Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ସମ୍ପର୍କରେ ନିଜର ଏହି ପ୍ରତିକ୍ରିୟା ରଖିଲେ ନବୀନ

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ସମ୍ପର୍କରେ ନିଜର ଏହି ପ୍ରତିକ୍ରିୟା ରଖିଲେ ନବୀନ

2023-07-11 06:23:59
14777
Share:
Facebook
Twitter
E-Mail
WhatsApp
Telegram
‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ସମ୍ପର୍କରେ ନିଜର ଏହି ପ୍ରତିକ୍ରିୟା ରଖିଲେ ନବୀନ

ଭୁବନେଶ୍ବର : ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ସମ୍ପର୍କରେ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏହି ଯୋଜନା ଏଭଳି ଏକ ନୂଆ ଓଡ଼ିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ଼ ଓ ଡେଣା ହେବ ଶକ୍ତ। ଏଭଳି ଏକ ଆଧୁନିକ ଓଡ଼ିଶା ଗଠନ ହେବ, ଯାହା କି ଆମର ମୌଳିକ ମୂଲ୍ୟବୋଧ ଉପରେ ପର୍ଯ୍ୟବସିତ। ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଓଡ଼ିଶା ସବୁବେଳେ ତା’ର ସଂସ୍କୃତି, ପରମ୍ପରା ଓ ଇତିହାସ ସହିତ ଦୃଢ଼ ଭାବରେ ଯୋଡ଼ି ହୋଇ ରହିଛି।

ଓଡ଼ିଶା ହେଉଛି ସେହି ଭୂମି ଯେ କି ସାରା ବିଶ୍ୱକୁ ଜଗନ୍ନାଥ ସଂସ୍କୃତି ପରି ମହାନ ସଂସ୍କୃତି ସହ ପରିଚିତ କରାଇଛି। ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ପାଇଁ ଆମେ ଏହି ଯୋଜନାରେ ଐତିହାସିକ ପଦକ୍ଷେପ ନେଇଛୁ। ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଇତିହାସ ଓ ଆଧ୍ୟାତ୍ମିକତା ସହ ଯୋଡ଼ି ହୋଇ ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ରହିଛି। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ସେସବୁ ସ୍ଥାନର ସଂରକ୍ଷଣ ଓ ସୁରକ୍ଷା ଜରୁରୀ।

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଜରିଆରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ହିଁ ଏହି କାମକୁ ଅଧିକ ଦକ୍ଷତାର ସହ କରିପାରିବେ। ନୂଆ ଓଡ଼ିଶା ତା’ର ମୂଳ ଭିତ୍ତିକୁ ସୁଦୃଢ଼ ରଖିବା ସହିତ ଦୂର ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ତା’ର ଡେଣାକୁ ଅଧିକ ପ୍ରସାରିତ କରିବ। ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଗାଁଗୁଡ଼ିକରେ ଯୁବ ସମାଜ ପାଇଁ ଇଣ୍ଟର୍‌ନେଟ୍‌ ସଂଯୋଗ ଦରକାର। ଖେଳ ପଡ଼ିଆ ଓ ବିଜ୍ଞାନ ପାର୍କ ଦରକାର। ସେମାନଙ୍କ ପାଇଁ ତାଲିମ ସୁବିଧା ମଧ୍ୟ ଦରକାର।

ଗାଁର ଉଦ୍ୟୋଗୀ ବିଶେଷ କରି ମା’ମାନଙ୍କ ପାଇଁ ଦକ୍ଷତା ବିକାଶ କେନ୍ଦ୍ର ଦରକାର। ମୁଁ ଚାହେ, ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ଥିବା ପ୍ରଭେଦ ଦୂର ହେଉ। ସମସ୍ତଙ୍କ ପାଇଁ ବ୍ୟାଙ୍କିଙ୍ଗ ସୁବିଧା ମିଳୁ। ଡିଜିଟାଲ ଭିତ୍ତିଭୂମିର ବିକାଶ ହେଉ। ତା’ ସହିତ ଅନ୍ୟ ଆଧୁନିକୀକରଣ କାମ ମଧ୍ୟ ହେଉ।

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପଞ୍ଚାୟତ ସ୍ତରରେ ଏସବୁ ପରିକଳ୍ପନାକୁ ଆଗେଇ ନେବା ପାଇଁ ସୁଯୋଗ ସୃଷ୍ଟି କରିବ। ଗାଁର ମନ୍ଦିରମାନଙ୍କର ପୁନରୁଦ୍ଧାର ଠାରୁ ଆରମ୍ଭ କରି ଡିଜିଟାଲ୍‌ ଭିତ୍ତିଭୂମି କାମ ପରି ଭବିଷ୍ୟମୁଖୀ ଯୋଜନା କରାଯିବ। ଉଭୟ କାମ ଏକ ସମୟରେ ଚାଲିବ। ଏହା ଓଡ଼ିଶାରେ ଏକ ନୂଆ ଯୁଗର ଆରମ୍ଭ କରିବ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14580
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14121
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15771
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13413
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15847
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15083
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14594
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14594
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14580
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15336
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14916
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13413
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14121
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14580
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In