Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୋଇଲାକୁ ଗ୍ୟାସରେ ପରିଣତ ପାଇଁ ୬୦୦୦ କୋଟି ଟଙ୍କା ଚୂଡାନ୍ତ

କୋଇଲାକୁ ଗ୍ୟାସରେ ପରିଣତ ପାଇଁ ୬୦୦୦ କୋଟି ଟଙ୍କା ଚୂଡାନ୍ତ

2023-07-15 09:51:49
15228
Share:
Facebook
Twitter
E-Mail
WhatsApp
Telegram
କୋଇଲାକୁ ଗ୍ୟାସରେ ପରିଣତ ପାଇଁ ୬୦୦୦ କୋଟି ଟଙ୍କା ଚୂଡାନ୍ତ

ନୂଆଦିଲ୍ଲୀ : ଭାରତରେ କୋଇଲା ଗ୍ୟାସିଫିକେସନ ଟେକ୍ନୋଲୋଜିର ପ୍ରବର୍ତ୍ତନ ଫଳରେ କୋଇଲା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିବ । ଏହା ଦ୍ୱାରା ଆମଦାନି ହେଉଥିବା ଗ୍ୟାସ ଉପରୁ ନିର୍ଭରଶୀଳତା କମିବ। ସେହିଭଳି ଦେଶର ମିଥାନଲ୍, ଆମୋନିଆ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଆମଦାନି ମଧ୍ୟ ହ୍ରାସ ପାଇବ।

ଏବେ ଭାରତ ତାହାର ଆବଶ୍ୟକତାର ୫୦ ଶତାଂଶ ପ୍ରାକୃତିକ ଗ୍ୟାସ, ୯୦% ମିଥାନଲ ଓ ପ୍ରାୟ ୧୫% ୟୁରିଆ ବିଦେଶରୁ କିଣୁଛି । ତେଣୁ କୋଇଲାରୁ ଗ୍ୟାସ ଉତ୍ପାଦିତ ହେଲେ ଭାରତ ଏ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇ ପାରିବ। ଏହା ଦ୍ୱାରା ମଧ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ସ୍ୱଚ୍ଛ ଇନ୍ଧନ ବ୍ୟବହାର ଫଳରେ ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ ପାଇବ ।

ଭାରତ ସ୍ୱଚ୍ଛ ତଥା ପ୍ରଦୂଷଣମୁକ୍ତ ଇନ୍ଧନ ଉପରେ ଗୁରୁତ୍ୱ ଦେଉଛି । ସେ ଦୃଷ୍ଟିରୁ କୋଇଲାକୁ ସିଧା ଜାଳେଣିଭାବେ ବ୍ୟବହାର ନ କରି ଏହାକୁ ଗ୍ୟାସ୍‌ରେ ପରିଣତ କରିବାକୁ ଉଦ୍ୟମ କରାଯାଉଛି। ତେବେ ଏହି ପ୍ରକିୟା ଅତ୍ୟନ୍ତ ବ୍ୟୟବହୁଳ ଓ ଏହାର ପ୍ରଯୁକ୍ତି ଯଥେଷ୍ଟ ଖର୍ଚ୍ଚ ସାପେକ୍ଷ । ସେ ଦୃଷ୍ଟିରୁ କୋଇଲାକୁ ଗ୍ୟାସରେ ପରିଣତ କରାଗଲେ କେତେ ଲାଭ, କେତେ କ୍ଷତି ହେବ ସେକଥା ମନ୍ତ୍ରଣାଳୟ ବିଚାର କରି ଦେଖୁଛି। 

ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରକୁ ସାମିଲ କରିବାକୁ ପ୍ରୟାସ ଚାଲିଛି ଏବଂ ଏଥି ପାଇଁ ମୋଟ ୬୦୦୦ କୋଟି ଟଙ୍କା ବିନିଯୋଗ କରିବାକୁ ଯୋଜନା ଆପାତତଃ ଚୂଡାନ୍ତ ହୋଇଛି। ଏହି ଯୋଜନାରେ ପ୍ରଥମେ ଲିଗ୍ନାଇଟ୍ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ବିଚାର କରାଯାଉଛି । ଲିଗ୍ନାଇଟ କୋଇଲା ଦେଖିବାକୁ ଧୂସର, ନରମ ଏବଂ ଦହନଶୀଳ। 

କୋଇଲା ମନ୍ତ୍ରଣାଳୟ ମଧ୍ୟ କୋଲ୍‌ ଇଣ୍ଡିଆ ଲିମିଟେଡ ଅଧୀନରେ ଥିବା ମାଟି ଉପରୁ ମିଳୁଥିବା କୋଇଲା ଖଣି ଅଞ୍ଚଳରେ ଗ୍ୟାସିଫିକେସନ କାମ ସହଯୋଗ ଭିତ୍ତିରେ ଆରମ୍ଭ କରିବାକୁ ଭେଲ୍‌, ସିଆର୍‌ଇଏଲ, ଗେଲ୍, ଆଇଓସିଏଲ ଆଦିଙ୍କ ମଧ୍ୟରେ ୨୦୨୨ରେ ବୁଝାମଣାପତ୍ର ସ୍ୱାକ୍ଷର କରିଛି ।

ସେଥି ମଧ୍ୟରୁ ଇସିଏଲ, ଏମ୍‌ସିଏଲ ଓ ଡବ୍ଲ୍ୟୁସିଏଲ୍ ପକ୍ଷରୁ ଏହି ପ୍ରକଳ୍ପ ପାଇଁ ସର୍ଭେ ଆଦି କାମ ଆରମ୍ଭ ହୋଇଛି । ଫିଜିବିଲିଟି ରିପୋର୍ଟ ଆସିବା ପରେ ଗ୍ୟାସିଫିକେସନ ପ୍ରକଳ୍ପ କାମ ଆରମ୍ଭ ହେବ । 

Powered by Froala Editor

Tags coal convert to gas

Related articles Odisha News Lens 4.1

  • ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14479
    Jul 04, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15688
    Jul 03, 2025
  • ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏହି ଉପହାର ଦେଲେ ମୋଦୀ

    13901
    Jul 04, 2025
  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି
    ବାଣିଜ୍ୟ

    ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15227
    Jul 04, 2025
  •  କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...
    ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...

    13843
    Jul 03, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ
    ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14130
    Jul 03, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14304
    Jul 03, 2025
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ ମିଳିଲା ସର୍ବୋଚ୍ଚ ବେସାମରିକ ସମ୍ମାନ

    14086
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....
    ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14312
    Jul 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15227
    Jul 04, 2025
  • ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ କୁମାରଙ୍କ ଅନୁରୋଧ

    13843
    Jul 03, 2025
  • ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14479
    Jul 04, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16605
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17036
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15524
    Apr 03, 2021

ବିଶେଷ

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    14130
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15688
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14312
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    14061
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15585
    Jun 30, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16223
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14042
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15567
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15546
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ କୁମାରଙ୍କ ଅନୁରୋଧ

    13843
    Jul 03, 2025
  • ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

    14479
    Jul 04, 2025
  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15227
    Jul 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In