Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

  • ଆପରୁ ଇସ୍ତଫା ପରେ ରାଘବଙ୍କୁ ୧୦ ଲକ୍ଷ ଲୋକେ ...

  • ବାଘ ମୁହଁରୁ ଝିଅକୁ ବଞ୍ଚାଇବା ପାଇଁ ...

  • ଅଶୋକ କୁମାର ଲାହିରୀ ନୀତି ଆୟୋଗ ...

  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ...

  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ...

  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ...

  • ରାଘବଙ୍କ ଠାରୁ ଧନୀ ପରିଣୀତି

  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ...

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ...

Home ›› ››ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କୁ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କୁ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା

2023-07-19 08:19:09
13691
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କୁ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ୟ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ  ହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ ।୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ୟ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ ।

୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ୟ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ସେହିପରି ୨୦୨୨ ଶସ୍ୟବର୍ଷର ଦ୍ୱିତୀୟ ପର୍ୟ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା, ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା, ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ପର୍ୟ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା ।ତୃତୀୟ ପର୍ୟ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ।
ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ପାଇଁ ୨୦୨୨ ମସିହାରେ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା । ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହା ଠାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି ।କେନ୍ଦୁପତ୍ର ହିତାଧିକାରୀମାନେ ମୁଖ୍ୟତଃ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଅଟନ୍ତି । ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଆର୍ଥିକ ସହାୟତା  ବିଶେଷ ସହାୟକ ହେବ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଆପରୁ ଇସ୍ତଫା ପରେ ରାଘବଙ୍କୁ ୧୦ ଲକ୍ଷ ଲୋକେ କଲେ ଅନଫଲୋ
    ଦେଶ-ଦେଶାନ୍ତର

    ଆପରୁ ଇସ୍ତଫା ପରେ ରାଘବଙ୍କୁ ୧୦ ଲକ୍ଷ ଲୋକେ କଲେ ଅନଫଲୋ

    15159
    Apr 25, 2026
  • ରାଘବଙ୍କ ଠାରୁ ଧନୀ ପରିଣୀତି
    ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    14117
    Apr 25, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    14263
    Apr 24, 2026
  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ
    ଦେଶ-ଦେଶାନ୍ତର

    ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15160
    Apr 25, 2026
  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ବଢ଼ିଯିବ !
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ବଢ଼ିଯିବ !

    15422
    Apr 25, 2026
  •  ବାଘ ମୁହଁରୁ ଝିଅକୁ ବଞ୍ଚାଇବା ପାଇଁ ଜୀବନକୁ ବାଜି ଲଗାଇଲେ ବାପା
    ଦେଶ-ଦେଶାନ୍ତର

    ବାଘ ମୁହଁରୁ ଝିଅକୁ ବଞ୍ଚାଇବା ପାଇଁ ଜୀବନକୁ ବାଜି ଲଗାଇଲେ ବାପା

    13761
    Apr 25, 2026
  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ
    ଦେଶ-ଦେଶାନ୍ତର

    ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ

    15791
    Apr 24, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ
    ବିଶେଷ

    ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    13977
    Apr 25, 2026
  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !
    ଦେଶ-ଦେଶାନ୍ତର

    ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !

    14669
    Apr 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆପରୁ ଇସ୍ତଫା ପରେ ରାଘବଙ୍କୁ ୧୦ ଲକ୍ଷ ଲୋକେ କଲେ ଅନଫଲୋ

    15159
    Apr 25, 2026
  • ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    14117
    Apr 25, 2026
  • ଦେଶ-ଦେଶାନ୍ତର

    ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15160
    Apr 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17435
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17488
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17846
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16316
    Apr 03, 2021

ବିଶେଷ

  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    13977
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14145
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13798
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14584
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13943
    Apr 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15354
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15087
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15586
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13886
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଘ ମୁହଁରୁ ଝିଅକୁ ବଞ୍ଚାଇବା ପାଇଁ ଜୀବନକୁ ବାଜି ଲଗାଇଲେ ବାପା

    13761
    Apr 25, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    14263
    Apr 24, 2026
  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15160
    Apr 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In