Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››ନବୀନଙ୍କୁ ପ୍ରଶଂସା କଲା ଜାତିସଂଘ

ନବୀନଙ୍କୁ ପ୍ରଶଂସା କଲା ଜାତିସଂଘ

2021-05-30 07:06:11
15206
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କୁ ପ୍ରଶଂସା କଲା ଜାତିସଂଘ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲା ଜାତିସଂଘ । ବିପର୍ୟ୍ୟୟ ପରିଚାଳନାରେ ଓଡିଶାର କାର୍ୟ୍ୟକୁ ପ୍ରଶଂସା କଲା ଜାତିସଂଘ । ଏହାସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ୟ୍ୟକୁ ମଧ୍ୟ ପ୍ରଶଂସା କରିଛି ଜାତିସଂଘ । ସାରା ବିଶ୍ୱ ପାଇଁ ଓଡିଶା ଏକ ରୋଲ ମଡେଲ୍‌ ବୋଲି ମଧ୍ୟ କହିଛନ୍ତି ଜାତିସଂଘ । ପ୍ରାକୃତିକ ବିପର୍ୟ୍ୟୟ ସମୟରେ ଲକ୍ଷାଧିକ ଲୋକଙ୍କ ଜୀବନ ବଞ୍ଚାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରାଯାଇଛି । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଉଥିବା ସମୟରେ ଜାତିସଙ୍ଘର ଜଣେ ଅଧିକାରୀ ନବୀନଙ୍କୁ ପ୍ରଶଂସା କରିଛନ୍ତି।

ଜାତିସଙ୍ଘର UNDRR  ମୁଖ୍ୟ ମାମି ମିଜୁଟୋରୀ ନବୀନଙ୍କୁ ପ୍ରଶଂସା କରି କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ନବୀନ ଦୃଢ ରାଜନୈତିକ ଇଚ୍ଛାଶକ୍ତି ପ୍ରକଟ କରିଛନ୍ତି। ବିପର୍ୟ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ। ପ୍ରାକୃତିକ ବିପର୍ୟ୍ୟୟ ସମୟରେ ବିପଦକୁ ବୁଝିବା ସହ ତାହାର ସାମ୍ନା କରିବାକୁ କିଭଳି ଦୃଢ ପଦକ୍ଷେପ ଗ୍ରହଣ କରାଯିବ, ପ୍ରାକ୍ ପ୍ରସ୍ତୁତି ଉପରେ କିଭଳି ଅଧିକ ଗୁରୁତ୍ବ ଦିଆଯିବ ସେ ଦିଗରେ ଓଡିଶା ଉଦାହରଣ ସୃଷ୍ଟି କରିଛି । ୧୯୯୯ ମସିହାରେ ହୋଇଥିବା ମହାବାତ୍ୟାରେ ଓଡ଼ିଶାରେ ୧୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ଏଭଳି ଘଟଣା ଓଡ଼ିଶାରେ ଆଉ ପୁନରାବୃତ୍ତି ହୋଇନାହିଁ।

ତେବେ ଜାତିସଙ୍ଘ ଏହା ପୂର୍ବରୁ ମଧ୍ୟ ଓଡ଼ିଶାକୁ ପ୍ରଶଂସା କରି ସାରିଛି। ୨୦୧୩ରେ ହୋଇଥିବା ଫାଇଲିନ ବାତ୍ୟା ସମୟରେ ଓଡ଼ିଶାର ବିପର୍ୟ୍ୟୟ ପରିଚାଳନାକୁ ମଧ୍ୟ ଜାତିସଙ୍ଘ ପ୍ରଶଂସା କରିଥିଲା। ତେବେ ବାତ୍ୟା ୟାସ୍ ସମୟରେ ଓଡ଼ିଶାର ୭ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13552
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13945
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15242
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13628
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14966
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14370
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14055
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15680
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15528
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15242
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13552
    Oct 15, 2026
  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13945
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14589
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14693
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15699
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14373
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16107
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13771
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13945
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15680
    Oct 14, 2026
  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15528
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In