Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

2021-05-29 10:17:02
17109
Share:
Facebook
Twitter
E-Mail
WhatsApp
Telegram
ରିଲାଏନ୍ସ ଜିଓ ପକ୍ଷରୁ ୨୪ ଘଂଟା ଭିତରେ ଓଡ଼ିଶାର ସମସ୍ତ ବାତ୍ୟା ପ୍ରଭାବିତ ଜିଲ୍ଲାରେ ଟେଲିକମ୍ ନେଟ୍‌ୱର୍କର ପୁନରୁଦ୍ଧାର

ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ପକ୍ଷରୁ ବାତ୍ୟା ୟାସ୍ ଦ୍ୱାରା ପ୍ରଭାବିତ ଓଡ଼ିଶାର ସମସ୍ତ ଜିଲ୍ଲାର ମୋବାଇଲ୍ ନେଟ୍‌ୱର୍କକୁ ସଫଳତାର ସହ ପୁନରୁଦ୍ଧାର କରାଯାଇଛି । ବାତ୍ୟା ଆଗମନର ପୂର୍ବରୁ ଜିଓ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ବାତ୍ୟା ସମୟରେ କିମ୍ବା ପରେ ଜିଓ ନେଟ୍‌ୱର୍କରେ ସର୍ବନିମ୍ନ ପ୍ରଭାବ ଦେଖାଦେଇଛି । ଓଡିଶାବାସୀଙ୍କ ସର୍ବାଧିକ ପସନ୍ଦର ସେବା ପ୍ରଦାନକାରୀ ଭାବେ ଗ୍ରହକଙ୍କ ଭରସାକୁ ଅତୁଟ ରଖି ଜିଓ ପକ୍ଷରୁ ବାତ୍ୟା ପାଇଁ ସ୍ୱତନ୍ତ୍ର ୱାର-ରୁମ୍ ସ୍ଥାପନ କରାଯିବା ସହିତ ସଂପୃକ୍ତ ଜିଲ୍ଲାଗୁଡିକରେ ଆବଶ୍ୟକ ଉପକରଣ, ସ୍ପେୟାର ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ସହିତ ମୂତୟନ କରାଯାଇଥିବା ତ୍ୱରିତ କାର୍ଯ୍ୟାନ୍ୱୟନ ଟିମ୍‌ର ଅଭିଜ୍ଞ ବୈଷୟିକ ମାନବସମ୍ବଳ ଯୁଦ୍ଧକାଳୀନ ଭିତିରେ କାର୍ଯ୍ୟ କରି ୨୪ ଘଂଟା ଭିତରେ ସମସ୍ତ ପ୍ରଭାବିତ ନେଟ୍‌ୱର୍କ ସାଇଟ୍‌ର ପୁନରୁଦ୍ଧାରକୁ ନିଶ୍ଚିତ କରିଛନ୍ତି । ଫଳରେ ଲୋକମାନଙ୍କ ସମେତ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ପାଇଁ ନିରନ୍ତର ଭାବରେ ଯୋଗଯୋଗରେ ରହିପାରିବା ସହିତ ଏବଂ ଉଦ୍ଧାର ଓ ରିଲିଫ୍ ଅଭିଯାନକୁ ତ୍ୱରାନ୍ୱିତ କରାଇବାରେ ଏହା ସହାୟକ ହୋଇଥିଲା ।

ଜିଓ ଟିମ୍ ତରଫରୁ ବ୍ୟାପକ ନିରୀକ୍ଷଣ ଓ କ୍ଷେତ୍ର ସ୍ଥଳରେ ପ୍ରାକ୍ ପ୍ରସ୍ତୁତି ଯୋଗୁଁ ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଜିଓଫାଇବର୍ ନେଟ୍‌ୱର୍କ ଉପରେ କୌଣସି ପ୍ରଭାବ ପଡ଼ିନାହିଁ । ଏହା ଦ୍ୱାରା ବାତ୍ୟା ସମୟରେ ଓ ପରବର୍ତୀ କାଳରେ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ସମସ୍ତ ଗ୍ରାହକମାନଙ୍କ ତଥା ସଂପ୍ରତି ମହାମାରୀ ଯୋଗୁଁ ୱାର୍କ ଫ୍ରମ୍ ହୋମ୍ ଢାଂଚାରେ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ପେସାଦାରମାନଙ୍କ ପାଇଁ ନିରବଚ୍ଛିନ୍ନ ଜିଓଫାଇବର୍ ସେବା ନିଶ୍ଚିତ ହୋଇପାରିଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରିଲାଏନ୍ସ ଫାଉଣ୍ଡେସନ ତରଫରୁ ତଳୁଆ ଅଂଚଳରେ ବାସ କରୁଥିବା ଲୋକମାନଙ୍କୁ ସମ୍ଭାବ୍ୟ ବିପଦପୂର୍ଣ୍ଣ ଅଂଚଳରୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରିବା ନେଇ ସହାୟତା ପ୍ରଦାନ କରାଯିବା ସହିତ ଭଦ୍ରକ, ବାଲେଶ୍ୱର ଓ ଅନ୍ୟ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର୍ରରେ ମାସ୍କ ବଂଟନ କରାଯାଇଥିଲା । ରିଲାଏନ୍ସ ଫାଉଣ୍ଡେସନ ତରଫରୁ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ପୁରୀ ଜିଲ୍ଲାର ହଜାର ହଜାର ଚାଷୀ, ମତ୍ସ୍ୟଜୀବୀ ଓ ଜମିରେ ମତ୍ସ୍ୟଚାଷ କରୁଥିବା ଚାଷୀଙ୍କ ପାଇଁ ଅନେକ ବିବିଧ-ସ୍ଥାନ ଭିତିକ ଅଡିଓ କନଫରେନ୍ସ ଆୟୋଜନ କରାଯାଇଥିଲା ଯେଉଁଥିରେ ଠିଆ ହୋଇଥିବା ଫସଲ ଲାଗି ବିପର୍ଯ୍ୟୟ ପୂର୍ବ ଓ ପରବର୍ତୀ ପରିଚାଳନା, ସାମୁଦ୍ରକୁ ମାଛ ମାରି ଯାଉଥିବା ମତ୍ସ୍ୟଜୀବୀ ଓ ଜଳାଶୟରେ ମତ୍ସ୍ୟଚାଷ କରୁଥିବା ମତ୍ସ୍ୟଜୀବୀଙ୍କ ପାଇଁ ସୁରକ୍ଷା ପଦକ୍ଷେପ ଭଳି ବିଷୟବସ୍ତୁ ସାମିଲ ଥିଲା ।

ସମୁଦ୍ର ମଧ୍ୟକୁ ପ୍ରବେଶ ନକରିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇବା ଏବଂ ଫସଲକୁ ଅମଳ କରିବା ଏବଂ ଅମଳ ଫସଲ ତଥା ପଶୁସମ୍ପଦକୁ ସୁରକ୍ଷିତ ରଖିବା ଲାଗି ଚାଷୀମାନଙ୍କୁ ସତର୍କ କରାଇବା ଲାଗି ରିଲାଏନ୍ସ ଫାଉଣ୍ଡେସନ ତରଫରୁ ମାର୍ଗଦର୍ଶିକା ବାର୍ତ୍ତା ପ୍ରସାର କରାଯାଇଥିଲା । ରିଲାଏନ୍ସ ଫାଉଣ୍ଡେସନ ଦ୍ୱାରା ବିପର୍ଯ୍ୟୟ ପରିଚାଳନା ନେଇ ପ୍ରଶିକ୍ଷଣ ହାସଲ କରିଥିବା ଯୁବ ସ୍ୱେଚ୍ଛାସେବୀମାନେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ପରିଦର୍ଶନ କରି ମାସ୍କ ବଂଟନ କରିବା ସହିତ ବାତ୍ୟା ଆଶ୍ରୟ ସ୍ଥଳରେ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତ୍ୱ ପାଳନ କରିବା ଲାଗି ମୋଟରସାଇକଲରେ ସଚେତନତା ଅଭିଯାନ ଆୟୋଜନ କରିଥିଲେ ।

Powered by Froala Editor

Tags reliance jio , jio news ,

Related articles Odisha News Lens 4.1

  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14050
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14453
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15159
    Mar 19, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14442
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13827
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15210
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14992
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15151
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13397
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15210
    Mar 20, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14992
    Mar 20, 2026
  • ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14050
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16263
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14442
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15159
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15255
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14135
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14032
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14256
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15690
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14992
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15159
    Mar 19, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14442
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In