Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

ରାଜ୍ୟ
Home ›› ରାଜ୍ୟ ››ନାମଫଳକ ଲେଖି ନଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ନାହିଁ ନିସ୍ତାର, ୧୦୯ ବ୍ୟବସାୟ ପ୍ରତିଷ୍ଠାନକୁ ନୋଟିସ୍‌

ନାମଫଳକ ଲେଖି ନଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ନାହିଁ ନିସ୍ତାର, ୧୦୯ ବ୍ୟବସାୟ ପ୍ରତିଷ୍ଠାନକୁ ନୋଟିସ୍‌

2023-07-19 05:17:52
13590
Share:
Facebook
Twitter
E-Mail
WhatsApp
Telegram
ନାମଫଳକ ଲେଖି ନଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ନାହିଁ ନିସ୍ତାର, ୧୦୯ ବ୍ୟବସାୟ ପ୍ରତିଷ୍ଠାନକୁ ନୋଟିସ୍‌

ଭୁବନେଶ୍ବର: ଓଡ଼ିଆରେ ନାମଫଳକ ଲେଖି ନଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ଏଥର ନିସ୍ତାର ନାହିଁ। ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ ଅନୁସାରେ ଏବେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଅଣ୍ଟା ଭିଡ଼ିଛି ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ। ବିଭାଗ ପକ୍ଷରୁ ରାଜଧାନୀ ସମେତ ସାରା ରାଜ୍ୟରେ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ବରରେ ୧୦୯ଜଣ ବ୍ୟବସାୟୀଙ୍କୁ ନୋଟିସ୍‌ ହୋଇଛି। ତୁରନ୍ତ ଓଡ଼ିଆରେ ନାମଫଳକ ନଲେଖିଲେ ମୋଟା ଅଙ୍କର ଜରିମାନା ଏବଂ ଆବଶ୍ୟକ ପଡ଼ିଲେ ମାମଲା ରୁଜୁ କରିବ ଶ୍ରମ ବିଭାଗ। 

ରାଜଧାନୀରେ ନିୟମ ପ୍ରଣୟନ ହୋଇଥିଲେ ହେଁ ରାଜ୍ୟର ଅନ୍ୟ ଜିଲ୍ଲା ଅପେକ୍ଷା ଏଠାରେ ସର୍ବାଧିକ ନିୟମ ଖିଲାପକାରୀଙ୍କୁ ଦେଖିବାକୁ ମିଳୁଛି। ବିଶେଷ କରି ବିଭିନ୍ନ ବ୍ରାଣ୍ଡର ସୋରୁମ୍‌, ବଡ଼ ବଡ଼ ବ୍ୟବସାୟିକ ପ୍ରତିଷ୍ଠାନ, କର୍ପୋରେଟ୍‌ ଅଫିସ୍‌ଗୁଡ଼ିକରେ ଓଡ଼ିଆ ନାମ ଫଳକ ଲଗାଯାଇନାହିଁ। ବିଭାଗ ପକ୍ଷରୁ ତାଗିଦ୍‌ କରାଯାଇଥିବା କିଛି ବ୍ୟବସାୟ ପ୍ରତିଷ୍ଠାନରେ ଇଂରାଜୀ ଅକ୍ଷର ଅପେକ୍ଷା ଓଡ଼ିଆ ଅକ୍ଷରକୁ ଅତି ଛୋଟ ଆକାରରେ ଲେଖାଯାଉଛି। ଯାହାକୁ ନେଇ ସଚେତନ ନାଗରିକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି।

ଓଡ଼ିଶା ଶ୍ରମ ଆୟୁକ୍ତ ଏନ୍‌ ତିରୁମାଲା ନାୟକଙ୍କ ନିର୍ଦ୍ଦେଶରେ ଖୋର୍ଦ୍ଧା ପ୍ରଭାଗୀୟ ଶ୍ରମ ଆୟୁକ୍ତ ପ୍ରଣବ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶ୍ରମ ବିଭାଗ ପକ୍ଷରୁ ଓଡ଼ିଆରେ ନାମଫଳକ ଲେଖିବା ନେଇ ଖୋର୍ଦ୍ଧା ପୌର ପରିଷଦ ଓ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଚଢ଼ଉ କରାଯାଇଛି। ଗତ ଦୁଇ ସପ୍ତାହ ମଧ୍ୟରେ ରାଜଧାନୀର ପଟିଆ, ମାଷ୍ଟର କ୍ୟାଣ୍ଟିନ୍‌, ୟୁନିଟ-୨, ସହିଦ ନଗରରେ ଥିବା ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହୋଟେଲ, ରେସ୍ତୋଁରା, ଘଣ୍ଟା ଦୋକାନ, ଷ୍ଟେସନାରି ଆଦି ୧୦୯ଟି ଦୋକାନକୁ ଯାଞ୍ଚ୍‌ କରାଯାଇଛି। ଏଥିମଧ୍ୟରୁ ୪୩ଟି ବାଣିଜ୍ୟ ପ୍ରତିଷ୍ଠାନ ତୁରନ୍ତ ତାଙ୍କର ନାମଫଳକ ଓଡ଼ିଆରେ ଲେଖି ଶ୍ରମ ବିଭାଗ ନିକଟରେ ଦାଖଲ କରିଛନ୍ତି। 

Powered by Froala Editor

Tags odia nameplate issue

Related articles Odisha News Lens 4.1

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15282
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13691
    Jul 22, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13354
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15427
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    13717
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15261
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14688
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15507
    Jul 22, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...

    15203
    Jul 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15282
    Jul 23, 2026
  • ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15427
    Jul 23, 2026
  • ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13691
    Jul 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16992
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17600
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17652
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18054
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    14936
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15925
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14177
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14456
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14798
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15507
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15173
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13885
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14103
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15507
    Jul 22, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15261
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14688
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In