Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

Home ›› ››ରାଜ୍ୟରେ ପୁଣି ୯୫୪୧ ପଜିଟିଭ

ରାଜ୍ୟରେ ପୁଣି ୯୫୪୧ ପଜିଟିଭ

2021-05-30 07:04:07
15584
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ପୁଣି ୯୫୪୧ ପଜିଟିଭ


ଭୁବନେଶ୍ୱର:ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୯୫୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୪୩ ପଜିଟିଭ ଆକ୍ରାନ୍ତ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୯୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୮୪ଜଣ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୩୪୨ ଜଣ, କଟକରୁ ୭୧୬ ଜଣ, ମୟୂରଭଞ୍ଜର ୬୯୫ ଜଣ, ସୁନ୍ଦରଗଡ଼ରୁ ୫୯୫ ଜଣ, ଅନୁଗୁଳରୁ ୫୬୨ ଜଣ, ପୁରୀରୁ ୫୨୮ ଜଣ, ଯାଜପୁରରୁ ୪୮୯ ଜଣ, ଭଦ୍ରକରୁ ୪୬୪ ଜଣ, କଳାହାଣ୍ଡିରୁ ୩୧୫ ଜଣ, ବାଲେଶ୍ବରରୁ ୩୦୨ ଜଣ, ଜଗତସିଂହପୁରରୁ ୨୯୯ ଜଣ,ବାରଗଡ଼ରୁ ୨୮୪ ଜଣ, ନବରଙ୍ଗପୁରରୁ ୨୫୪ ଜଣ, ସୋନପୁରରୁ ୨୪୫ ଜଣ, ନୟାଗଡ଼ରୁ ୨୩୦ ଜଣ, ସମ୍ବଲପୁରରୁ ୨୨୯ ଜଣ,କୋରାପୁଟରୁ ୨୧୫ ଜଣ,ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାରୁ ୧୭୭ ଜଣ ଲେଖାଏଁ, ରାୟଗଡ଼ାରୁ ୧୬୪ ଜଣ, ଗଞ୍ଜାମରୁ ୧୫୦ ଜଣ, ଝାରସୁଗୁଡ଼ାରୁ ୧୪୦ ଜଣ, ମଲକାନଗିରିରୁ ୧୨୩ ଜଣ,ଢ଼େଙ୍କାନାଳରୁ ୧୧୭ ଜଣ, କେନ୍ଦ୍ରାପଡ଼ାରୁ ୧୧୪ ଜଣ, କନ୍ଧମାଳରୁ ୧୦୭ ଜଣ,ବଲାଙ୍ଗୀରୁ ୧୦୧ ଜଣ, ଗଜପତିରୁ ୬୯ ଜଣ, ଦେବଗଡ଼ରୁ ୬୧ ଜଣ, ନୂଆପଡ଼ାରୁ ୫୦ ଜଣ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୫୬ ହଜାର ୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୫ ହଜାର ୨୨୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୫୮ ହଜାର ୬୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୬୮୬ ଜଣଙ୍କର ମୃତ୍ୟୁ ହୋଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14889
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13768
    May 05, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14187
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15209
    May 06, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14980
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15143
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13595
    May 06, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14151
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14062
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14062
    May 05, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15209
    May 06, 2026
  • ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14151
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14889
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15088
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13879
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14101
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14291
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15378
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13928
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14062
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14889
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13768
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In