Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

Home ›› ››ଆଦିବାସୀ ଯୁବକଙ୍କ ଉପରେ କରିଥିଲେ ପରିସ୍ରା, ଗିରଫ ହେଲେ ବିଜେପି କର୍ମୀ

ଆଦିବାସୀ ଯୁବକଙ୍କ ଉପରେ କରିଥିଲେ ପରିସ୍ରା, ଗିରଫ ହେଲେ ବିଜେପି କର୍ମୀ

2023-07-05 08:27:43
14803
Share:
Facebook
Twitter
E-Mail
WhatsApp
Telegram
ଆଦିବାସୀ ଯୁବକଙ୍କ ଉପରେ କରିଥିଲେ ପରିସ୍ରା, ଗିରଫ ହେଲେ ବିଜେପି କର୍ମୀ

ଭୋପାଳ: ଆଦିବାସୀ ଯୁବକଙ୍କ ଉପରେ ପରିସ୍ରା କରିଥିବା ଅଭିଯୁକ୍ତଙ୍କ ବିରୋଧରେ ନିଆଯାଇଛି କଡା କାର୍ୟ୍ୟାନୁଷ୍ଠାନ । ଅଭିଯୁକ୍ତ ବିଜେପି କର୍ମୀଙ୍କୁ ଗିରଫ କରାଯାଇଛି । ଏହା ସହ ତାଙ୍କ ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଇବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରା । ଅଭିଯୁକ୍ତ ବିରୋଧରେ ଆଇପିସିର ଧାରା ୨୯୪, ୫୦୪ ଓ ଏସ୍‌ସି/ଏସ୍‌ଟି ଆକ୍ଟରେ ମାମଲା ରୁଜୁ ହୋଇଛି । ତା ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ଵାନ । ଏପରିକି ନ୍ୟାସନାଲ୍‌ ସିକ୍ୟୁରିଟି ଆକ୍ଟ-  ଲଗାଯାଇ କଡ଼ା କାର୍ୟ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଗିରଫ ଭୟରେ ଅଭିଯୁକ୍ତ ପ୍ରବେଶ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଚାଲି ଯାଉଥିଲେ । ଶେଷରେ ରାତି ୨ଟା ବେଳେ ସେ ଧରା ପଡ଼ିଥିବା କଥା ପୁଲିସ ସୂତ୍ରରୁ ପ୍ରକାଶ ।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ସିଧି ଜିଲ୍ଲାରେ ଜଣେ ବିଜେପି କର୍ମୀ ମଦ ନିଶାରେ ଜଣେ ମାନସିକ ଭିନ୍ନକ୍ଷମ ଆଦିବାସୀ ଯୁବକଙ୍କ ଉପରେ ପରିସ୍ରା କରିବାର ଭିଡିଓ ଭାଇରାଲ ହୋଇଥିଲା । ବିଜେପି କର୍ମୀ ଜଣକ ବିଜେପି ନେତା ତଥା ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧୀ ପ୍ରବେଶ ଶୁକ୍ଳା ବୋଲି ଜଣାପଡିଛି । 

Powered by Froala Editor

Tags Arrested

Related articles Odisha News Lens 4.1

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13653
    May 20, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    14996
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14022
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15457
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15430
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14714
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14559
    May 21, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15022
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15625
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    14996
    May 21, 2026
  • ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15430
    May 21, 2026
  • ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15022
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16870
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17485
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17537
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17921
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14072
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14408
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15471
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15080
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15581
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15411
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15150
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15642
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13973
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15022
    May 20, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14022
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15457
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In