Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ...

  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ...

  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ...

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

  • ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ...

  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ...

  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ...

  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ...

  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ...

Home ›› ››ପାଣି ଉଠାଉଥିବାବେଳେ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ, ଜଣେ ଉଦ୍ଧାର

ପାଣି ଉଠାଉଥିବାବେଳେ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ, ଜଣେ ଉଦ୍ଧାର

2023-07-17 10:37:48
13715
Share:
Facebook
Twitter
E-Mail
WhatsApp
Telegram
ପାଣି ଉଠାଉଥିବାବେଳେ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ, ଜଣେ ଉଦ୍ଧାର

ଜଗତସିଂହପୁର : ପାଣି ଉଠାଉଥିବାବେଳେ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ । ଏଭଳି ଏକ ଅଘଟଣ ରବିବାର ସନ୍ଧ୍ୟାରେ ଘଟିଛି । ଜଗତସିଂହପୁର ଜିଲ୍ଲା ଦେବୀ ନଦୀ ଆଳି ପିଙ୍ଗଳ ଘାଟରେ ଏହି ଘଟଣା । ୨ ଜଣଙ୍କ ମଧ୍ୟରୁ ଜଣେ କାଉଡ଼ିଆଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ନିଖୋଜ କାଉଡ଼ିଆ ଜଣଙ୍କ ବିଦ୍ୟାଧରପୁର ଅଞ୍ଚଳର ଭୋଳା ପ୍ରଧାନ ବୋଲି ଜଣାପଡ଼ିଛି।

ସ୍ଥାନୀୟ ବାସିନ୍ଦା ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।  

Powered by Froala Editor

Tags Sink in river

Related articles Odisha News Lens 4.1

  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14829
    Apr 26, 2026
  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ
    ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14981
    Apr 26, 2026
  • ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ

    14018
    Apr 26, 2026
  • ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଯେଉଁମାନଙ୍କର ପ୍ରଭାବ ଅଧିକ ଥାଏ, ସେମାନଙ୍କୁ ଟାର୍ଗେଟ କରାଯାଏ: ଟ୍ରମ୍ପ

    13983
    Apr 26, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା
    ବିଶେଷ

    ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15243
    Apr 27, 2026
  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ
    ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    14079
    Apr 26, 2026
  • 'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ
    ଦେଶ-ଦେଶାନ୍ତର

    'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14851
    Apr 26, 2026
  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    13970
    Apr 26, 2026
  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ
    ମନୋରଞ୍ଜନ

    ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ

    14277
    Apr 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    14079
    Apr 26, 2026
  • ଦେଶ-ଦେଶାନ୍ତର

    ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ

    14018
    Apr 26, 2026
  • ଦେଶ-ଦେଶାନ୍ତର

    'କୋକୋମି' ବେଳେ ଅଶାନ୍ତି : ମଣିପୁରରେ ପୁଣି ଜୋରଦାର ଆନ୍ଦୋଳନ

    14851
    Apr 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17437
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17489
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17847
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16317
    Apr 03, 2021

ବିଶେଷ

  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15243
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14260
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14265
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13918
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14617
    Apr 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15356
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15089
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15588
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13891
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    14981
    Apr 26, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15243
    Apr 27, 2026
  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    14079
    Apr 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In