କ୍ୟାବିନେଟ୍ ବୈଠକ ଆଜି

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ଶୁକ୍ରବାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । କ୍ୟାବିନେଟରେ କିଛି ବଡ଼ ଘୋଷଣା ସହ ପ୍ରାୟ ୧୦ରୁ ଅଧିକ ପ୍ରସ୍ତାବରେ ମୋହର ବାଜିପାରେ ।
Powered by Froala Editor