Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ...

  • ବିଜେପି ସରକାର ଆସିବା ପରେ ବାଂଲାଦେଶ ...

  • ଶକ୍ତିଶାଳୀ ଭୂକମ୍ପ: ୬.୧ ...

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ...

  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ...

  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

ରାଜ୍ୟ
Home ›› ରାଜ୍ୟ ››ଉପରମୁଣ୍ଡରେ ପ୍ରବଳ ବର୍ଷା: ବୃଦ୍ଧି ପାଉଛି ହୀରାକୁଦରେ ଜଳସ୍ତର

ଉପରମୁଣ୍ଡରେ ପ୍ରବଳ ବର୍ଷା: ବୃଦ୍ଧି ପାଉଛି ହୀରାକୁଦରେ ଜଳସ୍ତର

2023-06-30 10:53:16
15036
Share:
Facebook
Twitter
E-Mail
WhatsApp
Telegram
ଉପରମୁଣ୍ଡରେ ପ୍ରବଳ ବର୍ଷା: ବୃଦ୍ଧି ପାଉଛି ହୀରାକୁଦରେ  ଜଳସ୍ତର

ଭୁବନେଶ୍ୱର:   ଛତିଶଗଡ ଖୋଲିଦେଲା କଲମା ବ୍ୟାରେଜ । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ୍ ଖୋଲିଦେଲା ଛତିଶଗଡ । ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସମସ୍ତ ଗେଟ୍ ଖୋଲାଯାଇଛି । ଯାହାଫଳରେ ହୀରାକୁଦରେ ବର୍ଷା ପାଣି ପଶିବା ଆରମ୍ଭ ହୋଇଛି । କଲମା ଗେଟ୍ ଖୋଲିବା ଫଳରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି ।
ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୦୩.୬୭ ଫୁଟ୍ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ୭୯ ହଜାର ୨୬୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ନିଷ୍କାସିତ ହେଉଛି ୨୯ ହଜାର ୭୭୨ କ୍ୟୁସେକ ଜଳ । ହୀରାକୁଦ ଜଳଭଣ୍ଡାରର ମୋଟ ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଛି । ଉପରମୁଣ୍ଡରେ ଯଦି ଏଭଳି ଲଗାତାର ବର୍ଷା ହୁଏ ତେବେ ଖୁବଶୀଘ୍ର ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛାଡିବ ହୀରାକୁଦ ।

Powered by Froala Editor

Tags Hirakud

Related articles Odisha News Lens 4.1

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ
    ବିଶେଷ

    ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    14949
    Jun 09, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15492
    Jun 09, 2026
  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...
    ଦେଶ-ଦେଶାନ୍ତର

    ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...

    13552
    Jun 09, 2026
  • ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...
    ଦେଶ-ଦେଶାନ୍ତର

    ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...

    13758
    Jun 09, 2026
  • ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା

    15108
    Jun 09, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13892
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15548
    Jun 08, 2026
  •  ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...

    15139
    Jun 08, 2026
  •   ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ
    ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    14077
    Jun 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13892
    Jun 08, 2026
  • ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15548
    Jun 08, 2026
  • ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15492
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16914
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17531
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17580
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17970
    Sep 06, 2023

ବିଶେଷ

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    14949
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14107
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14002
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14928
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14793
    Jun 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15457
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15200
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15685
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14025
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା

    15108
    Jun 09, 2026
  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ଦେଲେ ଟ୍ରମ୍ପ

    13552
    Jun 09, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15548
    Jun 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In