Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

ଅପରାଧ
Home ›› ଅପରାଧ ››ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ଗିରଫ, ଚେର ଲମ୍ବିଛି ଓଡ଼ିଶାରୁ ହରିୟାଣା

ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ଗିରଫ, ଚେର ଲମ୍ବିଛି ଓଡ଼ିଶାରୁ ହରିୟାଣା

2021-05-30 16:41:25
18568
Share:
Facebook
Twitter
E-Mail
WhatsApp
Telegram
ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ଗିରଫ, ଚେର ଲମ୍ବିଛି ଓଡ଼ିଶାରୁ ହରିୟାଣା

କୋରାପୁଟ ଲମତାପୁଟ ଅଂଚଳରୁ ୨ ଆନ୍ତଃରାଜ୍ୟ ମାଫିଆଙ୍କୁ ଗିରଫ କରାଯାଇଛି । ନନ୍ଦପୁର ଓ ଲମତାପୁଟ ପୋଲିସଙ୍କ ସହଯୋଗରେ ହରିୟାଣା ପୋଲିସ ଏହି ଦୁଇ କୁଖ୍ୟାତ ମାଫିଆଙ୍କୁ ଗିରଫ କରିଛି । କିଛି ମାସ ତଳେ ଆନ୍ଧ୍ରପ୍ରଦେଶ ଓ ମଧ୍ୟପ୍ରଦେଶ ଅଞ୍ଚଳରୁ ହରିୟାଣା ରାଜ୍ୟକୁ ଏକ ଟ୍ରକ୍‌ ଯୋଗେ ୧୭ କ୍ୟୁଣ୍ଟାଲ ଗଞ୍ଜେଇ ଚାଲାଣ କରାଯାଉଥିବା ସମୟରେ ହରିୟାଣା ରାଜ୍ୟର ସ୍ୱପ୍ନାଲି ପୋଲିସ ହାତରେ ଧରା ପଡିଥିଲା । ଏହି ଘଟଣାରେ ସ୍ୱପ୍ନାଲି ପୋଲିସ କିଛି ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ହେଲେ ଏହାର ଚେର କେଉଁଆଡେ ଲମ୍ବିଛି ବୋଲି ହରିୟାଣା ପୋଲିସ ତଦନ୍ତ ଜାରି ରଖିଥିଲା । ଓଡ଼ିଶାରେ ଲିଙ୍କ୍ ମିଳିବା ପରେ ହରିୟାଣା ପୋଲିସ ଯୋଗାଯୋଗ କରିଥିଲା । 

ପୋଲିସର ତଦନ୍ତ ପରେ କୋରାପୁଟ ଜିଲ୍ଲା ଲମତାପୁଟର ପ୍ରଦୀପ ଶର୍ମା ଓ ମାଲକାନଗିରି ଜିଲ୍ଲା ମାଥିଲି ଥାନା  ଅଞ୍ଚଳର ଜୟରାମ ଜାଲାରୀ ସମ୍ପୃକ୍ତ ରହିଥିବା ଜାଣିବାକୁ ପାଇଥିଲେ। ଏହାପରେ ଘଟଣା ସମ୍ପର୍କରେ ହରିୟାଣା SP କୋରାପୁଟ SP ଙ୍କ ସହ ଯୋଗାଯୋଗ କରିଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ କୋରାପୁଟ SP ନନ୍ଦପୁର SDPOଙ୍କୁ ଏନେଇ ନିର୍ଦ୍ଦେଶରେ ଦେଇଥିଲେ। SPଙ୍କ ନିର୍ଦ୍ଦେଶରେ ଲମତାପୁଟ ଓ ନନ୍ଦପୁର ପୋଲିସ ଏକ ଟିମ୍‌ ଗଠନ କରି ୨ଆନ୍ତରାଜ୍ୟ ଗଞ୍ଜେଇ ମାଫିଆକୁ ଗିରଫ କରିବାରେ ସଫଳ ହୋଇଥିଲେ। 

Powered by Froala Editor

Tags ganja seized

Related articles Odisha News Lens 4.1

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14272
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13895
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15191
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13907
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13744
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15262
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15582
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14145
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15212
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14145
    Aug 31, 2026
  • ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15212
    Aug 31, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15191
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17701
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17733
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13895
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14561
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14641
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13980
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15370
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15988
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14031
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14292
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13744
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14145
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14272
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In