Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ...

  • ଶସ୍ତା ହେଲା ଏଲପିଜି ସିଲିଣ୍ଡର

  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ...

  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ...

  • ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ...

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ...

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ...

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

ମନୋରଞ୍ଜନ
Home ›› ମନୋରଞ୍ଜନ ››ରାଞ୍ଚି କୋର୍ଟରେ ହାଜର ହେଲେ ଅମିଷା

ରାଞ୍ଚି କୋର୍ଟରେ ହାଜର ହେଲେ ଅମିଷା

2023-07-10 18:58:05
15174
Share:
Facebook
Twitter
E-Mail
WhatsApp
Telegram
ରାଞ୍ଚି କୋର୍ଟରେ ହାଜର ହେଲେ ଅମିଷା

ଚେକ୍‌ ବାଉନ୍‌ସ ହେବା ଘଟଣା ବଲିଉଡ୍‌ ଅଭିନେତ୍ରୀ ଅମୀଷା ପଟେଲଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଅମୀଷା ପଟେଲ ସୋମବାର ରାଞ୍ଚିର ସିଭିଲ କୋର୍ଟରେ ହାଜର ହୋଇଛନ୍ତି। ସେ ରାଞ୍ଚିର ବରିଷ୍ଠ ଡିଭିଜନ୍‌ ଜଜ୍‌ ଡିଏନ୍‌ ଶୁକ୍ଳାଙ୍କ କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ ବୋଲି ଦାବୀ କରିଛନ୍ତି।

ନିକଟରେ ଅମିଷା ପଟେଲ ରାଞ୍ଚି ସିଭିଲ କୋର୍ଟରେ ଆତ୍ମସମର୍ପଣ କରିଥିଲେ ଯେଉଁଠାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। କିନ୍ତୁ ସୋମବାର ପୁଣିଥରେ ଅଭିନେତ୍ରୀଙ୍କୁ ଏହି ମାମଲାରେ କୋର୍ଟରେ ହାଜର ହେବାକୁ ପଡିଥିଲା। ଏହି ହାଜର ହେବା ସମୟରେ ଅମିଷା ପଟେଲ ଚେକ ବାଉନ୍ସ ମାମଲାରେ ନିଜକୁ ନିର୍ଦ୍ଦୋଷ ବୋଲି କହି ଯୁକ୍ତି ରଖିଥିଲେ। 

ସୂଚନାଯୋଗ୍ୟ, ଏହି ମାମଲା ୨୦୧୮ର, ଯେତେବେଳେ ଅଜୟ କୁମାର ସିଂ ତାଙ୍କ ବିରୋଧରେ ଠକେଇ ଏବଂ ଚେକ ବାଉନ୍ସ ମାମଲା ଦାୟର କରିଥିଲେ। ଅଜୟ କୁମାର ସିଂହଙ୍କ କହିବା ଅନୁଯାୟୀ, ‘ଦେଶୀ ମ୍ୟାଜିକ୍‌’ ଶୀର୍ଷକ ଏକ ଚଳଚ୍ଚିତ୍ର ନିର୍ମାଣ ପାଇଁ ସିଂହ ଅଭିନେତ୍ରୀ ଅମୀଷାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨.୫ କୋଟି ଟଙ୍କା ଟ୍ରାନ୍‌ସଫର କରିଥିଲେ। ତେବେ, ପରବର୍ତ୍ତୀ ସମୟରେ ଅଭିନେତ୍ରୀ ଅମୀଷା ଏହି ଫିଲ୍ମକୁ ଆଗକୁ ବଢ଼ାଇ ନଥିଲେ ଏବଂ ପରେ ୨.୫ କୋଟି ଟଙ୍କାର ଏକ ଚେକ୍‌ ପଠାଇ ଦେଇଥିଲେ। କିନ୍ତୁ ଏହି ଚେକ୍‌ଟି ବାଉନସ୍‌ ହୋଇ ଯାଇଥିଲା ।

Powered by Froala Editor

Tags amisha

Related articles Odisha News Lens 4.1

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’
    ଦେଶ-ଦେଶାନ୍ତର

    ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14385
    Jun 30, 2025
  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ
    ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13663
    Jun 30, 2025
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    13623
    Jul 01, 2025
  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14825
    Jun 30, 2025
  • ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ
    ଦେଶ-ଦେଶାନ୍ତର

    ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ, ୫ ମୃତ

    15130
    Jul 01, 2025
  •  ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି
    ଦେଶ-ଦେଶାନ୍ତର

    ଆଜିଠୁ ଟ୍ରେନ ଟିକେଟ ମୂଲ୍ୟ ବୃଦ୍ଧି

    13494
    Jul 01, 2025
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ
    ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15090
    Jul 01, 2025
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ
    ଦେଶ-ଦେଶାନ୍ତର

    ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15637
    Jun 30, 2025
  • ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ
    ମନୋରଞ୍ଜନ

    ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14679
    Jul 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15090
    Jul 01, 2025
  • ମନୋରଞ୍ଜନ

    ଉପବାସ ସତ୍ତ୍ୱେ ଆଣ୍ଟି ଏଜିଂ ଇଞ୍ଜେକ୍ସନ ନେଇଥିଲେ ଶେଫାଳୀ

    14679
    Jul 01, 2025
  • ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    13623
    Jul 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16598
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17029
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15519
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15052
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15440
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15668
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15561
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15981
    Jun 28, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15562
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15540
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15009
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14830
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13663
    Jun 30, 2025
  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14825
    Jun 30, 2025
  • ହେରା ଫେରି ବିବାଦ ଶେଷ, ଫେରିବେ ପରେଶ

    15090
    Jul 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In