Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

ରାଜ୍ୟ
Home ›› ରାଜ୍ୟ ››ଏସ୍‌ଟିଏଫ୍‌ର ଚଢ଼ାଉ, ଜଣେ ଗିରଫ

ଏସ୍‌ଟିଏଫ୍‌ର ଚଢ଼ାଉ, ଜଣେ ଗିରଫ

2023-06-25 08:03:30
14286
Share:
Facebook
Twitter
E-Mail
WhatsApp
Telegram
ଏସ୍‌ଟିଏଫ୍‌ର ଚଢ଼ାଉ, ଜଣେ ଗିରଫ

କୋକସରା: ଛତିଶଗଡ଼ ଏସଟିଏଫ ଟିମ୍‌ ଓ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ବିଭାଗ ଓ ପୋଲିସ ପକ୍ଷରୁ କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଖଲିଗଡ଼ ଗ୍ରାମରେ ମିଳିତ ଚଢ଼ାଉ। ଚଢ଼ାଉ ବେଳେ ୬ ଦେଶୀ ବନ୍ଧୁକ ଓ ଶିକାର ହୋଇଥିବା ବନ୍ୟଜନ୍ତୁଙ୍କ ବିପୁଳ ପରିମାଣର ଅବଶେଷ ଉଦ୍ଧାର କରାଯାଇଛି। ଏଥି ସହିତ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଅନ୍ୟ ମାନେ ଫେରାର ଥିବା ସୂଚନା ମିଳିଛି।

ଗତ କିଛିଦିନ ତଳେ ଜୟପାଟଣା ଥାନା ଅନ୍ତର୍ଗତ ମଙ୍ଗଳପୁର ଗାଁରେ ବେଆଇନ ଭାବେ ବନ୍ଧୁକ ତିଆରି କରି ସୀମାନ୍ତ ରାଜ୍ୟ ଛତିଶଗଡ଼କୁ ଚାଲାଣ ହେଉଥିବା ଖବର ମିଳିଥିଲା। ଶନିବାର ସନ୍ଧ୍ୟାରେ ଛତିଶଗଡ଼ ଏସଟିଏଫ ଟିମ୍ ପକ୍ଷରୁ ମଙ୍ଗଳପୁର ଗ୍ରାମରେରେ ଚଢ଼ାଉ କରାଯାଇଥିବା ବେଳେ ପୁଣି ଏହାର ଲିଙ୍କ ଖଲିଗଡ଼ ଗ୍ରାମରେ ଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରାଯାଇଛି। ଜଣେ ଅଭିଯୁକ୍ତକୁ ଧର୍ମଗଡ ରେଞ୍ଜ ଅଫିସରେ ଅଟକ ରଖି ପଚରାଉଚରା ସହ ତଦନ୍ତ ଜାରି ରହିଛି। ଚଢ଼ାଉରେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡର ଅଧିକାରୀ,ଛତିଶଗଡ଼ ଏସଟିଏଫ ଟିମ , ଆମପାଣି ଥାନା ପୋଲିସ ସାମିଲ ହୋଇଥିଲେ।

Powered by Froala Editor

Tags Still raid

Related articles Odisha News Lens 4.1

  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14325
    Jun 15, 2025
  • ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14322
    Jun 15, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15324
    Jun 15, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15889
    Jun 13, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    13847
    Jun 15, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14730
    Jun 13, 2025
  • କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ
    ଦେଶ-ଦେଶାନ୍ତର

    କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ

    15207
    Jun 15, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14260
    Jun 15, 2025
  • ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ
    ଦେଶ-ଦେଶାନ୍ତର

    ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ

    14931
    Jun 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14322
    Jun 15, 2025
  • ଦେଶ-ଦେଶାନ୍ତର

    ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ

    14931
    Jun 15, 2025
  • ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15324
    Jun 15, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15491
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14477
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14525
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15636
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15166
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14232
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14481
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15115
    Jun 14, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14260
    Jun 15, 2025
  • କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ

    15207
    Jun 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In