Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ‘ଏକାମ୍ର’ ଭୂମିପୂଜନ

ଆଜିଠୁ ‘ଏକାମ୍ର’ ଭୂମିପୂଜନ

2023-06-26 07:51:37
14197
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ‘ଏକାମ୍ର’ ଭୂମିପୂଜନ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଓ ପରମ୍ପରା ପୁନରୁଦ୍ଧାର ତଥା ସଂରକ୍ଷଣ ନିମନ୍ତେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏକାମ୍ର ପ୍ରକଳ୍ପ (ଏକାମ୍ର କ୍ଷେତ୍ର ଆମିନିଟିଜ୍‌‌ ଆଣ୍ଡ ମନୁମେଣ୍ଟ ରିଭାଇଭାଲ୍‌‌ ଆକ୍ସନ୍‌‌) କାର୍ୟ୍ୟକ୍ଷମ ହେବାକୁ ଯାଉଛି। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାରମ୍ପରିକ ଯଜ୍ଞ ନୀତିରେ ଏକାମ୍ର ପ୍ରକଳ୍ପର ଶୁଭାରମ୍ଭ କରାଯିବ। ଏହି ପ୍ରକଳ୍ପର ତିନିଦିନିଆ ଭୂମିପୂଜନ ଉତ୍ସବ ଆସନ୍ତାକାଲିଠାରୁ ଆରମ୍ଭ ହୋଇ ୨୮ ତାରିଖ ପର୍ୟ୍ୟନ୍ତ ଚାଲୁ ରହିବାକୁ ଥିବା ବେଳେ ୨୮ ତାରିଖର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏହି ମହୋତ୍ସବ ପାଇଁ ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ, ମୁକ୍ତେଶ୍ୱର ମନ୍ଦିର, ବିନ୍ଦୁସାଗର ପୁଷ୍କରିଣୀ ଓ ଅନ୍ୟାନ୍ୟ ଛୋଟ ଛୋଟ ମନ୍ଦିରଗୁଡ଼ିକୁ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି।
ଜୁନ୍‌‌ ୨୭ ଓ ୨୮ ତାରିଖ ସନ୍ଧ୍ୟା ୫.୩୦ରୁ ରାତି ୧୦ଟା ପର୍ୟ୍ୟନ୍ତ ଭଜନ କାର୍ୟ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ହରିହରନ୍‌‌, ଅନନ୍ତ ସୁବ୍ରମଣି, ଅଭିଲିପ୍‌‌ସା ପଣ୍ଡା, ଅନନ୍ୟା ନନ୍ଦ, ନୀଳାଦ୍ରି କୁମାର ଏବଂ ଅନ୍ୟ ସୁନାମଧନ୍ୟ କଳାକାରମାନଙ୍କ ମନଛୁଆଁ ସଙ୍ଗୀତ ପରିବେଷଣ କରିବେ। ଅନ୍ୟପକ୍ଷରେ ଏହି ମହୋତ୍ସବ ନିମନ୍ତେ ପ୍ରଶାସନ ପକ୍ଷରୁ କାର୍ୟ୍ୟସୂଚୀ ପ୍ରକାଶ ପାଇଛି। ୨୬ ତାରିଖରୁ ଭୂମିପୂଜନର ଅଙ୍କୁରୋପଣ ଆରମ୍ଭ କରାଯିବ। ଏହା ପରେ ଆସନ୍ତା ୨୭ ତାରିଖରେ ପ୍ରାତଃ କଳସ, ଗୁରୁ ପୂଜନ, ଦୀପ ସ୍ଥାପନ, ପଞ୍ଚକର୍ମ, ସୂର୍ୟ୍ୟପୂଜା ଓ ଗୋ ପୂଜା ଇତ୍ୟାଦି କରାଯାଇ ଅଗ୍ନି ସ୍ଥାପନ ଓ ଯଜ୍ଞ କର୍ମ ଇତ୍ୟାଦି କରାଯିବ।
ସେହିଭଳି ୨୮ ତାରିଖରେ ଶିଳାନ୍ୟାସ ହୋଇ ଶିଳାପ୍ରସ୍ତର ସ୍ଥାପନ ହେବା ସହ ଯଜ୍ଞର ପୂର୍ଣ୍ଣାହୂତି ହେବ। ପ୍ରକଳ୍ପର ପ୍ରଥମ ପର୍ୟ୍ୟାୟରେ କାର୍ୟ୍ୟ ମଧ୍ୟରେ ଏକାମ୍ର ନଗରୀର ପ୍ରମୁଖ ପ୍ରତ୍ନତାତ୍ତ୍ୱିକ ଐତିହ୍ୟର ପୁନରୁଦ୍ଧାର କାର୍ୟ୍ୟ ସାମିଲ ରହିଛି। ଏହା ସହ ଯାନବାହନ ଚଳାଚଳକୁ ସୁଗମ କରିବା ନିମନ୍ତେ ୧୨ରୁ ୧୮ ମିଟର ଚଉଡ଼ା ରାସ୍ତା, ପଥଚାରୀଙ୍କ ପାଇଁ ୪ରୁ ୧୦ ମିଟର ଚଉଡ଼ାର ଚଲାପଥ ଏବଂ ପାର୍କିଂ ବ୍ୟବସ୍ଥା କରାଯିବ। ଏଥି ସହ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ଆନ୍ତଃସଂଯୋଗ କରୁଥିବା ମୁକ୍ତସ୍ଥାନ, ୩୦୦ ବର୍ଗମିଟରର ଦର୍ଶନ ସୁବିଧା, ଜରୁରିକାଳୀନ ସେବା ନିମନ୍ତେ ୧୬୦୦ ବର୍ଗମିଟରର ସୂଚନା ଓ ନିୟନ୍ତ୍ରଣ କେନ୍ଦ୍ର, ବିନ୍ଦୁସାଗର ଚତୁଃପାର୍ଶ୍ବରେ ଉତ୍ସର୍ଗୀକୃତ ଚଲାପଥ ନିର୍ମାଣ କରାଯିବ।

Powered by Froala Editor

Tags Ekamra

Related articles Odisha News Lens 4.1

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13763
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14109
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15254
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14890
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14997
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15342
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15500
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14473
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13566
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13763
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13643
    Sep 03, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13566
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17737
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13380
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14473
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14780
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14734
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14072
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13566
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14109
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14997
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14514
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14997
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13763
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13566
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In