Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

Home ›› ››ବିନ୍ଦି ପାଇଁ ସୁଇସାଇଡ କରିଦେଲେ ଛାତ୍ରୀ

ବିନ୍ଦି ପାଇଁ ସୁଇସାଇଡ କରିଦେଲେ ଛାତ୍ରୀ

2023-07-12 17:37:38
15778
Share:
Facebook
Twitter
E-Mail
WhatsApp
Telegram
ବିନ୍ଦି ପାଇଁ ସୁଇସାଇଡ କରିଦେଲେ ଛାତ୍ରୀ

ମଥାରେ ବିନ୍ଦି ଲଗାଇଥିବାରୁ ଗାଳିଦେଲେ ଶିକ୍ଷୟିତ୍ରୀ । ସମସ୍ତଙ୍କ ସାମନାରେ ବେଇଜ୍ଜତ କଲେ । ଏମିତି ଅପମାନ ସହିପାରିଲେନି ୧୬ ବର୍ଷୀୟ ଛାତ୍ରୀ । ଶେଷରେ ସୁଇସାଇଡ କରିଦେଲେ । ଏ ଘଟଣା ଘଟିଛି ଝାରଖଣ୍ଡର ଧାନବାଦରେ । ମୃତା ଛାତ୍ରୀ ଜଣକ ହେଲେ ଉଷା କୁମାରୀ ।

ସୋମବାର ଉଷା କୁମାରୀ ମଥାରେ ବିନ୍ଦି ଲଗାଇ ସ୍କୁଲକୁ ଯାଇଥିଲେ। ମାତ୍ର ପ୍ରାର୍ଥନା ସଭାରେ ଏହା ଦେଖି ତାଙ୍କ ଉପରେ ରାଗି ଯାଇଥିଲେ ଜଣେ ଶିକ୍ଷୟିତ୍ରୀ । ସେ ଉଷାଙ୍କ ଗାଲକୁ ଚାପୁଡ଼ା ମାରିବା ସହ ଅଭସ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏଥିରେ ବିଚଳିତ ହୋଇ ପଡ଼ିଥିବା ଉଷା ଘରକୁ ଫେରିବା ପରେ ନିଜ ରୁମ୍‌କୁ ଭିତରୁ ବନ୍ଦ କରି ଦେଇଥିଲେ। ଏହାପରେ ଫ୍ୟାନ୍‌ରେ ଝୁଲି ପଡ଼ିଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଝିଅ ନ ବାହାରିବାରୁ ପରିବାର ଲୋକେ କବାଟ ଭାଙ୍ଗି ଥିଲେ। ହେଲେ ସେତେବେଳକୁ ସବୁ ସରିଯାଇଥିଲା । 

Powered by Froala Editor

Tags usha

Related articles Odisha News Lens 4.1

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15484
    Jun 26, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13833
    Jun 25, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15068
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15507
    Jun 26, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14907
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14201
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15207
    Jun 25, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15166
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15062
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15484
    Jun 26, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13833
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15207
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16950
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18012
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15271
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15363
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15241
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15071
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15680
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13789
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15249
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15484
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15062
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13833
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In