Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

Home ›› ››ମର୍ମନ୍ତୁଦ ଦୁର୍ଘଟଣା:୧୨ ମୃତ

ମର୍ମନ୍ତୁଦ ଦୁର୍ଘଟଣା:୧୨ ମୃତ

2023-06-26 05:24:49
14907
Share:
Facebook
Twitter
E-Mail
WhatsApp
Telegram
ମର୍ମନ୍ତୁଦ ଦୁର୍ଘଟଣା:୧୨ ମୃତ

ବ୍ରହ୍ମପୁର: ଦୁଇ ବସ୍ ମୁହାଁମୁହିଁ ଧକ୍କା। ବ୍ରହ୍ମପୁର ଠାରୁ ୨୬ କିଲୋମିଟର ଦୂର ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ରବିବାର ମଧ୍ୟରାତ୍ରରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପ୍ରାୟ ୧୨ ଜଣ ପ୍ରାଣ ହରାଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।
ରବିବାର ରାତିରେ ବ୍ରହ୍ମପୁରର ବ୍ରହ୍ମାନଗରରେ ହେଉଥିବା ବାହାଘର ଉତ୍ସବରେ ଯୋଗଦେବା ପାଇଁ ପାଟପୁର ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରୁ କନ୍ୟାଯାତ୍ରୀ ଦଳ ଆସିଥିଲେ । ବାହାଘର ସ୍ଥାନରେ କନ୍ୟାକୁ ଛାଡ଼ିବା ପରେ ଭୋଜି ଖାଇ ଏକ ମିନି ବସ୍‌ (ଓଆର୍‌ ୧୦ଏ ୬୮୭୫) ରେ ପ୍ରାୟ ୩୦ କନ୍ୟା ଯାତ୍ରୀ ନିଜ ଗ୍ରାମକୁ ଫେରୁଥିଲେ । ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଖେମୁଣ୍ଡି କଲେଜ ଛକ ପାର ହୋଇ ମଳାଭଞ୍ଜା ନିକଟରେ ମିନିବସ୍‌ଟି ପହଞ୍ଚିଥିଲା । ଆଉ ମାତ୍ର ୪ କିଲୋମିଟର ଯାଇଥିଲେ ସେମାନେ ତାଙ୍କ ଗାଁରେ ପହଞ୍ଚିଯାଇଥାନ୍ତେ । ଏହି ସମୟରେ ବିପରୀତ ଦିଗରୁ ଗୁଡ଼ାରିରୁ ବ୍ରହ୍ମପୁର ଆସୁଥିବା ଓଏସ୍‌ଆର୍‌ଟିସିର ଏକ ବସ୍‌ (ଓଡି୦୨ବିୱାଇ-୧୯୩୮)ଦ୍ରୁତଗତିରେ ମିନିବସ୍‌କୁ ଧକ୍କା ଦେଇଥିଲା । ମୁହାଁମୁହିଁ ଧକ୍କା ଯୋଗୁ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଦୁଇଟି ଯାକ ବସ୍‌ର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇ ଚାପି ହୋଇଯାଇଥିଲା । ମଧ୍ୟରାତ୍ରର ଅନ୍ଧାରରେ ସେମାନଙ୍କୁ ଉଦ୍ଧାର କରିବା କଷ୍ଟକର ହୋଇଥିଲା । ସ୍ଥାନୀୟ ଲୋକେ ପୁଲିସ୍‌ ଓ ଦିଗପହଣ୍ଡି ଅଗ୍ନିଶମ ବିଭାଗର ଆଗ୍ନିକମାନେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ତ୍ୱରିତ ଉଦ୍ଧାର କାର୍ୟ୍ୟ ଚଳାଇଥିଲେ । କେତେକ ମୃତାହତଙ୍କୁ ଦିଗପହଣ୍ଡି ଡ଼ାକ୍ତରଖାନାରେ ରଖାଯାଇଥିବା ବେଳେ ଅନ୍ୟମାନଙ୍କୁ ବ୍ରହ୍ମପୁରର ଏମ୍‌କେସିଜି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ମୃତାହତଙ୍କ ମଧ୍ୟରେ କେତେକ ମହିଳା ଓ ଛୋଟପିଲା ମଧ୍ୟ ଅଛନ୍ତି । ଚିହ୍ନଟ ହୋଇଥିବା ମୃତକଙ୍କ ମଧ୍ୟରେ ଶିବାନୀ ପ୍ରଧାନ, ତାଙ୍କର ବର୍ଷକର ପୁଅ ରୂପାଲି, ସୁଜ୍ଞାନୀ, ସଂଗୀତା ଡ଼ାକୁଆ, ସଂଜୟ ପ୍ରଧାନ, ସୀତାରାମ ପ୍ରଧାନ, ରମେଶ ପ୍ରଧାନ, ତିରୁପତି ପ୍ରଧାନ ଥିବା ଜଣାପଡ଼ିଛି ।

Powered by Froala Editor

Tags Accident

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14732
    Jul 02, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14846
    Jul 01, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15140
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14195
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15635
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15296
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14532
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14428
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15211
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14846
    Jul 01, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14532
    Jul 03, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14195
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16961
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14532
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14509
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14276
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15896
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15769
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15485
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15140
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15635
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15211
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In