Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ପଲାଶ-ସ୍ମୃତି ପୁଣି ଏକାଠି !

  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

  • ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ...

  • ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ...

  • ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ

  • ଏହି ତିନୋଟି ରାଜ୍ୟରେ ପ୍ରଚାର କାର୍ଯ୍ୟ ...

  • ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା

  • ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା

Home ›› ››NCPର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଜିତ୍‌ ପାଓ୍ଵାର : ଦଳୀୟ ଚିହ୍ନ ଓ ନାଁ ଉପରେ କଲେ ହକ୍‌ ଜାହରି

NCPର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଜିତ୍‌ ପାଓ୍ଵାର : ଦଳୀୟ ଚିହ୍ନ ଓ ନାଁ ଉପରେ କଲେ ହକ୍‌ ଜାହରି

2023-07-05 18:23:40
14785
Share:
Facebook
Twitter
E-Mail
WhatsApp
Telegram
NCPର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଜିତ୍‌ ପାଓ୍ଵାର : ଦଳୀୟ ଚିହ୍ନ ଓ ନାଁ ଉପରେ କଲେ ହକ୍‌ ଜାହରି

ବିଜେପି ସହ ହାତ ମିଳାଇଥିବା ଅଜିତ ପାୱାର ଏବେ ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କ ବିରୋଧରେ ଯୁଦ୍ଧ ଡାକରା ଦେଇଛନ୍ତି। ଅଜିତ୍‌ ପାଓ୍ଵାର ଦଳ ଶରଦ ପାଓ୍ଵାରଙ୍କୁ ଏନ୍‌ସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦେଇଛନ୍ତି। ତାଙ୍କ ଜାଗାରେ ଅଜିତ୍‌ ପାଓ୍ଵାର ହୋଇଛନ୍ତି ପାର୍ଟିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏଥିସହ ସେ ଦଳୀୟ ଚିହ୍ନ ଓ ନାଁ ଉପରେ ହକ୍‌ ଜାହରି କରିଛନ୍ତି।

ବାନ୍ଦ୍ରାରେ ନିଜ ସମର୍ଥିତ ବିଧାୟକ ଓ ନେତାମାନଙ୍କ ସହ ବୈଠକ କରିବା ପରେ ଅଜିତ ପାୱାର ଦାଦା ଶରଦ ପାୱାରଙ୍କୁ ରାଜନୀତିରୁ ଅବସର ନେବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ସେ ନିଜକୁ ପ୍ରକୃତ ଏନସିପି କ୍ୟାଡର ବୋଲି କହିଛନ୍ତି।

ସୂତ୍ରରୁ ଜଣାପଡ଼ିଛି, ଜୁନ୍ ୩୦ରେ ଏନ୍‌ସିପି ବିଧାୟକମାନଙ୍କ ସମର୍ଥନ ପତ୍ର ସହିତ ଅଜିତ ପାୱାରଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରିବା ବିଷୟରେ ନିର୍ବାଚନ ଆୟୋଗଙ୍କ ନିକଟକୁ ସୂଚନା ପଠାଯାଇଥିଲା। ଏହା କେନ୍ଦ୍ରୀୟ ନିର୍ବାଚନ ଆୟୋଗକୁ ଜୁଲାଇ ୧ରେ ମିଳିଥିଲା। ସର୍ବସମ୍ମତିକ୍ରମେ ଏହାକୁ ସେଠାରେ ଉପସ୍ଥିତ ଥିବା ନେତାମାନେ ସମର୍ଥନ କରିଥିଲେ। ତେଣୁ ଜୁନ ୩୦ରୁ ଏନସିପିର ସଭାପତି ଭାବେ ଅଜିତ ପାୱାର ହିଁ କାମ କରୁଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି।

Powered by Froala Editor

Tags NCP

Related articles Odisha News Lens 4.1

  • ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା

    13542
    Apr 08, 2026
  • ପଲାଶ-ସ୍ମୃତି ପୁଣି ଏକାଠି !
    ମନୋରଞ୍ଜନ

    ପଲାଶ-ସ୍ମୃତି ପୁଣି ଏକାଠି !

    14819
    Apr 09, 2026
  • ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା
    ଦେଶ-ଦେଶାନ୍ତର

    ସେୟାର ମାର୍କେଟରେ ଚମକ, ସୁନା ମହଙ୍ଗା

    14101
    Apr 08, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14908
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ
    ବିଶେଷ

    ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13776
    Apr 08, 2026
  • ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ

    15302
    Apr 08, 2026
  • ସିନେମା ହଲକୁ ଆସିବ  ‘ଚାନ୍ଦ ମେରା ଦିଲ୍’
    ମନୋରଞ୍ଜନ

    ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

    14512
    Apr 09, 2026
  • ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ
    ଦେଶ-ଦେଶାନ୍ତର

    ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ

    13637
    Apr 08, 2026
  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ
    ମନୋରଞ୍ଜନ

    ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

    15496
    Apr 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

    14512
    Apr 09, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ

    13637
    Apr 08, 2026
  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14908
    Apr 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17408
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17465
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17816
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16293
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14908
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13776
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14299
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15684
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14158
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15319
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15049
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15553
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13850
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14908
    Apr 09, 2026
  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

    15496
    Apr 09, 2026
  • ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

    14512
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In