Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

Home ›› ››ଆଇଟି ରେଡ ବେଳେ ମିଳିଲା ନକଲି ନୋଟ୍

ଆଇଟି ରେଡ ବେଳେ ମିଳିଲା ନକଲି ନୋଟ୍

2023-07-06 07:48:26
14227
Share:
Facebook
Twitter
E-Mail
WhatsApp
Telegram
ଆଇଟି ରେଡ ବେଳେ ମିଳିଲା ନକଲି ନୋଟ୍

ଭୁବନେଶ୍ୱର: ଦ୍ୱିତୀୟ ଦିନରେ ଡିଏନ ଗ୍ରୁପରେ ଜାରି ରହିଛି ଆଇଟି ରେଡ । ଗୋଟିଏ ପରେ ଗୋଟିଏ ୩ଟି ଟ୍ରଙ୍କ ମିଳିଥିବା ବେଳେ ଟ୍ରଙ୍କରେ ଭର୍ତ୍ତି ହୋଇ ରହିଛି ଟଙ୍କା ଓ କାଗଜପତ୍ର । ଏହା ସହ ରେଡ଼ ବେଳେ ଗୋଟିଏ ଆଟାଚ୍ ମଧ୍ୟ ମିଳିଛି । ୧୦୦ କୋଟିରୁ ଅଧିକ ଟଙ୍କାର କ୍ୟାସ୍ ରିସିପ୍ଟ ମିଳିଥିବା ସୂଚନା ମିଳିଛି ।
ବିଭିନ୍ନ ଲୋକଙ୍କ ଠାରୁ ନେଣଦେଣ ହୋଇଥିବା ରିସିପ୍ଟର ଖୋଳତାଡ ଜାରି ରହିଛି । ଚଢ଼ାଉ ସମୟରେ ରିସିପ୍ଟ ଗଣୁଛି ଆୟକର ବିଭାଗ । ଅନ୍ୟପଟେ ଆଇଟି ରେଡ ବେଳେ ମିଳିଛି ନକଲି ନୋଟ୍ । ଆୟକର ବିଭାଗ ଫେକ୍ ନୋଟର ଛାନଭିନ୍ କରୁଛି । ବିଶେଷଜ୍ଞ ଟିମ୍ ପହଞ୍ଚି ନକଲି ନୋଟ୍ ଚିହ୍ନଟ କରିଛନ୍ତି । ଟଙ୍କା ଗଣା ମେସିନରେ ନକଲି ନୋଟ୍ ଗଣତି ଚାଲିଛି ।୨ ଜଣ ଅଧିକାରୀଙ୍କୁ ଆୟକର ବିଭାଗର ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି । ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ଘରେ ପଚରାଉଚରା କରାଯାଉଛି । ଗତକାଲି ଚଢାଉ ବେଳେ ୩୦ କୋଟି ନଗଦ ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା । ୩ଟି ଟ୍ରଙ୍କ ଓ ଗୋଟିଏ ଆଟାଚିରୁ କେବଳ ୫୦୦ ଟଙ୍କିଆ ନୋଟ୍ ମିଳିଥିଲା । କମ୍ପାନୀର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ଘରେ ଚଢାଉ କରାଯାଇଥିଲା । ଟିକସ ଫାଙ୍କିବା ଅଭିଯୋଗରେ ୨୨ ସ୍ଥାନରେ ଏକକାଳୀନ ରେଡ୍ କରିଥିଲା ଆୟକର ବିଭାଗ ।

Powered by Froala Editor

Tags Income tax raid

Related articles Odisha News Lens 4.1

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15100
    Feb 14, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15694
    Feb 12, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15163
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14988
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13641
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14224
    Feb 12, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14821
    Feb 13, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13626
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13974
    Feb 13, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15163
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15100
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16044
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13981
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14680
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13974
    Feb 13, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15100
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13626
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In