Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀବିଗ୍ରହଙ୍କ ସୁନାବେଶ, ଜନସମୁଦ୍ର ବଡ଼ଦାଣ୍ଡ

ଶ୍ରୀବିଗ୍ରହଙ୍କ ସୁନାବେଶ, ଜନସମୁଦ୍ର ବଡ଼ଦାଣ୍ଡ

2023-06-29 05:55:49
15719
Share:
Facebook
Twitter
E-Mail
WhatsApp
Telegram
ଶ୍ରୀବିଗ୍ରହଙ୍କ ସୁନାବେଶ, ଜନସମୁଦ୍ର ବଡ଼ଦାଣ୍ଡ

ପୁରୀ: ଗୁରୁବାର ରଥାରୂଢ଼ ଶ୍ରୀବିଗ୍ରହଙ୍କ ସୁନାବେଶ । ଜନସମୁଦ୍ର ପାଲଟିବ ବଡ଼ଦାଣ୍ଡ ।ଶ୍ରୀଜିଉଙ୍କ ବଡ଼ ତଡ଼ାଉ ବା ସୁନାବେଶ ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରୁ ଭକ୍ତମାନେ ରଥାରୂଢ଼ ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରିବେ । ୫ଟାରେ ସୁନାବେଶ ଆରମ୍ଭ ହୋଇ ସାଢେ ୬ଟା ସୁଦ୍ଧା ସରିବ । ଶ୍ରୀବିଗ୍ରହଙ୍କର ଏହି ଦୁର୍ଲଭ ବେଶ ଜନସାଧାରଣ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଦଇତାପତି ସେବକମାନେ ଏନେଇ ଯତ୍ନବାନ ହେବାକୁ ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ କୁହାଯାଇଛି । ଶ୍ରୀଜିଉଙ୍କ ସମ୍ମୁଖରେ କୌଣସି ବ୍ୟକ୍ତି ଯେପରି ଦଣ୍ଡାୟମାନ ହୋଇ ଦର୍ଶନ ଅବରୋଧ ନକରନ୍ତି ଧ୍ୟାନ ଦେବାକୁ କୁହାଯାଇଛି । ବେଶରେ ଥାଇ ଠାକୁରଙ୍କ ସନ୍ଧ୍ୟା ଧୂପ ଅନୁଷ୍ଠିତ ହେବ । ମହାଦୀପ ବନ୍ଦାପନା ୯ଟା୧୫ ମନିଟ୍‌ରେ । ରାତ୍ର ୧୦ଟାରୁ ୧୧ଟା ମଧ୍ୟରେ ସୁନା ବେଶ ଓଲାଗି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିନିର୍ଘଣ୍ଟ ଧାର୍ୟ୍ୟ ହୋଇଛି ।

ଶ୍ରୀବଳଭଦ୍ରଙ୍କୁ ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣୀ, କୁଣ୍ଡଳ, ଚନ୍ଦ୍ର, ସୂର୍ୟ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ହଳ ଓ ମୂଷଳ(ଆୟୁଧ), ବାହାଡ଼ା ମାଳି, ବାଘନଖି ମାଳି, ସେବତୀ ମାଳି, ତ୍ରିଖଣ୍ଟିକା କମରପଟି ଲାଗି କରାଯିବ । ଦେବୀ ସୁଭଦ୍ରା କିରୀଟ, ଓଡ଼ିଆଣୀ, କାନ, ଚନ୍ଦ୍ର ସୂର୍ୟ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ତଗଡ଼ି ୨ଟି(ଆୟୁଧ), ସେବତୀ ମାଳି ଆଦି ଅଳଙ୍କାର ଲାଗି ହେବେ । ସେହିଭଳି ଶ୍ରୀଜଗନ୍ନାଥ କିରୀଟ, ଶ୍ରୀଭୁଜ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ୟ୍ୟ, କାନ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ(ଆୟୁଧ), ହରିଡ଼ା କଦମ୍ବମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା ଓ କମରପଟି ଆଦି ରତ୍ନଅଳଙ୍କାର ଲାଗି ହୁଅନ୍ତି ।

ଶ୍ରୀମନ୍ଦିର ରତ୍ନସିଂହାସନରେ କାର୍ତ୍ତିକ ପୂର୍ଣ୍ଣିମା, ପୌଷପୂର୍ଣ୍ଣିମା, ଦୋଳପୂର୍ଣ୍ଣିମା ଓ ଦଶହରା(ବିଜୟା ଦଶମୀ)ରେ ଠାକୁରଙ୍କ ସୁନାବେଶ ହୁଏ । ଅଣହିନ୍ଦୁଙ୍କୁ ବଡ଼ଦେଉଳ ପ୍ରବେଶ ମନା । ଏଣୁ ରଥ ଉପରେ ଠାକୁରଙ୍କୁ ସୁନାବେଶରେ ଦର୍ଶନ କରି ଦର୍ଶନାର୍ଥୀ ଅସରନ୍ତି ଆନନ୍ଦ ପାଏ । କରୋନା ମହାମାରୀ ପାଇଁ ଦୁଇ ବର୍ଷ ହେଲା ସ୍ୱଚକ୍ଷୁରେ ସୁନାବେଶ ଦର୍ଶନରୁ ଭକ୍ତ ବଞ୍ଚିତ ହୋଇଥିଲେ । ବାଧ୍ୟ ହୋଇ ଶ୍ରଦ୍ଧାଳୁମାନେ ଟିଭି ପରଦାରେ ଠାକୁରଙ୍କ ସୁନାବେଶ ଦେଖିଥିଲେ । ଏଣୁ ଚଳିତବର୍ଷ ସୁନାବେଶରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ରଥାରୂଢ ଠାକୁରଙ୍କୁ ସୁନାବେଶରେ ଦେଖି ଧନ୍ୟ ହେବେ ଭକ୍ତ ।

Powered by Froala Editor

Tags Suna besa

Related articles Odisha News Lens 4.1

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15309
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13884
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13722
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13888
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14087
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15758
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13532
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15685
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13425
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13888
    Oct 11, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13884
    Oct 11, 2026
  • ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14572
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17172
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18237
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14510
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14615
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15621
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14295
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16031
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15797
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15027
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15758
    Oct 10, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13884
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14087
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In