Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ...

  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ...

  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ...

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ...

  • ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ ...

  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ...

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ...

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ...

  • ବିମାନ ଲ୍ୟାଣ୍ଡିଂ ବେଳେ ...

  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ

ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ

2023-07-22 09:26:03
15907
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ

ନୂଆଦିଲ୍ଲୀ : ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ୨୦୨୨-୨୩ ଖରିଫ ବିପଣନ ଋତୁରେ ୧୩ ଜୁଲାଇ, ୨୦୨୩ ସୁଦ୍ଧା ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିଛି। କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ରାଷ୍ଟ୍ରମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୨୦୨୧-୨୨ ଖରିଫ ବିପଣନ ଋତୁରେ ଏଫ୍‌ସିଆଇ ୯ ଲକ୍ଷ ୧୭ ହଜାର ୬୫୧ ମେଟ୍ରିକ୍ ଟନ୍‌ରୁ ଅଧିକ ଚାଉଳ ସଂଗ୍ରହ କରିଥିଲା। ସେହିପରି ୨୦୨୦-୨୧ ଏବଂ ୨୦୧୯-୨୦ ଖରିଫ ବିପଣନ ଋତୁରେ ଯଥାକ୍ରମେ ୧୮ ଲକ୍ଷ ୯୯ ହଜାର ୪୯୦ ଟନ୍ ଏବଂ ୧୭ ଲକ୍ଷ ୧୫ ହଜାର ୧୦୮ ଟନ୍ ଚାଉଳ ସଂଗ୍ରହ କରିଥିଲା। 

ଗତ ୧୩ ତାରିଖ ସୁଦ୍ଧା ଏଫସିଆଇ ବରଗଡ଼ରୁ ୩୫୭୯୩୩.୦୫୨୮ ଟନ, ସମ୍ବଲପୁରରୁ ୧୫୩୪୫୩.୬୭୧୪ ଟନ, ଝାରସୁଗୁଡ଼ାରୁ ୧୯୮୧୨.୨୫୮ ଟନ, ଦେବଗଡ଼ରୁ ୧୪୪.୮୨୮ ଟନ, ସୁନ୍ଦରଗଡ଼ରୁ ୧୨୭୧୨.୮୬୭ ଟନ, ବଲାଙ୍ଗୀରରୁ ୧୦୬୩୧୨.୭୭୨୯ ଟନ, ସୁବର୍ଣ୍ଣପୁରରୁ ୨୦୨୨୨୨.୮୫୩୮ ଟନ, କଳାହାଣ୍ଡିରୁ ୨୫୪୬୫୬.୧୮୧୯ ଟନ, ନୂଆପଡ଼ାରୁ ୮୩୩୮୨.୮୭୪୪ ଟନ, ଗଞ୍ଜାମରୁ ୬୭୨୩୮.୬୫୫୮ ଟନ, କୋରାପୁଟରୁ ୨୪୯୪୭.୯୯୯୬ ଟନ ଏବଂ ମାଲକାନଗିରିରୁ ୧୩୦୩୦.୪ ଟନ ଚାଉଳ ଏଫସିଆଇକୁ ଦିଆଯାଇଛି। ସେହିଭଳି ନବରଙ୍ଗପୁରରୁ ୧୪୮୯୦.୧୧୦୪ ଟନ, ବାଲେଶ୍ବରରୁ ୧୬୧୮୨.୮୫୭୪ ଟନ, ଭଦ୍ରକରୁ ୧୬୨୦୮.୪୫୧ ଟନ, ନୟାଗଡ଼ରୁ ୯୪୭୩.୫୯୧୨ ଟନ ଏବଂ ଢେଙ୍କାନାଳରୁ ୬୩୬.୩୨୪୨ ଟନ ଚାଉଳ ଏଫସିଆଇ ସଂଗ୍ରହ କରିଛି।

କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ବିକେନ୍ଦ୍ରୀକୃତ କ୍ରୟ (ଡିସିପି) ରାଜ୍ୟ ମାନ୍ୟତା ଲାଭ କରିଛି ଯେଉଁଠାରେ ରାଜ୍ୟ ସରକାରଙ୍କ ସଂସ୍ଥାଗୁଡ଼ିକ ଧାନ କ୍ରୟ କରିଥାନ୍ତି ଏବଂ ରାଜ୍ୟର ଆବଶ୍ୟକତା ପୂରଣ ହୋଇସାରିବା ପରେ ବଳକା ଚାଉଳ ଭାରତୀୟ ଖାଦ୍ୟ ନିଗମର କେନ୍ଦ୍ରୀୟ ପୁଲ୍‌କୁ ଯାଇଥାଏ। ଧାନ କୁଟିବା ବାବଦରେ ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶା ମିଲରମାନଙ୍କୁ ଏଫସିଆଇ ପକ୍ଷରୁ ଯଥାକ୍ରମେ ୨୬୦.୦୯ କୋଟି, ୨୭୫.୭୫ କୋଟି ଏବଂ ୧୩୦.୧୮ କୋଟି ଟଙ୍କା ପଇଠ କରାଯାଇଛି।

Powered by Froala Editor

Tags FCIR collect 13.53 lakh tonne rice

Related articles Odisha News Lens 4.1

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ
    ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14454
    Sep 08, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13745
    Sep 07, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15579
    Sep 07, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ
    ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14297
    Sep 07, 2026
  • ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ କାଗାୱାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ କାଗାୱାଙ୍କ ଦେହାନ୍ତ

    14953
    Sep 08, 2026
  •   ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...

    14515
    Sep 07, 2026
  • ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ
    ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    14155
    Sep 07, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ
    ବାଣିଜ୍ୟ

    କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14193
    Sep 08, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...
    ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...

    13942
    Sep 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14454
    Sep 08, 2026
  • ଦେଶ-ଦେଶାନ୍ତର

    ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ କାଗାୱାଙ୍କ ଦେହାନ୍ତ

    14953
    Sep 08, 2026
  • ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14297
    Sep 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17083
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17748
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17750
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18154
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14495
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13807
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14614
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14919
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14870
    Aug 27, 2026

ବାଣିଜ୍ୟ

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

ଭୁବନେଶ୍ୱର: କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ୭ ସେପ୍ଟେମ୍ବର ୨୦୨୬ରେ ଐତିହାସିକ ସହର ଭୁବନେଶ୍ୱରଠାରେ ଉଦ୍‌ଯାପିତ ହୋଇଯାଇଛି । ଏଥିସହିତ ବ୍ୟାପକ ବିମର୍ଷ, ନବୋନ୍ମେଷୀ ଚିନ୍ତାଧାରା ଏବଂ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15018
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14075
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14599
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13745
    Sep 07, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14193
    Sep 08, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14297
    Sep 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In