Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ଶିବଦତ ଦାସଙ୍କୁ ଆଜିଙ୍କ୍ୟ ଡି ୱାଇ ପାଟିଲ୍ ଗ୍ରୁପ୍‌ର ସ୍ୱାସ୍ଥ୍ୟ ବ୍ୟବସାୟର ଏମ୍‌ଡି ଓ ସିଇଓ ଭାବେ ନିଯୁକ୍ତି

ଶିବଦତ ଦାସଙ୍କୁ ଆଜିଙ୍କ୍ୟ ଡି ୱାଇ ପାଟିଲ୍ ଗ୍ରୁପ୍‌ର ସ୍ୱାସ୍ଥ୍ୟ ବ୍ୟବସାୟର ଏମ୍‌ଡି ଓ ସିଇଓ ଭାବେ ନିଯୁକ୍ତି

2021-05-30 10:37:00
18639
Share:
Facebook
Twitter
E-Mail
WhatsApp
Telegram
ଶିବଦତ ଦାସଙ୍କୁ ଆଜିଙ୍କ୍ୟ ଡି ୱାଇ ପାଟିଲ୍ ଗ୍ରୁପ୍‌ର ସ୍ୱାସ୍ଥ୍ୟ ବ୍ୟବସାୟର ଏମ୍‌ଡି ଓ ସିଇଓ ଭାବେ ନିଯୁକ୍ତି

ଭୁବନେଶ୍ୱର: ଆଜିଙ୍କ୍ୟ ଡି ୱାଇ ପାଟିଲ୍ ଗ୍ରୁପ୍‌ର ସ୍ୱାସ୍ଥ୍ୟ ବ୍ୟବସାୟର ଏମ୍‌ଡି ଓ ସିଇଓ ଭାବେ ଶ୍ରୀଯୁକ୍ତ ଶିବଦତ ଦାସଙ୍କୁ ନିଯୁକ୍ତି ମିଳିଛି । ବୋର୍ଡ ଏନେଇ ଗ୍ରହଣ କରିଥିବା ନିଷ୍ପତି ସମ୍ପର୍କରେ କଂପାନିର ଅଧ୍ୟକ୍ଷ ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି । ତାଙ୍କ କାର୍ଯ୍ୟକାଳ ୨୦୨୧ ଜୁନ୍ ୧ରୁ ଆରମ୍ଭ ହେବ । ମୁମ୍ବାଇର ଗ୍ରାଣ୍ଡ୍ ପୋର୍ଟ ହସ୍ପିଟାଲ୍‌କୁ ଅଧିଗ୍ରହଣ କରିବା ଲାଗି ସୃଷ୍ଟି କରାଯାଇଥିବା ସ୍ପେସିଆଲ ପରପସ୍ ଭେଇକିଲ୍ ଜୋଡିଆକ୍ ହିଲୋଟ୍ରୋନିକ୍ସ ପ୍ରାଇଭେଟ୍ ଲିମିଟେଡ୍‌ର ସେ ନେତୃତ୍ୱ ନେବେ ଓ ମେଡିକାଲ୍ କଲେଜ ଭାବେ ସମ୍ପ୍ରସାରିତ ହେବା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସ୍ୱାସ୍ଥ୍ୟ ସେବାର ସେ ଦେଖାଶୁଣା କରିବେ ।

ଗ୍ରୁପ୍ ଏହାକୁ ଏକ ପ୍ରମୁଖ ପ୍ରକଳ୍ପରେ ପରିଣତ କରିବା ପାଇଁ ଲକ୍ଷ୍ୟ ରଖିଛି ଏବଂ ଏକ ହଜାରେ ଶଯ୍ୟା ବିଶିଷ୍ଟ ସୁପର ସ୍ପେସିଆଲିଟି ହସ୍ପିଟାଲ୍ ଭାବେ ଗଠନ କରାଯିବା ସହ ମେଡିକାଲ୍ କଲେଜ, ଅନ୍ୟ ପାରା ମେଡିକାଲ୍ ଓ ନର୍ସିଂ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବା କ୍ଷେତ୍ରର ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ମଧ୍ୟ ଯୋଜନା ରହିଛି । ମୁମ୍ବାଇର କେନ୍ଦ୍ରସ୍ଥଳ ୱାଡାଲରେ ଅବସ୍ଥିତ ଏହି ବ୍ୟବସ୍ଥାକୁ ମୁମ୍ବାଇର ଏକ ପ୍ରମୁଖ ଅନୁଷ୍ଠାନରେ ପରିଣତ କରିବାର ଅଭିଳାଷ ରହିଛି ।

ଦୀର୍ଘ ୨୨ ବର୍ଷରେ ଶିବଦତ ନିଜ ପେସାଦାର ଜୀବନରେ ୟୁନାଇଟେଡ୍ ସ୍ପିରିଟ୍‌, ଆଇସିଆଇସିଆଇ ପ୍ରୁଡେନ୍‌ସିଆଲ, ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସ, ଟାଟା ଏଆଇଏ ଲାଇଫ୍ ଇନ୍‌ସ୍ୟୁରା୍‌ନ୍ସ, ରିଲାଏନ୍ସ ଲାଇଫ୍ ଇନ୍‌ସ୍ୟୁରାନ୍ସ ଭଳି ପ୍ରତିଷ୍ଠିତ ସଂସ୍ଥାର ପ୍ରମୁଖ ଭୂମିକାରେ କାର୍ଯ୍ୟ କରିଛନ୍ତି ଏବଂ ବିଗତ ପାଂଚ ବର୍ଷ ଧରି ସେ ଅନେକ କଂପାନିକୁ ଆଡଭାଇଜରି ସେବା ପ୍ରଦାନ କରୁଥିଲେ । ଜଣେ ସ୍ୱାଧୀନ କନସଲଟାଂଟ୍ ଭାବେ ସେ ଗ୍ରୁପ୍ ସହିତ ଗତ କିଛି ମାସ ହେଲା ଯୋଡ଼ି ହୋଇଥିଲେ ଏବଂ ଏହି ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ନିଷ୍ପତି ନେଇଥିବାରୁ ଆମେ ବହୁତ ଖୁସି । ଡକ୍ଟର ପାଟିଲ କହିଛନ୍ତି ଯେ, “ସଫଳତାର ଟ୍ରାକ୍ ରେକର୍ଡ, ବଡ଼ ପ୍ରକଳ୍ପକୁ ବୁଝି ପାରିବା ଏବଂ ଏକ ସୁଦୃଢ଼ ବ୍ୟବସାୟ ଗଠନ କରିବାର ପ୍ରତିବଦ୍ଧତା ସହ ଆମର ବିଶ୍ୱାସ ରହିଛି ଯେ ନେତୃତ୍ୱ ଟିମ୍‌ରେ ତାଙ୍କ ଯୋଗଦାନ ଦ୍ୱାରା କଂପାନି ଉପକୃତ ହେବ । ସଂସ୍ଥା ସତେଜ ପ୍ରତିଭା ଯୋଗ କରିବାର ଏହା ହେଉଛି ଏକ ଭଲ ଶୁଭାରମ୍ଭ ।’’

ଡି ୱାଇ ପାଟିଲ୍ ଗ୍ରୁୁପ୍ ହେଉଛି ଭାରତର ଅନ୍ୟତମ ସର୍ବବୃହତ ଶିକ୍ଷା ପ୍ରତିଷ୍ଠାନ । ପଦ୍ମଶ୍ରୀ ଡକ୍ଟର ଡି ୱାଇ ପାଟିଲ୍ ଏହାକୁ ୧୯୮୩ରେ ସ୍ଥାପନ କରିଥିଲେ । ଏହା ଅଧୀନରେ ୨୦୦ରୁ ଅଧିକ ଶିକ୍ଷଣୀୟ ଅନୁଷ୍ଠାତ ସହିତ ଛଅଟି ବିଶ୍ୱବିଦ୍ୟାଳୟ ନଭି ମୁମ୍ବାଇ, ପୁନେ ଓ କୋହ୍ଲାପୁରରେ ରହିଛି । ଗ୍ରୁପ୍ ତିନିଟି ହସ୍ପିଟାଲ୍ ଚଲାଉଚି ଏବଂ ଆବଶ୍ୟକତା ଥିବା ଲୋକମାନଙ୍କୁ ମେଡିକାଲ୍ ଧ୍ୟାନ ଓ ସୁଲଭ ଚିକିତ୍ସା ସେବା ପ୍ରଦାନ କରୁଛି । ମୁମ୍ବାଇର ଡି ୱାଇ ପାଟିଲ୍ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ୍‌କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ୬ ଷ୍ଟାଡିୟମ୍ ଭିତରେ ଗଣା ହେଉଛି ଏବଂ ଏଥିରେ ଭାରତର ଶ୍ରେଷ୍ଠ କ୍ରୀଡ଼ା ସୁବିଧା ରହିଛି ।


Powered by Froala Editor

Tags ajinkya d y patil group

Related articles Odisha News Lens 4.1

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15250
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14126
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14472
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15560
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14586
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13821
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15130
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026
  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15250
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15235
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15568
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15374
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15239
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14663
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15560
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14126
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In