Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

ରାଜ୍ୟ
Home ›› ରାଜ୍ୟ ››ସଂଖ୍ୟା ବଢିଲେ ପୁଣି ଲକଡାଉନ: ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ

ସଂଖ୍ୟା ବଢିଲେ ପୁଣି ଲକଡାଉନ: ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ

2021-05-31 06:48:48
15033
Share:
Facebook
Twitter
E-Mail
WhatsApp
Telegram
ସଂଖ୍ୟା ବଢିଲେ ପୁଣି ଲକଡାଉନ: ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ


ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ତେବେ ଗତ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି । ଅନ୍ୟପକ୍ଷରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିଲେ ରାଜ୍ୟରେ ପୁଣି ଲକଡାଉନ ବଢିପାରେ ବୋଲି ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ,  ମେ ମାସ ଘାତକ ଥିଲା । ଏବେ ଟ୍ରେଣ୍ଡ କମୁଛି । ଜୁନରେ ସେପରି ହେବନି ।  ଲକଡାଉନର ପ୍ରଭାବ ୪ ସପ୍ତାହ ପରେ ଦେଖିବାକୁ ମିଳେ । ଏବେ ଜଣାପଡ଼ୁଛି ।  ୩ ଜିଲ୍ଲାରେ କଟକଣା ମାତ୍ର ୨ ଘଣ୍ଟା କୋହଳ କରାଯାଇଛି ।  ସଂକ୍ରମଣ ବଢିଲେ ଲକଡାଉନ ବଢିପାରେ । ତେଣୁ ସଜାଗ ରହିବା ଉଚିତ ବୋଲି ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ  ଡା. ନିରଞ୍ଜନ ମିଶ୍ର କହିଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ବି ଏଯାଏଁ ନିୟନ୍ତ୍ରଣାଧିନ ହୋଇନାହିଁ  । ଏହାକୁ ଆଖିଆଗରେ ରଖି ରାଜ୍ୟ ସରକାର ତୃତୀୟ ଥର ପାଇଁ ଲକଡାଉନ ଜାରି କରିବାକୁ ଘୋଷଣା କରିଛନ୍ତି  । ଆସନ୍ତା ଜୁନ ୧୭ ସକାଳ ୫ଟା ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ ଜାରି କରାଯାଇଥିବାବେଳେ ଶୁକ୍ରବାର ସଂଧ୍ୟା ୬ଟାରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ସପ୍ତାହାନ୍ତ ସଟଡାଉନ କରାଯିବ  । ତେବେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ଗଜପତି, ନୂଆପଡ଼ା ଓ ସୁନ୍ଦରଗଡରେ ଲକଡାଉନ କଟକଣା କୋହଳ କରାଯାଇଛି  । ଅପରପକ୍ଷରେ ପୂର୍ବଭଳି କଟକଣା ବଳବତର ରହିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି  । 

ମୁଖ୍ୟ ସଚିବ ସୁରେଶ ମହାପାତ୍ର କହିଛନ୍ତିଯେ, ମେ’ ୫ରୁ ଲକଡାଉନ ଜାରିହୋଇଛି  । ଗତ ୨୫ ଦିନ ଭିତରେ କରୋନା ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଛି  । ପୂର୍ବରୁପ ପଜିଟିଭ ହାର ୨୫% ଥିବାବେଳେ ଏବେ ତାହା ୧୫%ରେ ପହଁଚିଛି । ତେବେ ପଶ୍ଚିମାଂଚଳର ଅନେକ ଅଂଚଳରେ କୋଭିଡ଼ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇଛି  । ତଥାପିବି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ ଭଳି ଜିଲ୍ଲାରେ କୋଭିଡ଼ ସଂକ୍ରମଣ ହାର ୨୦/୨୫%ରୁ ଅଧିକ ରହିଛି  । ଠିକ ସମୟରେ ଲକଡାଉନ ଘୋଷଣା ହୋଇଥିବାରୁ କରୋନା ସଂକ୍ରମଣ ରୋକାଯାଇପାରିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି  ।

ସେହିପରି ସେ କହିଲେଯେ, ଅକ୍ସିଜେନ ଓ ଶଯ୍ୟା ପାଇଁ ଆମ ରାଜ୍ୟରେ ସମସ୍ୟା ସୃଷ୍ଟି ହୋଇନାହିଁ  । ବର୍ତମାନ ଦୈନିକ ୭୦ ହଜାର କୋଭିଡ଼ ପରୀକ୍ଷା ହେଉଛି  । ତେବେ କରୋନା ସଂକ୍ରମଣ ବୃଦ୍ଧି ପାଇନାହିଁ  । ସମ୍ପ୍ରତି ବାତ୍ୟା ପାଇଁ କେତେକ ଜିଲ୍ଲାରେ କ୍ଷୟକ୍ଷତି ହୋଇଛି  । ଏଥିପାଇଁ ୭ ଲକ୍ଷ ଲୋକଙ୍କ ସ୍ଥାନାନ୍ତରିତ କରାଯାଇଥିଲା  । ତେବେ ସେମାନଙ୍କ ମଧ୍ୟରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇ ଦିଆନଯାଇପାରେ  । ସରକାରୀ କର୍ମଚାରୀମାନେ ମଧ୍ୟ ପୁନରୁଦ୍ଧାର କାମରେ ଲାଗିଛନ୍ତି  । କୋଭିଡ଼ ସଂକ୍ରମଣ ବିପଦଜନକ ସ୍ଥିତିରେ ଥିବାବେଳେ ପଜିଟିଭ ହାର ୧୦%ରୁ କମ ହୋଇପାରିନାହିଁ  । ତେଣୁ ଜୁନ ୧ ସକାଳ ୫ଟାରୁ ୧୭ ଜୁନ ସକାଳ ୫ଟା ଅର୍ଥାତ ଆଉ ୧୬ ଦିନ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି କରାଯାଇଛି  ।

ଏହାଛଡ଼ା ସପ୍ତାହାନ୍ତ ସଟଡାଉନ ବି କରାଯିବ । ପୂର୍ବ କଟକଣା ବଳବତର ରହିବ  । ତେବେ ତିନୋଟି ଜିଲ୍ଲା ଯଥା; ନୂଆପଡ଼ା, ଗଜପତି ଓ ସୁନ୍ଦରଗଡରେ କୋଭିଡ଼ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇଥିବାରୁ ଲକଡାଉନ ସାମାନ୍ୟ କୋହଳ କରାଯାଇଛି  । ଅନ୍ୟ ଜିଲ୍ଲାରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଲୋକମାନେ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବାକୁ ଯାଇପାରିବାର ପ୍ରାବଧାନ ଥିବାବେଳେ ଏହି ତିନି ଜିଲ୍ଳାରେ ସକାଳ ୭ଟାରୁ ୧ଟା ପର୍ଯ୍ୟନ୍ତ କୋହଳ କରାଯାଇଛି  । ଖାଲି ସେତିକି ନୁହେଁ ଉକ୍ତ ୩ ଜିଲ୍ଲାରେ ସମସ୍ତ ଦୋକାନ ଖୋଲାଯାଇପାରିବ  । ସଂକ୍ରମଣ ହାର ବୃଦ୍ଧି ପାଇଲେ ପୂର୍ବଭଳି କଡ଼ା କଟକଣା ଜାରିରହିବ ବୋଲି ମୁଖ୍ୟସଚିବ ସ୍ପଷ୍ଟ କରିଛନ୍ତି  । ଅନ୍ୟ ଜିଲ୍ଲାମାନଙ୍କରେ ଯଦି କୋଭିଡ଼ ସଂକ୍ରମଣ ହ୍ରାସ ପାଇବ ତେବେ ସେହି ସବୁ ଜିଲ୍ଲାରେ କଟକଣା କୋହଳ କରାଯିବ ବୋଲି ସେ ସୂଚନା ଦେଇଛନ୍ତି  । 

Powered by Froala Editor

Tags Luckdown

Related articles Odisha News Lens 4.1

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା
    ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15388
    Aug 25, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15104
    Aug 25, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15211
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14206
    Aug 24, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13555
    Aug 26, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13819
    Aug 24, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    13932
    Aug 26, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15661
    Aug 25, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14223
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15104
    Aug 25, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13819
    Aug 24, 2026
  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13473
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13555
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15149
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15572
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16102
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14018
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15661
    Aug 25, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15211
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13473
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In