Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ...

  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ...

  • ଶସ୍ତା ହେଲା ଏଲପିଜି ସିଲିଣ୍ଡର

  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ...

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ...

  • ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ...

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ...

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦୁଇ ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା:୧୨ ବଗି ଲାଇନଚ୍ୟୁତ

ଦୁଇ ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା:୧୨ ବଗି ଲାଇନଚ୍ୟୁତ

2023-06-25 09:33:48
14801
Share:
Facebook
Twitter
E-Mail
WhatsApp
Telegram
ଦୁଇ ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା:୧୨ ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ:   ଆଜି ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଦୁର୍ଘଟଣାଗ୍ରସ୍ତ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରୁ ଗୋଟିଏ ଅନ୍ୟଟିକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଦୁଇଟି ଯାକ ଟ୍ରେନ କ୍ଷତିଗ୍ରସ୍ତ ହେବାର ସହ ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଓଣ୍ଡା ଷ୍ଟେସନରେ ଦୁର୍ଘଟଣା ଘଟିଥିବାରୁ ରେଳ ସେବା ପ୍ରଭାବିତ ହୋଇଛି।ଦୁର୍ଘଟଣାରେ କିଛି ବଡ଼ ଅଘଟଣ ଘଟିନି। କିନ୍ତୁ ଗୋଟିଏ ମାଲବାହୀ ଟ୍ରେନର ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ପ୍ଲାଟଫର୍ମ ଓ ସିଗ୍ନାଲ ରୁମ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସାମ୍ନାକୁ ଆସିଥିବା ଫଟୋ ଓ ଭିଡିଓରେ ଦେଖିବାକୁ ମିଳିଛି ଯେ ଦୁର୍ଘଟଣା ପରେ ଗୋଟିଏ ମାଲବାହୀ ଟ୍ରେନ ଅନ୍ୟଟି ଉପରେ ଚଢ଼ି ଯାଇଛି। ସେହିପରି ୧୨ଟି ବଗି ଲାଇନଚ୍ୟୁତ ହୋଇ ତଳେ ପଡ଼ି ରହିଛି। ସ୍ଥାନୀୟ ଲୋକ ଓ ରେଳ ବିଭାଗ ଉଦ୍ଧାର କାର୍ୟ୍ୟରେ ଲାଗିଛନ୍ତି। ରେଳବାଇ ପକ୍ଷରୁ କୁହାଯାଇଛି ଯେ ଦୁର୍ଘଟଣାଗ୍ରସ୍ତ ଦୁଇଟି ଯାକ ମାଲବାହୀ ଟ୍ରେନ ଖାଲି ରହିଥିଲା। କ’ଣ ପାଇଁ ଦୁଇ ଟ୍ରେନ ମଧ୍ୟରେ ଧକ୍କା ହେଲା, ତା’ର କାରଣ ଜଣାପଡ଼ିନି। ଘଟଣା ପରେ ଅଦ୍ରା ଡିଭିଜନରେ ଟ୍ରେନ ସେବା ପ୍ରଭାବିତ ହୋଇଛି।

Powered by Froala Editor

Tags Train derailed

Related articles Odisha News Lens 4.1

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14871
    Jun 30, 2025
  •  ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି
    ଦେଶ-ଦେଶାନ୍ତର

    ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

    13545
    Jul 01, 2025
  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ
    ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13710
    Jun 30, 2025
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    13671
    Jul 01, 2025
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ
    ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15143
    Jul 01, 2025
  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ
    ଦେଶ-ଦେଶାନ୍ତର

    ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ

    15182
    Jul 01, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ
    ମନୋରଞ୍ଜନ

    ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14731
    Jul 01, 2025
  • ଶସ୍ତା ହେଲା ଏଲପିଜି ସିଲିଣ୍ଡର
    ଦେଶ-ଦେଶାନ୍ତର

    ଶସ୍ତା ହେଲା ଏଲପିଜି ସିଲିଣ୍ଡର

    14328
    Jul 01, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି
    ବାଣିଜ୍ୟ

    ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    15510
    Jul 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15688
    Jun 30, 2025
  • ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15143
    Jul 01, 2025
  • ଦେଶ-ଦେଶାନ୍ତର

    ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

    13545
    Jul 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16599
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16717
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17030
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15520
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15104
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15488
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15676
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15569
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15991
    Jun 28, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14028
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15563
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15541
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15010
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶସ୍ତା ହେଲା ଏଲପିଜି ସିଲିଣ୍ଡର

    14328
    Jul 01, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14731
    Jul 01, 2025
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15143
    Jul 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In