Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ...

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡିଂର ମୁଖ୍ୟମନ୍ତ୍ରୀ କଲେ ଶିଳାନ୍ୟାସ

ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡିଂର ମୁଖ୍ୟମନ୍ତ୍ରୀ କଲେ ଶିଳାନ୍ୟାସ

2023-07-04 05:33:11
14944
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡିଂର ମୁଖ୍ୟମନ୍ତ୍ରୀ କଲେ ଶିଳାନ୍ୟାସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ  ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ  ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି l   ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ l ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ  ପାଇଁ  ବିଶେଷ ସୁବିଧା  ଉପଲବ୍ଧ ନଥିଲା l 

      ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ .ଟି  ଓ  ଆଇ .ଟି . ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି  l ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ .ଟି . ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି . ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି  l
ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ l
ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ , ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ , ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ l
ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା , ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି l
ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ 10 ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ 14 ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି l ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l
     5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର , ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି l ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ  ସ୍ରୁଷ୍ଟି  କରିଛି l

     ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ l
     ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ

5T ସଚିବ  ଶ୍ରୀ ଭି  କେ  ପାଣ୍ଡିଆନ୍   ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ , ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର  ଆୟାର , ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା , ଜିଲ୍ଲାପାଳ ଖୋର୍ଦ୍ଧା ଶ୍ରୀ କେ . ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ  ମିଶ୍ର  ପ୍ରମୁଖ  ଉପସ୍ଥିତ  ଥିଲେ  .
ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେ
 ଏହି  କାର୍ଯ୍ୟକ୍ରମରେ   ସମବାୟ  ମନ୍ତ୍ରୀ  ଶ୍ରୀ ଅତନୁ ସବ୍ୟସାଚୀ  ନାୟକ ,ବିଧାୟକ  ଶ୍ରୀ ଅନନ୍ତ ଜେନା ,ରାଜ୍ଯ  ପଣ୍ୟାଗାର ନିଗମ ର ଅଧ୍ୟକ୍ଷ  ପ୍ରମୂଖ  ଉପସ୍ଥିତ  ଥିଲେ

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14088
    Dec 02, 2025
  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ
    ଦେଶ-ଦେଶାନ୍ତର

    କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14057
    Nov 30, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14244
    Dec 02, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14548
    Dec 02, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13703
    Nov 30, 2025
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା
    ମନୋରଞ୍ଜନ

    ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14646
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15056
    Nov 30, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର
    ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15895
    Nov 30, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13896
    Dec 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13896
    Dec 02, 2025
  • ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15895
    Nov 30, 2025
  • ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14548
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17312
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15784
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14897
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15805
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14756
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14304
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14049
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14867
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14746
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14336
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13983
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14057
    Nov 30, 2025
  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14897
    Dec 02, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13896
    Dec 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In