Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››୯୦୨ ପଦବୀ ସୃଷ୍ଟି: ନିଯୁକ୍ତି ପାଇବେ ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ

୯୦୨ ପଦବୀ ସୃଷ୍ଟି: ନିଯୁକ୍ତି ପାଇବେ ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ

2023-07-12 08:03:33
14742
Share:
Facebook
Twitter
E-Mail
WhatsApp
Telegram
୯୦୨ ପଦବୀ ସୃଷ୍ଟି: ନିଯୁକ୍ତି ପାଇବେ ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ

ଭୁବନେଶ୍ୱର:ଗୁଣାତ୍ମକ ଶିକ୍ଷାକୁ ସର୍ବଦା ପ୍ରାଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷା ରୁପାନ୍ତରଣରେ ଆଉ ଏକ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଛନ୍ତି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂତନ ପଦବୀ ସୃଷ୍ଟି। ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ ପଦବୀ ସୃଷ୍ଟି ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି। ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ସୃଷ୍ଟି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି । ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।
୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ, ୧୦୬ ଆସିଷ୍ଟାଣ୍ଡ୍ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି। ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ଧ୍ୟାନ ଦେଇଆସୁଛନ୍ତି। ବିଦ୍ୟାଳୟଗୁଡିକର ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଇଛନ୍ତି । ଏହି କ୍ରମରେ ୯୦୨ ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି।
ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି। ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ୟ୍ୟ, ଲାବ୍ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13999
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15761
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14037
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14838
    Jun 24, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15140
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14888
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15631
    Jun 22, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14522
    Jun 24, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15122
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15761
    Jun 23, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14037
    Jun 23, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14522
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14838
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15009
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14875
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15617
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14480
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14873
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15488
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15238
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15122
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15631
    Jun 22, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14037
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In