Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

Home ›› ››ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନିଳାଦ୍ରୀବିଜେ

ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନିଳାଦ୍ରୀବିଜେ

2023-07-01 06:24:08
14450
Share:
Facebook
Twitter
E-Mail
WhatsApp
Telegram
ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନିଳାଦ୍ରୀବିଜେ

ପୁରୀ :  ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନିଳାଦ୍ରୀବିଜେ। ୧୨ ଦିନର ମାନବୀୟ ଲୀଳାଖେଳା ଶେଷ ପରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିରକୁ ବିଜେ କରିବେ।ରଥାରୂଢ଼ ଠାକୁରେ ଗୋଟି ପହଣ୍ଡିରେ ରତ୍ନସିଂହାସନକୁ ଫେରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ କାଳିଆ ଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ଏପଟେ  ସକାଳୁ ରଥଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।
ଶୁକ୍ରବାର ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ସରିଛି। ମହାପ୍ରଭୁଙ୍କୁ ପଣା ସମର୍ପଣ ହେବା ପରେ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡିଚାମୁଣ୍ଡାଙ୍କ ଉଦେଶ୍ୟରେ ପଣାହାଣ୍ଡିକୁ ଭଙ୍ଗା ଯାଇଥିଲା । ତିନି ରଥରେ ୩ ହାଣ୍ଡି ଲେଖାଏଁ ୯ ହାଣ୍ଡି ପଣା ପୂଜା ହେବାପରେ ରଥ ଉପରେ ଅଧରପଣା ନୀତି ସମ୍ପନ୍ନ ହୋଇଥିଲା । ରଥାରୁଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଦେଖିବା ପାଇଁ ପୁରୀରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ।

Powered by Froala Editor

Tags Niladri bije

Related articles Odisha News Lens 4.1

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15466
    Mar 22, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14460
    Mar 23, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14167
    Mar 22, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13598
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14293
    Mar 22, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14288
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14981
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14327
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13908
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14293
    Mar 22, 2026
  • ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13908
    Mar 23, 2026
  • ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14460
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14391
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13596
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15030
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15579
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15489
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14903
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15419
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14460
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା

    14981
    Mar 23, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13598
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In