Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

Home ›› ››ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ନୂଆ ମୁଖ୍ୟ ଅଧ୍ୟକ୍ଷ ଅଳକା ଅରୋରା ମିଶ୍ର

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ନୂଆ ମୁଖ୍ୟ ଅଧ୍ୟକ୍ଷ ଅଳକା ଅରୋରା ମିଶ୍ର

2023-06-30 05:04:44
15034
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ନୂଆ ମୁଖ୍ୟ ଅଧ୍ୟକ୍ଷ ଅଳକା ଅରୋରା ମିଶ୍ର

ଭୁବନେଶ୍ୱର:  ଦୀର୍ଘ ୭ବର୍ଷ ପରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚୀ  ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ଦକ୍ଷତା ବିକାଶ ପ୍ରାଧିକରଣର ନୂଆ ଅଧ୍ୟକ୍ଷ ଭାବେ ଅଳକା ଅରୋରା ମିଶ୍ର ନିଯୁକ୍ତି ପାଇଛନ୍ତି । ଶ୍ରୀ ବାଗଚୀ ଟ୍ୱିଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ବାଗଚୀ ପଦ ଛାଡ଼ିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କୁ ପ୍ରଶଂସା କରିଛନ୍ତି । ଶ୍ରୀ ବାଗଚୀ ନିଜର ୭୫୦ ବେଡ୍ ବିଶିଷ୍ଟ କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରରେ ଫୁଲଟାଇମ୍ ଦେବା ନିମନ୍ତେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।
ସୂଚନା ଅନୁସାରେ, ୨୦୧୬ ମସିହାରେ ଶ୍ରୀ ବାଗଚୀଙ୍କୁ ରାଜ୍ୟ ସରକାର ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଶ୍ରୀ ବାଗଚୀ ରାଜ୍ୟ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସୁବିଧାସୁଯୋଗ ସହ ଦୀର୍ଘ ୭ବର୍ଷ ଧରି ଅଧ୍ୟକ୍ଷ ଭାବେ କାର୍ୟ୍ୟ କରୁଥିଲେ । ସେ ଏହି ପଦରୁ  ଇସ୍ତଫା ଦେଇଥିବାବେଳେ ତାଙ୍କ ସ୍ଥାନରେ ରାଜ୍ୟ ସରକାର ପୂର୍ବତନ ଆଇଆରପିଏସ୍ ଅଫିସର ଅଳକା ଅରୋରା ମିଶ୍ରଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଶ୍ରୀମତୀ ମିଶ୍ର ଏବେ ୱାଲର୍ଡ ସ୍କିଲ ସେଂଟରର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ କାର୍ୟ୍ୟ କରୁଛନ୍ତି । ରାଜ୍ୟ ସରକାର ତାଙ୍କୁ ଗତ ୨୦୨୨ ଅକ୍ଟୋବର ମାସରେ ଏହି ନିଯୁକ୍ତି ଦେଇଥିଲେ ।
ଶ୍ରୀମତୀ ମିଶ୍ର ହେଉଛନ୍ତି ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ,କେମିକାଲ ଓ ବିର୍ଲା କାର୍ବନର ନିର୍ଦ୍ଦେଶକ ସନ୍ତୃପ୍ତ ମିଶ୍ରଙ୍କ ପତ୍ନୀ । ରାଜ୍ୟ ସରକାର ଶ୍ରୀ ମିଶ୍ରଙ୍କୁ ଏକାମ୍ର ଐତିହ୍ୟ ପ୍ରକଳ୍ପର ପରାମର୍ଶଦାତା ଭାବେ ମଧ୍ୟ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ସରକାରର ଜଣେ ପାୱାରଫୁଲ୍ ପ୍ରଶାସକଙ୍କ ସମ୍ପର୍କୀୟ ଭାବେ ପରିଚିତ ଏହି ମିଶ୍ର ଦମ୍ପତିଙ୍କର ରାଜ୍ୟ ପ୍ରଶାସନରେ ବେଶ୍ ପ୍ରଭାବ ରହିଛି ।

Powered by Froala Editor

Tags Alaka mishra

Related articles Odisha News Lens 4.1

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14378
    Mar 23, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14154
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15453
    Mar 22, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14969
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14314
    Mar 23, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14447
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13895
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14280
    Mar 22, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14275
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15453
    Mar 22, 2026
  • ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13895
    Mar 23, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14275
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14378
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13583
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15028
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15578
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15488
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14891
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15407
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13585
    Mar 23, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15453
    Mar 22, 2026
  • ସୁନା୬,୭୦୦ ଟଙ୍କା କମିଲା

    14969
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In