କ ବଂଟନ କରାଯାଇଥିଲା । ରିଲାଏନ୍ସ ଫାଉଣ୍ଡେସନ ତରଫରୁ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ପୁରୀ ଜିଲ୍ଲାର ହଜାର ହଜାର ଚାଷୀ, ମତ୍ସ୍ୟଜୀବୀ ଓ ଜମିରେ ମତ୍ସ୍ୟଚାଷ କରୁଥିବା ଚାଷୀଙ୍କ ପାଇଁ ଅନେକ ବିବିଧ-ସ୍ଥାନ ଭିତିକ ଅଡିଓ କନଫରେନ୍ସ ଆୟୋଜନ କରାଯାଇଥିଲା ଯେଉଁଥିରେ ଠିଆ ହୋଇଥିବା ଫସଲ ଲାଗି ବିପର୍ଯ୍ୟୟ ପୂର୍ବ ଓ ପରବର୍ତୀ ପରିଚାଳନା, ସାମୁଦ୍ରକୁ ମାଛ ମାରି ଯାଉଥିବା ମତ୍ସ୍ୟଜୀବୀ ଓ ଜଳାଶୟରେ ମତ୍ସ୍ୟଚାଷ କରୁଥିବା ମତ୍ସ୍ୟଜୀବୀଙ୍କ ପାଇଁ ସୁରକ୍ଷା ପଦକ୍ଷେପ ଭଳି ବିଷୟବସ୍ତୁ ସାମିଲ ଥିଲା ।

ସମୁଦ୍ର ମଧ୍ୟକୁ ପ୍ରବେଶ ନକରିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇବା ଏବଂ ଫସଲକୁ ଅମଳ କରିବା ଏବଂ ଅମଳ ଫସଲ ତଥା ପଶୁସମ୍ପଦକୁ ସୁରକ୍ଷିତ ରଖିବା ଲାଗି ଚାଷୀମାନଙ୍କୁ ସତର୍କ କରାଇବା ଲାଗି ରିଲାଏନ୍ସ ଫାଉଣ୍ଡେସନ ତରଫରୁ ମାର୍ଗଦର୍ଶିକା ବାର୍ତ୍ତା ପ୍ରସାର କରାଯାଇଥିଲା । ରିଲାଏନ୍ସ ଫାଉଣ୍ଡେସନ ଦ୍ୱାରା ବିପର୍ଯ୍ୟୟ ପରିଚାଳନା ନେଇ ପ୍ରଶିକ୍ଷଣ ହାସଲ କରିଥିବା ଯୁବ ସ୍ୱେଚ୍ଛାସେବୀମାନେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ପରିଦର୍ଶନ କରି ମାସ୍କ ବଂଟନ କରିବା ସହିତ ବାତ୍ୟା ଆଶ୍ରୟ ସ୍ଥଳରେ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତ୍ୱ ପାଳନ କରିବା ଲାଗି ମୋଟରସାଇକଲରେ ସଚେତନତା ଅଭିଯାନ ଆୟୋଜନ କରିଥିଲେ ।

Powered by Froala Editor

Tags reliance jio , jio news ,

Related articles Odisha News Lens 4.1

  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15455
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14767
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14285
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14625
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14802
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13728
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13792
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13805
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13887
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14802
    Oct 16, 2026
  • ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13728
    Oct 16, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13805
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17185
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17879
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18250
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14767
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14622
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14728
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15730
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14404
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14285
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13980
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14767
    Oct 16, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14625
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13792
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In