Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

Home ›› ››ଅଷ୍ଟ୍ରେଲିଆ ଉପକୂଳରୁ ଅଜ୍ଞାତ ବସ୍ତୁ ଠାବ, ଚନ୍ଦ୍ରାୟନ-୩ର ବୋଲି ଚର୍ଚ୍ଚା

ଅଷ୍ଟ୍ରେଲିଆ ଉପକୂଳରୁ ଅଜ୍ଞାତ ବସ୍ତୁ ଠାବ, ଚନ୍ଦ୍ରାୟନ-୩ର ବୋଲି ଚର୍ଚ୍ଚା

2023-07-18 19:45:46
15399
Share:
Facebook
Twitter
E-Mail
WhatsApp
Telegram
ଅଷ୍ଟ୍ରେଲିଆ ଉପକୂଳରୁ ଅଜ୍ଞାତ ବସ୍ତୁ ଠାବ, ଚନ୍ଦ୍ରାୟନ-୩ର ବୋଲି ଚର୍ଚ୍ଚା

ଅଷ୍ଟ୍ରେଲିଆର ଗ୍ରୀନ୍ ହେଡ୍ ଉପକୂଳରେ ଏକ ବସ୍ତୁ ଖଣ୍ଡ ମିଳିଛି । ଏହି ବସ୍ତୁଟି ଭାରତରୁ ଉତକ୍ଷେପଣ କରାଯାଇଥିବା ଚନ୍ଦ୍ରଯାନ -୩ ସହ ଜଡ଼ିତ ବୋଲି ଅନୁମାନ କରାଯାଉଛି । ବସ୍ତୁର ଉଚ୍ଚତା ଏବଂ ଚଉଡ଼ା ପ୍ରାୟ ୨ ମିଟର । ଅଜ୍ଞାତ ବସ୍ତୁଠାରୁ ଦୂରରେ ରହିବାକୁ ସ୍ଥାନୀୟ ଲୋକଙ୍କୁ ପରାମର୍ଶ ଦେଇଛି ଅଷ୍ଟ୍ରେଲୀୟ ସ୍ପେସ୍ ଏଜେନ୍ସି । 

ଗତ ଦୁଇ ଦିନ ତଳେ ମାଳଦ୍ୱୀପ ଦେଇ ଗତି କରୁଥିବା ବେଳେ ଅଷ୍ଟ୍ରେଲିଆ ଆକାଶରେ LMV-୩ ଦୃଶ୍ୟମାନ ହୋଇଥିଲା । ଏବେ ଏହି ବସ୍ତୁ ପଶ୍ଚିମ ଅଷ୍ଟ୍ରେଲିଆର ଗ୍ରୀନ୍ ହେଡ୍ ଉପକୂଳରୁ ଠାବ କରାଯାଇଛି । ଏହାକୁ ନେଇ ଏବେ ଅନେକ କଳ୍ପନା ଜଳ୍ପନା ଲାଗି ରହିଛି । ଯଦିଓ ଅଷ୍ଟ୍ରେଲୀୟ ସ୍ପେସ୍ ଏଜେନ୍ସି ଏହା ନିଶ୍ଚିତ କରିନାହିଁ କିନ୍ତୁ କେତେକ କହୁଛନ୍ତି ଯେ ଏହା ଭାରତରୁ ଆସିଥିବା ଏକ ପୁରୁଣା PSLVର ହୋଇପାରେ । 

ଅଷ୍ଟ୍ରେଲିଆ ସ୍ପେସ୍ ଏଜେନ୍ସି କହିଛି ଯେ, ପଶ୍ଚିମ ଅଷ୍ଟ୍ରେଲିଆର ଜୁରିଏନ୍ ବାଇ ନିକଟ ସମୁଦ୍ର କୂଳରେ ମିଳିଥିବା ଏହି ବସ୍ତୁ ବିଷୟରେ ପଚରାଉଚରା କରୁଛୁ । ଏହା ଏକ ବିଦେଶୀ ସ୍ପେସ୍ ଲଞ୍ଚ ଯାନ ସହିତ ସଂଲଗ୍ନ ହୋଇପାରେ । ଏ ବିଷୟରେ ଭାରତୀୟ ମହାକାଶ ଏଜେନ୍ସି (ISRO) ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ସୂଚନା ଅନୁସାରେ, ୬୪୨ ଟନ୍, ୪୩.୫ ମିଟର ଉଚ୍ଚତା ବିଶିଷ୍ଟ LVM ରକେଟ ଚନ୍ଦ୍ରଯାନ-୩ ଗତ ଶୁକ୍ରବାର ଅପରାହ୍ନ ୨.୩୫ ରେ ଶ୍ରୀକେରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ପଠାଯାଇଥିଲା କରାଯାଇଥିଲା ।

Powered by Froala Editor

Tags chandrayan

Related articles Odisha News Lens 4.1

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14810
    May 09, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15212
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14411
    May 10, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15153
    May 08, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15394
    May 10, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15641
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14055
    May 08, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15503
    May 09, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14392
    May 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15503
    May 09, 2026
  • ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14392
    May 09, 2026
  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14055
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15641
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14454
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15426
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15173
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13974
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15153
    May 08, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14411
    May 10, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14747
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In